• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Anna Hazare

 ED arresting Delhi CM Arvind Kejriwal
‘ମିଳିଲା କର୍ମର ଫଳ, ଦିନେ ମଦକୁ ବିରୋଧ କରୁଥିଲେ; ଆଜି ସେଇ ମଦ ପାଇଁ ଫସିଲେ’

କେଜ୍ରିୱାଲଙ୍କ ଗିରଫ ନେଇ ବଡ଼ ବୟାନ ଦେଇଛନ୍ତି ସମାଜସେବୀ ଆନ୍ନା ହାଜାରେ । ଆନ୍ନା ହାଜାରେ କହିଛନ୍ତି ଯେ, ସେ ମୋ କଥା ଶୁଣି ନ ଥିବାରୁ ମୁଁ ଦୁଃଖିତ ।

anna hazare
ଦ୍ୱିତୀୟ ଦିନରେ ଆନ୍ନାଙ୍କ ଅନଶନ

ନୂଆଦିଲ୍ଲୀ: ଦିଲ୍ଲୀ ରାମଲୀଲା ମଇଦାନରେ ଆନ୍ନାଙ୍କ ଆମରଣ ଅନଶନ ଆଜି ଦ୍ୱିତୀୟ ଦିନରେ ପହଞ୍ଚିଛି। ଲୋକପାଳ ଗଠନ ଦାବି ନେଇ ଗତକାଲିଠାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି ସମାଜସେବୀ ଆନ୍ନା ହଜାରେ। କେନ୍ଦ୍ରରେ ଲୋକପାଳ ନିଯୁକ୍ତ ଓ ଚାଷୀଙ୍କ ଲାଗି ଉଦ୍ଦିଷ୍ଟ ସ୍ୱାମୀନାଥନ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ଦାବିରେ ଦିଲ୍ଲୀ ରାମଲୀଲା ମଇଦାନରେ ଆନ୍ନା ଆମରଣ ଅନଶନ କରୁଛନ୍ତି। ଏଥର କେନ୍ଦ୍ର ଆଗରେ ୭ଟି ସର୍ତ୍ତ ରଖିଛନ୍ତି ଆନ୍ନା। ଏଥିରେ ପ୍ରମୁଖ ରହିଛି ତୁରନ୍ତ ଲୋକପାଳ ଓ […]

anna hazare
ଚାଷୀଙ୍କ ପାଇଁ ଆଜିଠୁ ପୁଣି ଅନଶନକୁ ଓହ୍ଲାଇବେ ଆନ୍ନା ହଜାରେ

ନୂଆଦିଲ୍ଲୀ: ଆଜିଠୁ ପୁଣି ଅନଶନକୁ ଓହ୍ଲାଇବେ ସମାଜସେବୀ ଆନ୍ନା ହଜାରେ। ଚାଷୀଙ୍କ ପାଇଁ ଅନିର୍ଦ୍ଦିଷ୍ଟ କାଳ ଲାଗି ଦିଲ୍ଲୀର ରାମଲୀଳା ମଇଦାନରେ ଅନଶନ କରିବେ। ସ୍ୱାମୀନାଥନ କମିଶନଙ୍କ ରିପୋର୍ଟ କାର୍ଯ୍ୟକାରୀ କରିବା ହେଉଛି ତାଙ୍କର ପ୍ରମୁଖ ଦାବି। ଦେଶରେ ଚାଷୀ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ  ପ୍ରାୟ ପ୍ରତିଦିନ ଆତ୍ମହତ୍ୟା କରୁଛନ୍ତି। ଚାଷୀମାନଙ୍କ ଅବସ୍ଥା ସୁଧାରିବାକୁ ହେଲେ ସରକାର ୬୦ବର୍ଷରୁ ଅଧିକ ବୟସର ଚାଷୀଙ୍କୁ ମାସିକ ୫ହଜାର ଟଙ୍କା ଭତ୍ତା ପ୍ରଦାନ କରିବାକୁ ଆନ୍ନା ଦାବି କରିଛନ୍ତି।

Khola Katha Ep 522 24th Nov 2017 || Exclusive Interview with Anna Hazare
Khola Katha Ep 522 24th Nov 2017 || Exclusive Interview with Anna Hazare

Watch exclusive interview with Social Activists Anna Hazare during his recent visit to Odisha. He discusses about various problem of farmers. A unique