ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ ଏକ ଟ୍ରକ୍ ପଛରେ ପିଟି ହେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।