ମଧ୍ୟସ୍ଥତା ପାଇଁ ଉଭୟ କୋର୍ଟରେ ପହଞ୍ଚିଥିବା ସୂଚନା
ସାଂସଦ ଅନୁଭବ ଓ ପତ୍ନୀ ବର୍ଷା ପାରିବାରିକ ବିବାଦ ମାମଲାରେ ସତ୍ୟପାଠ ଦାଖଲ କଲେ ବର୍ଷା ।
କଟକ ପରିବାର ଅଦାଲତରେ ହାଜର ହେଲେ ଅନୁଭବ, ବର୍ଷା
ଦିନ ୨ଟାରେ ଅନୁଭବ ଏବଂ ବର୍ଷାଙ୍କୁ ଏକାଠି ହାଜର ପାଇଁ ରହିଛି ନିର୍ଦ୍ଦେଶ