କରୋନାରେ ଆକ୍ରାନ୍ତ ହୋଇ ଚେନ୍ନାଇରେ ଇକମୋ ଚିକିତ୍ସାରେ ଥିବା ବ୍ରହ୍ମପୁର ବାସୁଦେବନଗର ଅଞ୍ଚଳର ଅମ୍ରିତଙ୍କ ପ୍ରଧାନଙ୍କ ଦେହାନ୍ତ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଦୀର୍ଘ ଦିନ ଧରି ଚିକିତ୍ସିତ ଥିଲେ।
ଇକମୋ ଚିକିତ୍ସାରେ ସଂପୂର୍ଣ୍ଣ ସୁସ୍ଥ ନ ହେବାରୁ ତାଙ୍କର ପ୍ରତ୍ୟାରୋପଣ କରିବା ଲାଗି ଡାକ୍ତର ପରାମର୍ଶ ଦେଇଥିଲେ। ପରିବାର ଲୋକଙ୍କ ସ୍ୱୀକୃତି ପରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା
ଭୁବନେଶ୍ୱର: ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟ ହେଲେ ଅମ୍ରିତ ପ୍ରଧାନ । ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ବ୍ରହ୍ମପୁରର ଅମ୍ରିତଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋକୁ ସ୍ଥାନାନ୍ତର କରାଯାଇଛି । ସ୍ୱତନ୍ତ୍ର ବିମାନରେ ଅମ୍ରିତଙ୍କୁ ଚେନ୍ନାଇ ନିଆଯାଇଛି । ଅମ୍ରିତଙ୍କୁ ଏୟାରଲିଫ୍ଟ କରିବା ପାଇଁ…