ଅଙ୍ଗନବାଡ଼ି ଗୃହ ଅଭାବରୁ ଏକ ଭଡ଼ା ଘରେ ଚାଲିଛି ପାଠପଢା । ପିଲାମାନେ ଯେଉଁ ଭଡ଼ା ଘରେ ପଢୁଛନ୍ତି ସେଠାରେ ଭଲରେ ବସି ପଢିବା, ବସିବା, ରନ୍ଧା ଖାଦ୍ୟ ଖାଇବା ସୁବିଧା ନାହିଁ। ଆଜବେଷ୍ଟସ ଘରେ ପଢୁଥିବା ବେଳେ ଲାଇନ ନାହିଁ, ଗରମରେ ସିଝି ଯାଉଛନ୍ତି କୁନି କୁନି ପିଲା। ଝାଡ଼ା ପରିସ୍ରାର ମଧ୍ୟ ସୁବିଧା ନାହିଁ।
୨ ବର୍ଷ ହେଲାଣି ଦିଦି ନାହାନ୍ତି। ଅଙ୍ଗନବାଡିରେ କୁନି କୁନି ପିଲାଙ୍କୁ ପାଠ ପଢାଉଛନ୍ତି ରୋଷେୟା…ଭାତ ବସେଇ ଦେଇ ପିଲାଙ୍କୁ ଅ’ ଡକାଉଛନ୍ତି ତ ତରକାରୀ ବସାଇ ଦେଇ ଆ’ ଡକାଉଛନ୍ତି ପିଲା
ରାଜ୍ୟରେ କରୋନା ସଂକ୍ରମଣ ଥମିବା ପରେ ରାଜ୍ୟବ୍ୟାପୀ ଅଙ୍ଗନବାଡ଼ି ସେଣ୍ଟର ଖୋଲିବାକୁ ପ୍ରସ୍ତୁତି ପାଇଁ ସବୁ ଜିଲ୍ଲାପାଳମାନଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଚିଠି ଲେଖା ଯାଇଛି।