• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Amit Shah Latest News

amit shah
ଆଜି ବଲାଙ୍ଗିର ଜନସମାବେଶରେ ଯୋଗଦେବେ ଅମିତ ଶାହା

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ଦୁଇ ଦିନିଆ ଓଡିଶା ଗସ୍ତର ଆଜି ଶେଷ ଦିନ। ଆଜି ଶେଷ ଦିନରେ ଶାହା ବଲାଙ୍ଗିରରେ ଆୟୋଜିତ ଜନସମାବେଶରେ ଯୋଗଦେବେ। ଗତକାଲି ଭବାନୀପାଟଣାରେ ମହାସମାବେଶ ପରେ ସାଂଗଠନିକ ସ୍ଥିତି ନେଇ ଦଳୀୟ ନେତାଙ୍କ ସହ ସେ ଆଲୋଚନା କରିଥିଲେ। ଭବାନୀପାଟଣାର ଏକ ହୋଟେଲ୍‌ରେ ଆୟୋଜିତ ବୈଠକରେ ରାଜ୍ୟସ୍ତରୀୟ ଏବଂ ଜିଲ୍ଲାସ୍ତରୀୟ ନେତା ଓ କର୍ମୀଙ୍କ ସହ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିଥିଲେ। ଆସନ୍ତା ସାଧାରଣ ନିର୍ବାଚନ ପୂର୍ବରୁ […]

saha
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆଜି ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା

ଭବାନୀପାଟଣା  : ଆଜିଠୁ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହା। ଦିନ ୧ଟା ୩୦ରେ ଶାହା ଭବାନୀପାଟଣାରେ ପହଞ୍ଚିବେ। ଶାହାଙ୍କ ସମାବେଶ ପାଇଁ ଭବାନୀପାଟଣାର ଲାଲବାହାଦୁର ଷ୍ଟାଡିୟମ ପ୍ରସ୍ତୁତ ହୋଇ ରହିଛି। ମହାସମାବେଶରେ କର୍ମୀ ଓ ନେତାଙ୍କୁ ମିଶନ ୧୨୦ ପ୍ଲସ୍ ପାଇଁ ମନ୍ତ୍ର ଦେବେ ଅମିତ ଶାହା। ସଂଗଠନ ମଜବୁତ ପାଇଁ ସେପ୍ଟେମ୍ବରରେ ବିସ୍ତାରକଙ୍କୁ ଦେଇଥିବା ଟାକ୍ସ କେତେ ପୂରଣ ହୋଇଛି ,ତାର ମଧ୍ୟ ସମୀକ୍ଷା କରିବେ। କୋର୍‌ ଟିମ୍‌ […]

amit shah
ଶାହାଙ୍କ ମିଶନ୍ ପଶ୍ଚିମ ଓଡ଼ିଶା

ଭୁବନେଶ୍ୱର: ବିଜେପୁର ଝଟକା ପରେ ବିଜେପିର ଫୋକସରେ ପଶ୍ଚିମ ଓଡିଶା। ନୂଆ ରଣନୀତି ଅନୁସାରେ ବଲାଙ୍ଗିରେ ଆସନ୍ତା ୫ ତାରିଖରେ ଯୁବ ସମାବେଶ କରି ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ  ଅମିତ ଶାହା ଫୁଙ୍କିବେ ମିଶନ୧୯ର ମନ୍ତ୍ର। ଏପ୍ରିଲ ପ୍ରଥମ ସପ୍ତାହରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଥିବା ଶାହା ଭବାନୀ ପାଟଣାରେ ମଧ୍ୟ  କାର୍ଯ୍ୟକର୍ତ୍ତା ସମାବେଶ କରିବାର କାର୍ଯ୍ୟକ୍ରମ ରହିଛି। ବିଜେପୁର ପରାଜୟ ପରେ ଶାହାଙ୍କ ଗସ୍ତ ଦୋହଲିଯାଇଥିବା ନେତା ଓ କର୍ମୀଙ୍କ ମନୋବଳକୁ ଦମ୍ଭ ଦେବ ବୋଲି […]

Capture
ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ମମତାଙ୍କ ଅଜବ ଆଚରଣ, ନିନ୍ଦା କଲେ ଅମିତ ଶାହ - ଜେପି ନଡ୍ଡା

ନୂଆଦିଲ୍ଲୀ: ବାତ୍ୟା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସମୀକ୍ଷା ବୈଠକରେ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଲେ ମମତା । ଖାଲି ସେତିକି ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ୟାସର…