କିଛିଦିନ ପୂର୍ବେ ଅନୁଭବ ପ୍ରଥମ ଭିଡିଓରେ ନିଜ ମନର କ୍ଷୋଭ ପ୍ରକାଶ କରିବା ପରେ ଗତକାଲି ଦ୍ୱିତୀୟ ଭିଡିଓରେ ସିଧାସଳଖ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ନାଁ ନେଇ ତାଙ୍କ ବୈବାହିକ ଜୀବନରେ ଝଡ ସମ୍ପର୍କରେ ମୁହଁ ଖୋଲିଛନ୍ତି।