ଦିଲ୍ଳୀର ତ୍ୟାଗରାଜ ନିକଟରେ ଥିବା ଜଗନ୍ନାଥ ମନ୍ଦିରରେ ଅଭିନେତା ତଥା ପୂର୍ବତନ ସାଂସଦ ଅନୁଭବ ମହାନ୍ତିଙ୍କ ବିବାହ ସମ୍ପନ୍ନ ହୋଇଛି । ପୂର୍ବରୁ ବାନ୍ଧବୀ କୁହାଯାଉଥିବା ଜାଗୃତି ଶୁକ୍ଳାଙ୍କ ହାତ ଧରିଛନ୍ତି ଅନୁଭବ ।
ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତିଙ୍କ ଆତ୍ମଜୀବନି ଶନିବାର ଉନ୍ମୋଚିତ ହୋଇ ଯାଇଛି। ବ୍ଲକ୍ ବଷ୍ଟରରୁ ବାଲଟ ବକ୍ସ ନାମରେ ଅନୁଭବ ମହାନ୍ତିଙ୍କ ପୁସ୍ତକର ଉନ୍ମୋଚନ ହୋଇଛି। ଚଳଚିତ୍ର ଓ ସାହିତ୍ୟ ଜଗତ ଏବଂ ରାଜନୈତିକ ମହଲର ବହୁ ବିଶିଷ୍ଟ ବ୍ୟକ୍ତି ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ସୋସିଆଲ ମିଡିଆରେ ଏନେଇ ଅନୁଭବ ପୋଷ୍ଟ କରି ଲେଖିଛନ୍ତି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସେ ନିରବତା ଅବଲମ୍ବନ କରିଛନ୍ତି, ତା ମାନେ ନୁହେଁ ଯେ, କିଛି ଗଣମାଧ୍ୟମ ସଂସ୍ଥା ଓ ୟୁଟ୍ୟୁବ୍ ଚ୍ୟାନେଲ ମନକୁ ଯାହା ଆସିବ ତାହା ଲେଖିବେ ।
ବର୍ଷା ଜାଲ୍ କାଗଜପତ୍ର ତିଆରି କରିଥିବା ନେଇ ସାଂସଦ ଅନୁଭବ ସଂସଦକୁ ଜଣାଇଥିଲେ।
ବର୍ଷା-ଅନୁଭବ ବିବାଦ ସମାଧାନର ନା ଧରୁନି। ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଦାମ୍ପତ୍ୟ କଳହକୁ ନେଇ ଫ୍ୟାମିଲି କୋର୍ଟରେ ମାମଲା ଚାଲିଥିବା ବେଳେ ଆଜି ହାଇକୋର୍ଟ ଯାଇଛନ୍ତି ଅନୁଭବ ମହାନ୍ତି ।