ଜାମ୍ମୁ-କାଶ୍ମୀରରେ ଆସନ୍ତା ୧୮ ତାରିଖରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ହେବାକୁ ଥିବା ବେଳେ, ଆଜି ଉନ୍ମୋଚିତ ହୋଇଛି ବିଜେପିର ସଂକଳ୍ପ ପତ୍ର ।
୨୦୨୬ ସୁଦ୍ଧା ନକ୍ସଲ ମୁକ୍ତ ହେବ ଭାରତ। ଛତିଶଗଡ ରାୟପୁରରେ ନକ୍ସଲ ପ୍ରଭାବିତ ରାଜ୍ୟମାନଙ୍କର ବୈଠକ ପରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।
ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ରାଜ୍ୟ ସରକାର କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସବିଶେଷ ତଥ୍ୟ ଜଣାଇବେ। ସବୁ ରାଜ୍ୟ ଗୃହ ମନ୍ତ୍ରାଳୟକୁ ଗୋଟି ଗୋଟି କରି ୨ ଘଣ୍ଟାକୁ ଥରେ ଅପଡେଟ୍ ଜଣାଇବେ।
ଜୁନ୍ ୨୫କୁ ଦେଶର ସମ୍ବିଧାନ ହତ୍ୟା ଦିବସ ଭାବେ ପାଳନ କରାଯିବ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
ତୁଳସୀ କ୍ଷେତ୍ର ହେଉ କି ଶାବର ଶ୍ରୀକ୍ଷେତ୍ର, ରଥ ଉପରେ ଚୁତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି କୃତକୃତ୍ୟ ଭକ୍ତ। ଖାଲି ରାଜ୍ୟ କାହିଁକି, ଦେଶର ବିଭିନ୍ନ ସ୍ଥାନରେ ବି ଧୁମଧାମରେ ପାଳନ ହୋଇଛି ଶ୍ରୀଜିଉଙ୍କ ଘୋଷଯାତ୍ରା।
ନୂଆ ଆଇନ ଲାଗୁ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଥିବା ବେଳେ ଏନେଇ ସମସ୍ତ ଅଭିଯୋଗକୁ ନେଇ ସ୍ପଷ୍ଟତା ଆଣିଛନ୍ତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।
ବୈଠକରେ ଏନଏସଏ ଅଜିତ ଡୋଭାଲ, ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବଙ୍କ ସମେତ ସେନା ମୁଖ୍ୟ ମନୋଜ ପାଣ୍ଡେ, ଗୁଇନ୍ଦା ନିର୍ଦ୍ଦେଶକ ତପନ ଡେକା, ସିଆରପିଏଫ୍ ଡିଜି ଅନିଶ ଦୟାଲ, ବିଏସଏଫ୍ ଡିଜି ନୀତିନ ଅଗ୍ରୱାଲଙ୍କ ସମେତ ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
ବୈଠକରେ ଏନଏସଏ ଅଜିତ ଡୋଭାଲ, ଜମ୍ମୁ କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବଙ୍କ ସମେତ ସେନା ମୁଖ୍ୟ ମନୋଜ ପାଣ୍ଡେ, ଗୁଇନ୍ଦା ନିର୍ଦ୍ଦେଶକ ତପନ ଡେକା, ସିଆରପିଏଫ୍ ଡିଜି ଅନିଶ ଦୟାଲ, ବିଏସଏଫ୍ ଡିଜି ନୀତିନ ଅଗ୍ରୱାଲଙ୍କ ସମେତ ଗୃହ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
୨୪ ନିର୍ବାଚନରେ ବିପୁଳ ବିଜୟ ସହ ୨୪ ବର୍ଷର ବିଜେଡି ସରକାରକୁ ମାତ୍ ଦେବା ପରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଜେପି ଶାସନ।
୨୪ ନିର୍ବାଚନରେ ବିପୁଳ ବିଜୟ ସହ ୨୪ ବର୍ଷର ବିଜେଡି ସରକାରକୁ ମାତ୍ ଦେବା ପରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଜେପି ଶାସନ।
4 ଜୁନରେ ନବୀନ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ। ଶେଷ ପର୍ଯ୍ୟାୟ ଭୋଟ୍ ଲଢ଼େଇର ତିନି ଦିନ ପୂର୍ବରୁ ଆଜି ତିନି ତିନିଟି ସ୍ଥାନରେ ମାରାଥନ୍ କ୍ୟାମ୍ପେନ କରି ସିଏମ୍ ନବୀନଙ୍କୁ ଜୋରଦାର ହମଲା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।
୪ ଜୁନରେ ନବୀନ ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ। ଶେଷ ପର୍ଯ୍ୟାୟ ଭୋଟ୍ ଲଢ଼େଇର ତିନି ଦିନ ପୂର୍ବରୁ ଆଜି ତିନି ତିନିଟି ସ୍ଥାନରେ ମାରାଥନ୍ କ୍ୟାମ୍ପେନ କରି ସିଏମ୍ ନବୀନଙ୍କୁ ଜୋରଦାର ହମଲା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।
ମୋଦି ଚାଉଳ ଦେଉଛନ୍ତି, ନବୀନ ଖାଲି ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରିବନି, ୫ କେଜି ଚାଉଳ ଦିଅନ୍ତୁ ବୋଲି ଅମିତ ଶାହା କହିଛନ୍ତି।
ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଶାହ ଯାଜପୁର ଲୋକସଭା କ୍ଷେତ୍ରର କୋରେଇଠାରେ ଜନସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଶେଷରେ ଅପରାହ୍ନ ୩ଟାରେ ଜଗତସିଂହପୁର ଲୋକସଭା କ୍ଷେତ୍ରର ନିମାପଡ଼ା ବାରବାଟୀ ପଡ଼ିଆରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ସାମିଲ ହେବେ ।
ବିଜେପିର ଘନଘନ ଟାର୍ଗେଟ, ହେଲେ ନବୀନ ନିରବ । ଖାଲି ରାଜନୈତିକ କାଉଣ୍ଟର କରୁଛନ୍ତି, ହେଲେ ମୁଦ୍ଦା କି ପ୍ରଶ୍ନର ଉତ୍ତର ରଖୁନାହନ୍ତି। ରତ୍ନଭଣ୍ଡାରରୁ ଚିଟଫଣ୍ଡ, ଖଣି ଦୁର୍ନୀତି ଠାରୁ ବାବୁ ରାଜ୍ ।
ବାରିପଦା, ଚାନ୍ଦବାଲି, କୋରେଇ ଓ ନିମାପଡ଼ାରେ ଆୟୋଜିତ ଜନସଭାରେ ଯୋଗଦେବେ ଗୃହମନ୍ତ୍ରୀ ଅମିତ ଶାହ
ବୟସ ହୋଇଯାଇଥିବା ନବୀନଙ୍କୁ ରିଟାୟର୍ଡ କରାଇବାକୁ ଆହ୍ୱାନ । ଚିଟ୍ଫଣ୍ଡ, ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ବି ଟାର୍ଗେଟ୍ ।
ନୟାଗଡ଼ ଲାଠିପଡ଼ା ସମାବେଶରୁ ଅମିତ ଶାହଙ୍କ ହୁଙ୍କାର । ୭୫ରୁ ଅଧିକ ସିଟ୍ ଜିତି ଓଡ଼ିଶାରେ ବିଜେପି ସରକାର କରିବାକୁ ଦେଲେ ଆହ୍ୱାନ । ଓଡ଼ିଶାର ଗୌରବକୁ ପୁନଃ ସଂସ୍ଥାପିତ କରିବାର ନିର୍ବାଚନ ଇଏ ।
ଉତ୍କଳ ଭୂମିର ଶାସନ ଜଗନ୍ନାଥ ପରମ୍ପରାକୁ ଆଗକୁ ନେଉଥିବା ବ୍ୟକ୍ତି ହିଁ କରିବ । ପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରାକୁ ବନ୍ଦ କରିବାକୁ ଷଡ଼ଯନ୍ତ୍ର କରାଯାଇଥିଲା । କିନ୍ତୁ ପ୍ରଧାନମନ୍ତ୍ରୀ ଜଗନ୍ନାଥ ପରମ୍ପରାକୁ ଅକ୍ଷୂଣ୍ଣ ରଖିବାକୁ କାମ କରିଥିଲେ ।
୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।
ଓଡ଼ିଶାରେ ପହଞ୍ଚିବା ପରେ ପ୍ରଥମେ ସମ୍ବଲପୁରରେ ବିଶାଳ ଜନସଭା କରିବେ ଶାହ । ଏହାପରେ କେନ୍ଦୁଝର, ପର୍ଜଙ୍ଗ ଓ ନୟାଗଡ଼ ସଭାରେ ଯୋଗ ଦେବେ ଅମିତ ଶାହ ।
ରାଜ୍ୟ ବିଜେପିର ନିର୍ବାଚନୀ ମୁଦ୍ଦାରେ ମୁଖ୍ୟ ପ୍ରସଙ୍ଗ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଡୁପ୍ଲିକେଟ୍ ଚାବିକୁ ନେଇ ମୋଦିଙ୍କଠୁ ଆସମ ମୁଖ୍ୟମନ୍ତ୍ରୀଙ୍କ ଯାଏଁ, କିଏ ନବୀନ ସରକାର ତ କିଏ ପାଣ୍ଡିଆନଙ୍କୁ କରୁଛି ଡାଇରେକ୍ଟ ଆଟାକ୍।
ପ୍ରଥମେ ମୋଦିଙ୍କ ଡୁପ୍ଲିକେଟ୍ ଚାବି ବାଣ। ତା ପରେ ରତ୍ନଭଣ୍ଡାର ଖୋଲିବାକୁ ଶାହାଙ୍କ ଗ୍ୟାରେଣ୍ଟି। ଆଉ ଭଣ୍ଡାର ଘରର ଢିଲା ସୁରକ୍ଷାକୁ ନେଇ ନଡ୍ଡାଙ୍କ ନନଷ୍ଟପ୍ ନିଶାନା।
ଓଡ଼ିଶାର ଶାସନ ବ୍ୟବସ୍ଥା ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ପୁଣି ଥରେ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଅମିତ ଶାହ ।
ଆଜି ଓଡ଼ିଶାରେ ପ୍ରଚାର କରିବେ ବିଜେପି ସାଂସଦ ତଥା ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ । ଆଜି ସେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟର ୩ଟି ସ୍ଥାନରେ କରିବେ ପ୍ରଚାର । ଉତ୍ତର ଭୁବନେଶ୍ବର, କଟକ କିଶନ ନଗରରେ ସଭା କରିବେ। ପରେ ପରେ ପିପିଲିରେ ରୋଡ୍ ସୋ’ କରିବେ ହେମାମାଳିନୀ।