ନିର୍ବାଚନୀ ଇସ୍ତାହାରରେ ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବଢିବା କଥା ବିଜେପି କହିଥିଲା । ଏହା ଉପରେ କେନ୍ଦ୍ର ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ବିଚାର କରୁଛନ୍ତି।
ଖୁବ୍ ଶୀଘ୍ର ଘୋଷଣା ହେବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସୁଭଦ୍ରା ଯୋଜନା ଫର୍ମ ବାଣ୍ଟିବା ହେଲା କାଳ। ଶେଷରେ ମାଡ଼ ଖାଇଲେ ଅଙ୍ଗନବାଡ଼ି କର୍ମୀ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲିଟିଛି ।
Anganwadi Worker: ଅଙ୍ଗନବାଡ଼ି କର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ଅଙ୍ଗନବାଡ଼ି କର୍ମୀଙ୍କ ସହ ମିନି ଅଙ୍ଗନବାଡ଼ି ଓ ସହାୟିକାଙ୍କ ପାରିଶ୍ରମିକ ବି ବୃଦ୍ଧି କରାଯାଇଛି ।
ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି।
ଏତେ ଦିନ ହେଲା ଶୁଣୁ ନଥିଲେ। ନିର୍ବାଚନ ବେଳେ ମନେ ପଡ଼ିଲେ। ପୁଣି ମିଳିଲା ପ୍ରତିଶ୍ରୁତି। ବିଜେଡିକୁ ଘାରିଲା କି ଭୋଟ୍ ବ୍ୟାଙ୍କ ଭାଙ୍ଗିବା ଭୟ? ଆଶା, ଅଙ୍ଗନୱାଡି କର୍ମୀ, ଏମବିକେ, ସିଆରପିଙ୍କ ଦରମା ବଢାଇବାକୁ ମିଳିଛି ପ୍ରତିଶ୍ରୁତି।
ଦାବି ପୂରଣ ନହେବା ଯାଏଁ ବାରମ୍ବାର ରାସ୍ତାକୁ ଓହ୍ଲାଇବାକୁ ଚେତାବନୀ । ଝାଞ୍ଜ ଓ ଖୋଳ ବଜାଇ ସଂକୀର୍ତ୍ତନ କରି ଲୋକକଳା ପରିଷଦର ଆନ୍ଦୋଳନ ।
ସରକାରଙ୍କ ଆଗରେ ଦାବି ଦୋହରାଇଛନ୍ତି ଅଙ୍ଗନୱାଡି କର୍ମୀ । ତୁରନ୍ତ ସରକାରୀ ମାନ୍ୟତା ସହ ମଜୁରୀ ପ୍ରଦାନ, ମାନ୍ୟତା ମିଳିବା ପର୍ଯ୍ୟନ୍ତ ଅଙ୍ଗନୱାଡି କର୍ମୀଙ୍କୁ ମାସିକ ୧୮ ହଜାର ଏବଂ ସହାୟିକାକୁ ୯ ହଜାର ଟଙ୍କା ବେତନ ଦାବି ହୋଇଛି ।
ସରକାରଙ୍କ ଆଗରେ ଦାବି ଦୋହରାଇଛନ୍ତି ଅଙ୍ଗନୱାଡି କର୍ମୀ । ତୁରନ୍ତ ସରକାରୀ ମାନ୍ୟତା ସହ ମଜୁରୀ ପ୍ରଦାନ, ମାନ୍ୟତା ମିଳିବା ପର୍ଯ୍ୟନ୍ତ ଅଙ୍ଗନୱାଡି କର୍ମୀଙ୍କୁ ମାସିକ ୧୮ ହଜାର ଏବଂ ସହାୟିକାକୁ ୯ ହଜାର ଟଙ୍କା ବେତନ ଦାବି ହୋଇଛି ।
ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ସାମୟିକ ସ୍ଥଗିତ । ମୁଖ୍ୟ ଶାସନ ସଚିବଙ୍କ ସହ ସଂଘର ଆଲୋଚନା ।
ରାଜଧାନୀ ଛାତି ଉପରୁ ଗର୍ଜନ। ସରକାରଙ୍କୁ ସିଧାସଳଖ ଚେତାବନୀ। ସରକାରୀ କର୍ମଚାରୀର ମାନ୍ୟତା, ମାସକୁ ୫ହଜାର ପେନସନ୍, ମୃତ୍ୟୁ ଘଟିଲେ ପରିବାରର ଜଣଙ୍କୁ ଚାକିରି ସହ ୫ଲକ୍ଷ କ୍ଷତିପୂରଣ ୮ଦଫା ଦାବିରେ ଆଜି ଭୁବନେଶ୍ବର ଲୋୟର ପିଏମଜିରେ ଗର୍ଜନ କରିଛନ୍ତି ହଜାର ହଜାର ଅଙ୍ଗନଓ୍ୱାଡ଼ି କର୍ମୀ। ପାଖାପାଖି ୫୦ହଜାରରୁ ଅଧିକ ଅଙ୍ଗନଓ୍ୱାଡ଼ି କର୍ମଚାରୀ, ସରକାରଙ୍କ ମିଥ୍ୟା ପ୍ରତିଶୃତିର କଡା ଜବାବ ଦେଇ ବନ୍ଦ ରଖିଛନ୍ତି। ସାରା ରାଜ୍ୟର ୬୦ ହଜାରରୁ ଉର୍ଦ୍ଧ୍ୱ ଅଙ୍ଗନବାଡ଼ି କେନ୍ଦ୍ର ହକ୍ ପାଇଁ ବିଧାନସଭା ଆଗରେ ଦେଇଛନ୍ତି ଧାରଣା।
ଚାକିରିରୁ ବହିଷ୍କାର ପାଇଁ ଡର ନାହିଁ କହି ରାଜ୍ୟ ସରକାରଙ୍କୁ ବି ଦେଇଛନ୍ତି ଖୋଲା ଆହ୍ୱାନ।
କୁନି କୁନି ପିଲାଙ୍କୁ ପୁଷ୍ଟିକର ଖାଦ୍ୟ ଓ ଉତ୍ତମ ଶିକ୍ଷା ପାଇଁ ଗାଁ ଗାଁରେ ଅଙ୍ଗନବାଡ଼ି କେନ୍ଦ୍ର ରହିଛି। ଅଙ୍ଗନବାଡି କେନ୍ଦ୍ରରେ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ସରକାର କୋଟି କୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। ହେଲେ ଏବେବି ଏମିତି ଅନେକ ଗାଁ ରହିଛି ଯେଉଁଠି ଅବ୍ୟବସ୍ଥାରେ ଚାଲିଛି ଅଙ୍ଗନବାଡ଼ି କେନ୍ଦ୍ର।
ରାଜରାସ୍ତାରେ ଅଙ୍ଗନବାଡି କର୍ମୀ । ଅଲ ଓଡ଼ିଶା ଅଙ୍ଗନବାଡି ଲେଡିଜ୍ ଓ୍ୱାର୍କର୍ସ ଆସୋସିଏସନ୍ ପକ୍ଷରୁ ଏହି ଆନ୍ଦୋଳନ ଡାକରା ଦିଆଯାଇଛି।
୧୩ ଦଫା ଦାବି ନେଇ ରାଜରାସ୍ତାରେ ଗର୍ଜିଲେ ହଜାର ହଜାର ଅଙ୍ଗନଓ୍ୱାଡ଼ି କର୍ମୀ.. ଦାବି ପୂରଣ ନ ହେଲେ ଆନ୍ଦୋଳନ ଆହୁରି ତେଜିବ.. ଶୁଣନ୍ତୁ ସେମାନଙ୍କର କଣ ସବୁ ଦାବି ରହିଛି..