ଆମେରିକାରେ ଉତ୍ତରୀ ପ୍ରାନ୍ତ କେରୋଲିନାର ଏକ ଜନବସତିପୂର୍ଣ୍ଣ ଅଞ୍ଚଳରେ ଗୁରୁବାର ଆଖିବୁଜା ଗୁଳିଚାଳନା ହୋଇଛି। ଏଥିରେ ପୋଲିସ ଅଫିସରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାର ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। କେରୋଲିନା
ୟୁକ୍ରେନ୍କୁ ଆମେରିକା ଆଡଭାନ୍ସ ଏୟାର ଡିଫେନ୍ସ ସିଷ୍ଟମ୍ ଯୋଗାଇବ ବୋଲି ବାଇଡେନ୍ ପ୍ରତିଶ୍ରୁତି ଦେଇଛନ୍ତି ।
ଚୀନ୍ର ଚେତାବନୀ ସତ୍ତ୍ୱେ ତାଇପାଇରେ ପହଞ୍ଚିଲେ ଆମେରିକା ସିନେଟ୍ର ବାଚସ୍ପତି । ନିଆଁରେ ଘିଅ ଢାଲିବା ସଦୃଶ କାମ କରୁଛି ଆମେରିକା ବୋଲି କହିଲା ଚୀନ୍ ।
ଆମେରିକା ଉପରେ ପରମାଣୁ ବୋମା ପକାଇବାକୁ ଧମକ ଦେଇଛି ଉତ୍ତର କୋରିଆ...
ଫ୍ରିଡମ ଡେ ପରେଡରେ ଆତତୀୟର ଆଖିବୁଜା ଗୁଳିମାଡ଼ରେ ରକ୍ତରଞ୍ଜିତ ହେଲା ଚିକାଗୋ....
କେନ୍ଦ୍ର ସରକାର ପକ୍ଷରୁ 'ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ’ ଏବଂ 'ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ'କୁ ସତର୍କ ରହିବାକୁ କୁହାଯାଇଛି ।
ଆମେରିକାର ପ୍ରଥମ ଥର ପାଇଁ ଜଣେ ମଙ୍କିପକ୍ସ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ବ୍ୟକ୍ତି ଜଣକ ‘ମଙ୍କିପକ୍ସ’ ରୋଗରେ ପୀଡ଼ିତ ହୋଇଥିବା ବେଳେ ନିକଟରେ ସେ କାନାଡ଼ା ଯାତ୍ରା କରିଥିଲେ।
ପୃଥିବୀରେ ୟୁଏଫଓ ଦେଖାଯାଇଥିବା ନେଇ ବାରମ୍ବାର ଦାବି ମଧ୍ୟରେ ପୁଣି ଚର୍ଚ୍ଚାକୁ ଆସିଛି ଏହି ପ୍ରସଙ୍ଗ ।
ଗତ ୨୦ ବର୍ଷ ମଧ୍ୟରେ ୪ ଶହରୁ ଅଧିକ ଥର ଦେଖାଦେଲାଣି ଏହି ଅଜ୍ଞାତ ଉଡ଼ନ୍ତା ବସ୍ତୁ । ପ୍ରମାଣ ସ୍ୱରୁପ କିଛି ଭିଡିଓ ଏବଂ ଫଟୋ ଦେଖାଇ ଏହି ଦାବି କରିଛି ଆମେରୀକିୟ ନୌସେନାର ଗୁଇନ୍ଦା ବିଭାଗ ।
ବ୍ୟାକ୍ ଗ୍ରାଉଣ୍ଡରେ ବାଜୁଥିଲା ‘ଗଙ୍ଗୁବାଇ’ ଫିଲ୍ମର ‘ଝୁମେ ରେ ଗୌରୀ’ ଗୀତ। ଯୁବତୀ ଡ୍ରେସ୍ ପିନ୍ଧି ହଠାତ୍ ନଜର ଆସିଲେ ଯୁବକ। ଆମେରିକା ରାସ୍ତାରେ ବୁଲି ବୁଲି ଧୁମ୍ ନାଚିଲେ। ଦେଖନ୍ତୁ ସେ ଭିଡିଓ...
ବାରମ୍ବାର ଆମେରିକାର ଚେତବନୀ ପରେ ମଧ୍ୟ ପଛକୁ ହଟୁନି ଋଷିଆ। ଆଉ ଏହାରି ମଧ୍ୟରେ ବାଇଡେନ୍ କହିଛନ୍ତି, ଯଦି ନାଟୋର ଅଂଚଳକୁ ଋଷ ପ୍ରବେଶ କରେ ତେବେ ପରସ୍ଥିତି ଭୟଙ୍କର ହେବ।
ୟୁକ୍ରେନ୍ ବୈଦେଶିକ ମନ୍ତ୍ରୀ ମିଟ୍ରୋ କୁଲେବା ଜାତିସଂଘ ସାଧାରଣ ପରିଷଦରେ ତାଙ୍କ ବ୍ୟକ୍ତବ୍ୟ ରଖି କହିଛନ୍ତି ଯେ, ବିଶ୍ୱ ସମୁଦାୟ ଅତୀତର ଭୁଲକୁ ଆଉ ଥରେ ପୁନରାବୃତ୍ତି ନକରିବା ଉଚିତ୍ ।
ସାଟେଲାଇଟ୍ ଇମେଜ୍ରେ ୟୁକ୍ରେନ୍ ସୀମାରେ ଋଷୀୟ ସେନା ରହିଥିବାର ଦେଖିବାକୁ ମିଳିଛି । ଆଉ ମାତ୍ର ୨୦ କିଲୋମିଟର ଅସ୍ତ୍ରଶସ୍ତ୍ର, ଟ୍ୟାଙ୍କ୍ ଓ ଯୁଦ୍ଧ ବିମାନ ସହ ଆଗକୁ ବଢୁଛି ସେନା ।
ଦ୍ୱିତୀୟ ବିଶ୍ୱ ଯୁଦ୍ଧ ବେଳେ ଯେମିତି ହିନସ୍ତା ହୋଇଥିଲେ ବିଶ୍ୱବାସୀ, ସେମିତି ହିନସ୍ତା ଭୋଗିବାକୁ ଯାଉଛି ଦୁନିଆ। କାରଣ ଋଷ-ୟୁକ୍ରେନ୍ ମଧ୍ୟରେ ହେବାକୁ ଯାଉଛି ମହାଯୁଦ୍ଧ। ଯାହାର ପ୍ରଭାବ ହୋଇପାରେ ଭୟଙ୍କର ।
ୟୁକ୍ରେନ୍ ସଙ୍କଟ ମଧ୍ୟରେ ଆମେରିକା, ବ୍ରିଟେନ, ୟୁରୋପୀୟ ରାଷ୍ଟ୍ର, ସଂଘ, ଜର୍ମାନୀ ଓ କାନାଡା ଭଳି ଦେଶ ଏକାଠି ହୋଇଛନ୍ତି।
ୟୁକ୍ରେନର ଦୁଇ ବିଦ୍ରୋହୀ ପ୍ରଦେଶକୁ ସ୍ୱାଧୀନ ରାଷ୍ଟ୍ରର ମାନ୍ୟତା ଦେଇଛନ୍ତି ପୁତିନ । ୟୁକ୍ରେନର ଦୁଇ ବିବାଦୀୟ ଅଞ୍ଚଳକୁ ରୁଷିଆ ସ୍ୱାଧୀନ ରାଷ୍ଟ୍ରର ମାନ୍ୟତା ଦେବା ପରେ ଆମେରିକା ଦେଇଛି ଚେତାବନୀ ।
୨ ଫୁଟର ଝିଅ। ୫ ଫୁଟର ପୁଅ। ଝିଅର ବୟସ ୩୨। ପୁଅର ବୟସ ମାତ୍ର ୧୯। ହେଲେ ଦୁହଁଙ୍କ ଭିତରେ ହୋଇ ଯାଇଛି ପ୍ରେମ। ଏବେ ସାରା ବିଶ୍ୱରେ ଏହି ପ୍ରେମ କାହାଣୀର ଚର୍ଚ୍ଚା...
ହେଲିକପଟର ଯୋଗେ ରାତାରାତି ISIS ନିୟନ୍ତ୍ରଣରେ ଥିବା ଆତ୍ମେ ସହରରେ ପହଞ୍ଚିଥିଲେ ୫୦ରୁ ଅଧିକ ଆମେରିକୀୟ ସୈନ୍ୟ
ପୂର୍ବ ଆମେରିକାରେ ପ୍ରାୟ ୭ କୋଟି ଲୋକ ବରଫ ଝଡ଼ ଯୋଗୁ ପ୍ରଭାବିତ ହୋଇଛନ୍ତି । ପାଣି ଯୋଗାଣ ବନ୍ଦ ହୋଇ ଯାଇଥିବା ବେଳେ ବିଦ୍ୟୁତ ସରବରାହ ମଧ୍ୟ ଠପ୍ ପଡିଯାଇଛି ।
ପାଗଳ କରିଛି ଦେଶପ୍ରେମ। ୫୦ ଲକ୍ଷ ଟଙ୍କାର ଚାକିରି ଛାଡ଼ି ଦେଶର ଗରିବ ଲୋକଙ୍କ ସେବା କରୁଛନ୍ତି ଯୁବ IPS ସନ୍ତୋଷ ମିଶ୍ରା। ଡ୍ୟୁଟି ସରିବା ପରେ ସ୍କୁଲରେ ପାଠ ପଢାଉଛନ୍ତି ପୁଣି ରାସ୍ତାରେ ଥିବା ଅସହାୟଙ୍କୁ ସାହାଯ୍ୟ କରୁଛନ୍ତି...ତାଙ୍କ କାମକୁ ନେଇ ଦେଶରେ ଏବେ ଭାରି ଚର୍ଚ୍ଚା
ଆମେରିକାରେ ଫାଇଭ୍ ଜି ସେବା ପ୍ରଚଳନ ହେଉଥିବାରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜିଠାରୁ ବିମାନ ଚଳାଚଳ କାଣ୍ଟଛାଣ୍ଟ କରାଯାଇଛି ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାୟାଇଛି । ତେବେ ବିମାନ ଚଳାଚଳ ପୁଣି କେବେ ସ୍ୱାଭାବିକ ହେବ ପରବର୍ତ୍ତୀ ସମୟରେ ଜଣାଇ ଦିଆଯିବ ବୋଲି ଏୟାର ଇଣ୍ଡିଆ ପକ୍ଷରୁ କୁହାଯାଇଛି ।
ବର୍ତ୍ତମାନ ସୁଦ୍ଧା ୫୯ଟି ଦେଶରେ କରୋନା ଭାଇରସ୍ର ନୂଆ ଭାରିଏଣ୍ଟ୍ ଓମିକ୍ରନ୍ ବ୍ୟାପି ସାରିଥିବା ବେଳେ ଆମେରିକାରେ ଏହା ଲୋକଙ୍କ ଚିନ୍ତା ବଢ଼ାଇଛି। ବୁଷ୍ଟର ଡୋଜ୍ ନେବା ପରେ ମଧ୍ୟ ଲୋକମାନେ ଓମିକ୍ରନ୍ରେ ସଂକ୍ରମିତ ହେଉଥିବା ସୂଚନା ମିଳିଛି।
ଆମେରିକାରେ କ୍ରିଷ୍ଟମାସ ପରେଡ୍ ଚାଲିଥିବା ବେଳେ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି । ନାଲି ରଂଗର ଏକ ଏସୟୁଭି ମାଡ଼ିଯାଇ ୫ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଲୋକ ଆହତ ହୋଇଛନ୍ତି ।