ଆମେରିକାର ସର୍ଜନ ଜେନେରାଲଙ୍କ ଅନୁଯାୟୀ, ତମାଖୁ ଏବଂ ମେଦବହୁଳତା ପରେ ମଦ୍ୟପାନ ଯୁକ୍ତରାଷ୍ଟ୍ରରେ କର୍କଟ ରୋଗର ତୃତୀୟ ପ୍ରମୁଖ କାରଣ । ଆମେରିକୀୟ ଆସୋସିଏସନ୍ ଫର କ୍ୟାନସର ରିସର୍ଚ୍ଚ ୨୦୨୪ ରିପୋର୍ଟ ଅନୁଯାୟୀ, କର୍କଟ ରୋଗର ସମସ୍ତ ପ୍ରକାର କେସ୍ରୁ ୫% କେବଳ ମଦ୍ୟପାନ ସହିତ ଜଡିତ। ମଦ୍ୟପାନ କରିବା ଦ୍ୱାରା ୭ ପ୍ରକାର କର୍କଟ ରୋଗ ହେବାର ସମ୍ଭାବନା ରହିଛି ।
ମଦରୁ କିଛି ଅଧିକା ଟଙ୍କା ପାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । ମଦ ନିଗମ ପାଖରେ ରହିଛି ୯ ଲକ୍ଷ ପେଟି ବିୟର । ରେଟ ବଢିଗଲେ ପାଖାପାଖି ୯୦ କୋଟି ଟଙ୍କା ଅଧିକ ପାଇବେ ସରକାର ।
ରାଜଧାନୀରେ ଚରମରେ ନିଶାସକ୍ତଙ୍କ ଉତ୍ପାତ .. ରାଜରାସ୍ତାରେ କାହାକୁ ଛାଡୁନାହାନ୍ତି, କେହି ବି ବାଦ୍ ପଡୁନାହାନ୍ତି ।
ରାଜଧାନୀରେ ଏଥର ମଦମୁକ୍ତ, ଡିଜେ ମୁକ୍ତ, ପ୍ଲାଷ୍ଟିକ ମୁକ୍ତ ପୂଜା ପାଇଁ ଆହ୍ୱାନ । ଚାନ୍ଦା ନାଁରେ ବଟି ମାଗିଲେ ବନ୍ଧା ହେବେ ।
୫୦ ଲକ୍ଷର ନକଲି ମଦରେ ଜେସିବି ଚଢ଼ାଇଲା ଅବକାରୀ ବିଭାଗ । ବରମୁଣ୍ଡାରେ ଥିବା ମଦ ଦୋକାନ ସିଲ୍ ।
କମିବ ନିଶା ବ୍ୟବହାର। ଏଥିପାଇଁ ଅଣ୍ଟା ଭିଡ଼ିଲେଣି ନୂଆ ସରକାର। ଏମିତି ଏକ ବଡ଼ ବୟାନ ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ଭୋଟରଙ୍କୁ ହାତେଇବା ପାଇଁ ମାଳମାଳ ପ୍ରତିଶ୍ରୁତି ଦେଉଛନ୍ତି ନେତା । ଏଭଳି କ୍ଷେତ୍ରରେ କ୍ଷମତାକୁ ଆସିଲେ କମ୍ ଟଙ୍କାରେ ଭଲ ମଦ ଦେବେ ବୋଲି ଘୋଷଣା କରିଛନ୍ତି ଟିଡିପି ନେତା ।
ଗର୍ଭାବସ୍ଥାରେ ମଦ୍ୟପାନ କଲେ କଣ ହୁଏ ? ରିସର୍ଚ୍ଚ ସମୟରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ତେବେ ଗର୍ଭାବସ୍ଥାରେ ମଦ୍ୟପାନ କରିବା ଦ୍ୱାରା ଶିଶୁ ଜନ୍ମ ସମ୍ବନ୍ଧୀୟ ସମସ୍ୟା ହୋଇପାରେ ।
ପୋଲିସର ଗୁଳିମାଡ଼ରେ ନେମପାଲ ସିଂ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ନେମପାଲଙ୍କ ପରିବାର ଲୋକ ଗୁଳି କରିଥିବା ଅଭିଯୁକ୍ତ ବିନୋଦକୁ ପିଟିପିଟି ହତ୍ୟା କରିଛନ୍ତି।
ହ୍ୟାଣ୍ଡ ପମ୍ପରୁ ବାହାରୁଛି ମଦ । କଥାଟା ଆଶ୍ଚର୍ଯ୍ୟ ଲାଗିଲେ ବି ସତ ! ଯାହାର ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।
ମହିଳାଙ୍କ ଚିତ୍କାର ଶୁଣି ପଡୋଶୀ ଧାଇଁ ଆସିଥିଲେ। ସେତେବେଳକୁ ତାଙ୍କ ଦେହରେ ନିଆଁ ଲାଗି ସାରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଦୀନ ଦୟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ।
ବାରମ୍ବାର ଛୋଟ ପୁଅଟିକୁ ତଳେ ଫିଙ୍ଗିବାରୁ ତା’ର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ସେହି ସମୟରେ ମଧ୍ୟ ବ୍ୟକ୍ତି ଜଣକ ନିଶାଶକ୍ତ ଅବସ୍ଥାରେ ଥିବା ପୋଲିସ ନିକଟରେ ଅଭିଯୋଗ କରିଛନ୍ତି ମୃତ ଶିଶୁର ମା’ ।
ଏମିତି ଏକ ଖେଳ... ଯାହା ଜୀବନ ନେଉଛି । ତଥାପି ଅନେକ ସଂଖ୍ୟାରେ ଲୋକ ଭାଗ ନେଉଛନ୍ତି ।
କ୍ଷୀରରୁ ପ୍ରୋଟିନ୍ ଏବଂ ଭିଟାମିନ୍ ପ୍ରଚୁର ପରିମାଣରେ ମିଳିଥାଏ। ଯଦି କୁହାଯାଏ ଆମେ ଦେଖିଥିବା ଏମିତି ଏକ ପଶୁ ଅଛି ଯାହାର କ୍ଷୀରରେ ଆଲ୍କହଲ୍ ଅଛି, ଆପଣ କ’ଣ ବିଶ୍ୱାସ କରିବେ? ଏହା କିନ୍ତୁ ସତ। ଜାଣିବା ପାଇଁ ପଢନ୍ତୁ।
ସ୍ତ୍ରୀଙ୍କ ମଦ ପିଆ ଦେଖି ସ୍ୱମୀ କ’ଣ କରିବେ ତାହା ଚିନ୍ତା କରିପାରିଲେ ନାହିଁ । ସବୁଦିନ ସେ ମଦ୍ୟପାନ କରି ଘରକୁ ଆସିଲା ବେଳକୁ ସ୍ତ୍ରୀ ମଧ୍ୟ ମଦ ପିଇ ଟୁଲ ଅବସ୍ଥାରେ ଥାନ୍ତି ।
ମଦ କିଣିବା ପରେ ଆପଣ ଅନ୍ଲାଇନ୍ ହେଉ କିମ୍ବା କ୍ୟାସ୍ରେ ପେମେଣ୍ଟ କରିବାର ଉଭୟ ସୁବିଧା ମଧ୍ୟ ରହିଛି ।
ମହଙ୍ଗା ପଡ଼ିଲା ବାହାଦୁରୀ ମାରି ସାଙ୍ଗମାନଙ୍କୁ ଚ୍ୟାଲେଞ୍ଜ କରିବା। ୧୦ ମିନିଟ୍ରେ ୩ କ୍ୱାର୍ଟର ଦେଶୀ ମଦ ପିଇ ୪୫ ବର୍ଷୀୟ ବ୍ୟକ୍ତିଙ୍କ ଜୀବନ ଚାଲି ଯାଇଛି।
ମଦ ପାଇଁ ପୁଅକୁ ହରାଇଥିବା କେନ୍ଦ୍ରମନ୍ତ୍ରୀ ଭାବୁକ ହୋଇ ଅନୁରୋଧ କରିଛନ୍ତି । ନିଜର ଝିଅ କିମ୍ବା ଭଉଣୀର ମଙ୍ଗଳ ଚାହୁଁଥିଲେ କେବେ କୌଣସି ମଦୁଆ ସହ ବାହା ଦିଅନ୍ତୁ ନାହିଁ । ମଦୁଆମାନେ କେବେ କାହାକୁ ଶାନ୍ତିରେ ରଖେଇ ଦେବେନି ।
ମଦୁଆ ମାଙ୍କଡ଼ର କାରନାମା । ମଦ ନମିଳିଲେ ଦୋକାନୀ ଓ ଗ୍ରାହକ ଉଭୟଙ୍କୁ କାମୁଡ଼ି ଗୋଡ଼ାଉଛି ।
ମୁଁ ହଜାରେ ଜାଗାରେ କାମ କରୁଛି, କାହା ପାଖରେ କେତେବେଳେ କାମ କରିବି ସେ ହିସାବ ମୁଁ କେତେ ଥର ଦେବି? ସ୍ତ୍ରୀଙ୍କୁ ଲୁଚିକି ସ୍ୱାମୀ କାମ କରିବାକୁ ଯାଉଛନ୍ତି କି? ସୀମିତ ରୋଜଗାର ଭିତରେ ପରିବାର ଚଳାଇବା ବେଳେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ହେଲା କି ଫାଟ?