ଅମରନାଥରେ ଶନିବାର ସନ୍ଧ୍ୟାରେ ବାଦଲ ଫଟା ବର୍ଷା ଯୋଗୁ ଶତାଧିକ ଶ୍ରଦ୍ଧାଳୁ ଫସି ରହିଛନ୍ତି। ଗୁମ୍ଫା ଓ ପାର୍ବତ୍ୟ ଅଞ୍ଚଳରେ ଫସି ରହିଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରେ ରାୟଗଡ଼ାର ୫ ଜଣ ଅଛନ୍ତି।