ସର୍ଚ୍ଚ ଅପରେସନ ଶେଷ ପରେ ଯାତ୍ରା ପୁନଃ ଆରମ୍ଭ ଲାଗି ରାସ୍ତା ମରାମତିରେ ବ୍ୟସ୍ତ ସେନା ଓ ଅର୍ଦ୍ଧସାମରିକ ବାହିନୀ
ଅମରନାଥରେ ଶନିବାର ସନ୍ଧ୍ୟାରେ ବାଦଲ ଫଟା ବର୍ଷା ଯୋଗୁ ଶତାଧିକ ଶ୍ରଦ୍ଧାଳୁ ଫସି ରହିଛନ୍ତି। ଗୁମ୍ଫା ଓ ପାର୍ବତ୍ୟ ଅଞ୍ଚଳରେ ଫସି ରହିଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ରାୟଗଡ଼ାର ୫ ଜଣ ଅଛନ୍ତି।
ପ୍ରଳୟକୁ ୨୪ ଘଣ୍ଟ ବିତିଯାଇଥିଲେ ବି ପ୍ରଳୟ ପରର ଚିତ୍ର ଏବେ ବି ତାଜା ରହିଛି। ସମୁଦ୍ର ଢେଉ ପରି ପାଣି ଆସି ସବୁକିଛି ଭସାଇ ନେବା ପରେ ଏବେ ତା’ ଭିତରୁ ଜୀବନ ଖୋଜୁଛନ୍ତି ଉଦ୍ଧାରକାରୀ ଦଳ।
ପବିତ୍ର ଅମରନାଥ ଯାତ୍ରା ବେଳେ ବଡ଼ ଅଘଟଣ ଘଟିଛି। ବାଦଲଫଟା ବର୍ଷା ଯୋଗୁ ୧୬ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ ଜଣ ଆହତ ହୋଇଛନ୍ତି। ସେହିପରି ୩୦ରୁ ଅଧିକ ତୀର୍ଥଯାତ୍ରୀ ନିଖୋଜ ଅଛନ୍ତି।