ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସେପଟେ ଟ୍ରେନ୍ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଛନ୍ତି ରେଳମନ୍ତ୍ରୀ ।
ଦୁର୍ଘଟଣାସ୍ଥଳରେ ରେଳ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଏକ ଉଦ୍ଧାରକାରୀ ଦଳ ମଧ୍ୟ ଯାଇଛି ।
ଆଜି ସଂଧ୍ୟା ପରେ ପରେ କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଥିବା ଖବର ମିଳିଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ଧକ୍କା ଦେଇଥିବା ଜଣାପଡ଼ିଛି ।
ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା। ଦୁର୍ଘଟଣାରେ ୬ ଯାତ୍ରୀ ମୃତ। ଟ୍ରେନ୍ ଦୁର୍ଘଟଣା ପରେ ପୂର୍ବତଟ ରେଳପଥ ପକ୍ଷରୁ ଜାରି ହେଲା ହେଲପ୍ ଲାଇନ୍ ନମ୍ବର।
ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ କିଛି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳର କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ପାରିନାହିଁ ।
ଆନ୍ଧ୍ର ପକ୍ଷରୁ ଏଭଳି କ୍ୟାମ୍ପ କରିବା ପ୍ରଥମ ନୁହେଁ। ବିଭିନ୍ନ ସମୟରେ ଅନୁପ୍ରବେଶ କରି ରାଜ୍ୟର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିବା ଦେଖିବାକୁ ମିଳୁଛି।
ଚିତ୍ତୁର, ୱେଷ୍ଟ ଗୋଦାବରୀ, ଅମରାବତୀ ଏବଂ ତିରୁପତି ଆଦି ସହରମାନଙ୍କରେ ହିଂସାତ୍ମକ ସ୍ଥିତି ସୃଷ୍ଟି ହୋଇଥିଲା।
ବୁଲାଇ ନେବା ବାହାନାରେ ମୃତ୍ୟୁର ଷଡ଼ଯନ୍ତ୍ର ରଚିଥିଲା ମାଆର ପ୍ରେମିକ । ସେଲଫି ଉଠାଇବାକୁ କହି ବ୍ରିଜରୁ ଠେଲିଦେଲା, ତା’ପରେ..
ଜଲାପୁଟ ଜଳଭଣ୍ଡାର ସୂଚନା ବୋର୍ଡକୁ ଉପାଡ଼ି ଦେଲେ । ଓଡ଼ିଶାର ସ୍ୱାଗତ ବୋର୍ଡକୁ ମଧ୍ୟ ବାହାର କରିଦେଲେ । ଜଲାପୁଟରେ ନିଜ ଦବଦବା ଜାହିର କରିବାକୁ ଉଦ୍ୟମ ।
କୋଟିଆରେ ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଫୁଲଝାଡୁର ସମ୍ଭାବନାକୁ ଦେଖି କିଛି ବର୍ଷ ଆଗରୁ ଏଠାରେ ଅଞ୍ଚଳବାସୀଙ୍କୁ ଫୁଲଝାଡୁ ଚାଷକୁ ବ୍ୟବସ୍ଥିତ କରିବାକୁ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି ଓଡ଼ିଶା ସରକାର ।
କୋଟିଆରେ ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଫୁଲଝାଡୁର ସମ୍ଭାବନାକୁ ଦେଖି କିଛି ବର୍ଷ ଆଗରୁ ଏଠାରେ ଅଞ୍ଚଳବାସୀଙ୍କୁ ଫୁଲଝାଡୁ ଚାଷକୁ ବ୍ୟବସ୍ଥିତ କରିବାକୁ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି ଓଡ଼ିଶା ସରକାର ।
ନିଶ୍ଚିତ ଦୁର୍ଘଟଣାରୁ ଅଳ୍ପେକ ବର୍ତ୍ତିଲା । ୩୦ ଫୁଟ ତଳକୁ ଗଳିପଡିଲା ଗ୍ରାନାଇଟ ପଥର ଧରି ଆସୁଥିବା ଏକ ବଡ଼ ଟ୍ରେଲର । ତାସହ କ୍ଷଣିକ ମଧ୍ୟରେ ଭୁଶୁଡିଗଲା ବ୍ରିଟିଶ୍ ଅମଳର 'ବାହୁଦା' ବ୍ରିଜ୍ ବା ରାମଚନ୍ଦ୍ର ମର୍ଦ୍ଧରାଜ ସେତୁ । ୯୦ ବର୍ଷରୁ ଅଧିକ ବର୍ଷ ପୁରୁଣା ଏହି ବ୍ରିଜ୍ ଏବେ ଭଗ୍ନସ୍ତୁପ ପାଲଟିଯାଇଛି ।
୩ ଦିନିଆ ସରକାରୀ ଯୋଜନାର ପ୍ରଚାରରେ ଡେପୁଟି ସିଏମ୍ । ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ପରେ ଖଡ୍ଗହସ୍ତ ଓଡ଼ିଶା ନେତା ।
ବର୍ଷବର୍ଷ ଧରି ପାହାଡି ଅଞ୍ଚଳରେ ୧୧ଟି ଆଦିବାସୀ ପରିବାର ବସବାସ କରି ଆସୁଛନ୍ତି । ରାଇପାଡ଼ ଗାଁ ଓଡ଼ିଶାରେ ରହିଥିଲେ ମଧ୍ୟ ବିଦ୍ୟୁତ, ପାଣି ଓ ଶିକ୍ଷା ଆଦି ସବୁ ସୁବିଧା ଆନ୍ଧ୍ର ସରକାର ଯୋଗାଇ ଦେଇ ଆସୁଛନ୍ତି । ଗାଁରେ ଆନ୍ଧ୍ର ସରକାର ଲୋକଙ୍କୁ ବିଦ୍ୟୁତ ସେବା, ପାନୀୟ ଜଳ , ଶିକ୍ଷା,ଆଧାର କାର୍ଡ ଭଳି ଅନେକ ସେବା NGO ମଧ୍ୟରେ ଯୋଗାଇ ଦେଇ ଆସୁଛନ୍ତି । ଆନ୍ଧ୍ର ପକ୍ଷରୁ ସବୁ ପାଉଛନ୍ତି ହେଲେ ଓଡ଼ିଶା ପକ୍ଷରୁ କିଛି ପାଉନଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଅଂଚଳବାସୀ ।
ଆସନ୍ତା ମାର୍ଚ୍ଚ ୩ ଏବଂ ୪ ତାରିଖ ଦୁଇ ଦିନ ଧରି ବିଶାଖାପାଟଣାରେ ଆୟୋଜିତ ହେବ ଗ୍ଲୋବାଲ ଇନଭେଷ୍ଟର୍ସ ମିଟ୍ ।
ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ନୂଆ ରାଜଧାନୀ ସମ୍ପର୍କରେ ଘୋଷଣା କରିଛନ୍ତି
ଆନ୍ଧ୍ରପ୍ରଦେଶ କାକିନାଡ଼ାର ପେଡ୍ଡାପୁରମ୍ ସହରରେ ଜଣେ ବ୍ୟକ୍ତି ଅବତାର-୨ ଦେଖୁଥିବା ବେଳେ ପ୍ରାଣ ହରାଇଛନ୍ତି । ଫିଲ୍ମ ଚାଲିଥିବା ବେଳେ ହଠାତ୍ ତାଙ୍କର ହୃଦ୍ଘାତ ହୋଇଥିଲା ।
ଆଉ ଥାଳିର ଦର ଶୁଣିଲେ ମୁଣ୍ଡ ଚକ୍କର ଖାଇଯିବ । ମାତ୍ର ୫ ପଇସା । ହଁ, ଠିକ୍ ଶୁଣିଛନ୍ତି ୫ ପଇସାରେ ପେଟ ଭର୍ତ୍ତି ଖାଦ୍ୟ ।
ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ, ପ୍ରଖର ସ୍ରୋତରେ ଗାଡ଼ିମଟର ସବୁ ଭାସିଯାଇଛି। ଏପରିକି ଏକ କଣ୍ଟେନର ମଧ୍ୟ ଭାସି ଯାଉଥିବା ଲକ୍ଷ୍ୟ କରାଯାଉଛି।
ଏକ କୁନି ଛୁଆକୁ ଧରିଥିବା ମାଆ ପାଖରେ ପହଞ୍ଚିଥିଲେ । ଆଉ ତାର ଦୁଃଖ ବୁଝିଥିଲେ ମୁଖ୍ୟମନ୍ତ୍ରୀ ।
ଓଡ଼ିଶା ଟିମ୍ ଓ ସାଲୁର ପୋଲିସ ସିଆଇଙ୍କ ମଧ୍ୟରେ କଥା କଟାକଟି
କୋଟିଆ ପଞ୍ଚାୟତର ଶେଷ ଗାଁ ଫାଟୁସିନେରି ନିକଟ ତଥା ଆନ୍ଧ୍ରର ନନ୍ଦା ଗାଁ ପଟେ ରାସ୍ତା ତିଆରି ପାଇଁ ଆନ୍ଧ୍ର ସରକାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।
ଆନ୍ଧ୍ର ନଜରରେ କୋରାପୁଟ ବନ୍ଧୁଗାଁ ସୀମାନ୍ତ ଅଞ୍ଚଳ...
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।