ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନାରେ କାର୍ଯ୍ୟରତ କନେଷ୍ଟବଳ ସରୋଜ ଦାସଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା । ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇ ସେ ଏବେ ବେଶି ଚର୍ଚ୍ଚାରେ । ୨୦୧୬ ମସିହାରେ ବହୁଚର୍ଚ୍ଚିତ କଳ୍ପନା ଦାସ ଓ ତାଙ୍କ ନାବାଳିକା ଝିଅର ମର୍ଡର କେସ୍ ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଅନୁପ ସାଏ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ହୋଇଥିବା ବେଳେ ୨ ବର୍ଷ ଜେଲ୍ରେ ରହି ଜାମିନରେ ଏବେ ମୁକୁଳିଛନ୍ତି
ଛତିଶଗଡ଼ ଅଞ୍ଚଳରେ ଘଟିଥିବାରୁ ଛତିଶଗଡ଼ ପୋଲିସ ତାଙ୍କୁ ଗିରଫ କରିଥିଲା ।
ଅନୁପଙ୍କୁ ଆଜୀବନ ହୋଇଥିଲା ବେଳେ ବର୍ଦ୍ଧନଙ୍କୁ ଖଲାସ କରିଥିଲେ କୋର୍ଟ ।
ଉଭୟ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଅନୁପ ସାଏଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।