• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Aparajita Sarangi

Aparajita Sarangi
ଲୋକସଭାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ, ତାତିଲେ ଅପରାଜିତା

ଲୋକସଭାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇ NMA ଅନୁମତି ବିନା ଖନନ କାର୍ଯ୍ୟ ଚାଲିଥିବା ଅଭିଯୋଗ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।

MP Aparajita Sarangi
ଉତ୍ତର ରଖିଲେ ସାଂସଦ ଅପରାଜିତା ? ନବୀନଙ୍କୁ ଭେଟିଥିଲେ କାହିଁକି ?

ନବୀନ ଦିଲ୍ଲୀ ଯାଇ ପର୍ଲାମେଣ୍ଟରେ ପହଞ୍ଚିଥିବା ବେଳେ ମୋଦି କିମ୍ବା ଅମିତ ଶାହଙ୍କୁ ଭେଟି ନାହାନ୍ତି । ହେଲେ ବିଜେପି ନେତ୍ରୀ ତଥା ସାଂସଦ ଅପରାଜିତାଙ୍କ ସହ ତାଙ୍କର ଭେଟଘାଟ ହୋଇଛି ।

BJP MP Aparajita Sarangi
କଂଗ୍ରେସକୁ ଅପରାଜିତାଙ୍କ କଟାକ୍ଷଭରା ଟ୍ୱିଟ୍‌, ପରୋକ୍ଷରେ କହିଲେ ‘ସବ୍‌କା ଟାଇମ୍‌ ଆତା ହେ’

୫ ରାଜ୍ୟ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟକୁ ନେଇ ସାଂସଦ ଅପରାଜିତା ଷଡଙ୍ଗୀଙ୍କ କଟାକ୍ଷ ଭରା ଟ୍ୱିଟ୍‌ । ନିର୍ବାଚନର ଫଳାଫଳ ପ୍ରସଙ୍ଗକୁ ନେଇ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଏକ ଉକ୍ତିକୁ ମନେ ପକାଇ ଟ୍ୱିଟ୍ କରିଛନ୍ତି ।

Aparajita Sarangi
ପୌର ନିର୍ବାଚନ ପୂର୍ବରୁ ଅପରାଜିତାଙ୍କ ବଡ଼ ବୟାନ, କହିଲେ..

ଭୋଟ ନ ବିକିବା ପାଇଁ ସାଢ଼େ ଚାରିଶହ ବସ୍ତି ବାସିନ୍ଦାଙ୍କୁ ହାତଯୋଡି ଅନୁରୋଧ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସେ ଆହୁରି କହିଛନ୍ତି ବିଜେପି ଉପଯୁକ୍ତ କର୍ପୋରେଟର ପ୍ରାର୍ଥୀ ଦେଇଛି ।

Aparajita Sarangi
ପୁଣି ଅପରାଜିତାଙ୍କୁ ବିରୋଧ, ସାଂସଦ କହିଲେ ଏହା ବିରୋଧ ନୁହେଁ ଅଭିମାନ

ଆଜିର ଘଟଣା ବିରୋଧ ନୁହେଁ ବରଂ ଅଭିମାନ ଓ ଅଳି ବୋଲି କହିଛନ୍ତି ଭୁବନେଶ୍ୱର ସାଂସଦ । ସେ ଭୁବନେଶ୍ୱରର ସାଂସଦ, ଯେଉଁମାନେ ବିରୋଧ କରୁଛନ୍ତି ସେମାନଙ୍କ କିଛି କାରଣ ପାଇଁ ଅଭିମାନ ରହିଛି ।

Aparajita Sarangi
"ମୁଁ ସୁରକ୍ଷିତ ନୁହେଁ, ମତେ ସୁରକ୍ଷା ଦରକାର" ଏମିତି କହିଲେ ଅପରାଜିତା

"ମୁଁ ସୁରକ୍ଷିତ ନୁହେଁ, ମତେ ସୁରକ୍ଷା ଦରକାର" ଏମିତି କହିଲେ ଅପରାଜିତା। ଏହାସହ ଅଭିଯୋଗ କଲେ ଥରେ ମୋ ଅଫିସ ସିଲ୍‌ କରିଥିଲେ ଏବେ ନିଜ ଦଳର କର୍ମୀମାନଙ୍କୁ ପଠାଇ ଆକ୍ରମଣ କଲେ ।

Aparajita Sarangi
ବିଜୁ ପଟ୍ଟନାୟକ ବିମାନବନ୍ଦରରେ ୨ଟି ଏରୋ ବ୍ରିଜ୍‌ର ଉଦଘାଟନ କଲେ ସାଂସଦ ଅପରାଜିତା

୨ଟି ଏରୋ ବ୍ରିଜ୍‌ର ଉଦଘାଟନ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ୫ କୋଟି ୪୨ ଲକ୍ଷ ବ୍ୟୟରେ ନିର୍ମାଣ ହୋଇଛି ଏହି ଓଭରବ୍ରିଜ୍ ।

Aparajita Sarangi
ଅପରାଜିତାଙ୍କ ଟାର୍ଗେଟ୍‌ରେ ଦିବ୍ୟଶଙ୍କର। ସିବିଆଇ ତଦନ୍ତର ସାମ୍ନା କରନ୍ତୁ

ପୁଣି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ବିଭିନ୍ନ ଗଣମାଧ୍ୟମରେ ନିଜର ପକ୍ଷ ରଖିବା ସହ ନିଜକୁ ସ୍ୱଚ୍ଛ ବୋଲି କହୁଥିବା କ୍ୟାପ୍ଟେନ୍ ଦିବ୍ୟଶଙ୍କରଙ୍କୁ ଅପରାଜିତା ପୁଣି ଥରେ ସମାଲୋଚନା କରିଛନ୍ତି

aparajita-750x430
ମମିତା ମେହେର ହତ୍ୟା ମାମଲା: ମୁହଁ ଖୋଲିଲେ ଅପରାଜିତା, କହିଲେ ଯଦି ଭୁଲ ନାହିଁ ସରକାର ଡରୁଛନ୍ତି କାହିଁକି ?

ମମିତା ହତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ସାଂସଦ ଅପରାଜିତା ଷଢ଼ଙ୍ଗୀ । ମମିତା ହତ୍ୟାକାଣ୍ଡ ନେଇ ମୁଖ୍ୟମନ୍ତ୍ରୀ ନିରବ କାହିଁକି ବୋଲି ସେ ପ୍ରଶ୍ନ କଲେ । ମୁଖ୍ୟମନ୍ତ୍ରୀ ଘରୁ ପଦାକୁ ବାହାରନ୍ତୁ, ସିବିଆଇ ତଦନ୍ତ ନେଇ ଘୋଷଣା କରନ୍ତୁ ବୋଲି ଦାବି କରିଛନ୍ତି ଅପରାଜିତା ।

Aparajita Sarangi
ଜ୍ୟୋତିପ୍ରକାଶଙ୍କ ପରିବାରକୁ ଭେଟିଲେ ଅପରାଜିତା ଷଡ଼ଙ୍ଗୀ : ମୃତକଙ୍କ ସାନ ଭାଇର ପାଠପଢ଼ା ଦାୟିତ୍ୱ ନେବାକୁ ପ୍ରତିଶ୍ରୁତି

୧୩ଟି ପ୍ରାକୃତିକ ନାଳର ଯେଉଁ ବ୍ୟବସ୍ଥା ହେବା କଥା, ତାହା କାହିଁକି ହୋଇନାହିଁ ? ୨୦୧୯ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥା ପାଇଁ ଘୋଷଣା କରିଥିବା ହଜାରେ କୋଟି ଟଙ୍କା କୁଆଡ଼େ ଗଲା ? ଆଗାମୀ ଦିନରେ ଡ୍ରେନେଜ ବ୍ୟବସ୍ଥାରେ ପୂର୍ଣ୍ଣାଙ୍ଗ ଯୋଜନା ଦରକାର ।

Aparajita
ବସ୍ତିରେ ବୁଲିଲେ, ଘରେ କେମିତି ପାଣି ପଶିଛି ଦେଖିଲେ....ରାଜ୍ୟ ସରକାରଙ୍କୁ ପ୍ରଶ୍ନ ଉପରେ ପ୍ରଶ୍ନ କଲେ ଅପରାଜିତା

ଲଗାଣ ବର୍ଷାରେ ଭୁବନେଶ୍ୱର ଜଳବନ୍ଦୀ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷ଼ଡଙ୍ଗୀ । ୨୧ ବର୍ଷର ଶାସନ ପରେ ରାଜଧାନୀର ସମସ୍ୟା ସମାଧାନ ହେଉନି। ଏନେଇ କଂପ୍ରେହେନସିଭ୍ ମାଷ୍ଟର ପ୍ଲାନ ପାଇଁ ସଂସଦୀୟ ଷ୍ଟାଣ୍ଡିଂ କମିଟି କହିଥିଲା। ଏମିତିକି ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଗତବର୍ଷ ଅପରାଜିତା ଚିଠି କରିଥିବା କହିଛନ୍ତି ।

water Logging in bhubaneswar
୬୩ ବର୍ଷ ତଳର ପୁରୁଣା ରେକର୍ଡ ଭାଙ୍ଗିପାରେ ଭୁବନେଶ୍ୱର

ଭୁବନେଶ୍ୱର ଓ କଟକ ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ସହ ଟ୍ୱିନ ସିଟିରେ ଘଣ୍ଟାକୁ ୩ରୁ ୫ ସେମି ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରିଥଲା ପାଣିପାଗ ବିଭାଗ। ଏହାଦ୍ୱାରା ରାସ୍ତାରେ ପାଣି ଜମିବା, ଟ୍ରାଫିକ ଜାମ୍ ସହ ଦୃଶ୍ୟମାନ ସ୍ଥିତି କମିପାରେ ବୋଲି ସୂଚନା ଦିଆଯାଇଥିଲା। ରାତି ୧୦ଟା ପର୍ଯ୍ୟନ୍ତ ସତର୍କ ରହିବା ସହ ଯଥା ସମ୍ଭବ ଘରୁ ନ ବାହାରିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଥିଲା। 

birdodhi
ଅପରାଜିତା, କଂଗ୍ରେସ ଓ ବାମ ଦଳ ନେତାଙ୍କ ବିରୋଧରେ ଥାନାରେ ମାମଲା ପରେ ତେଜିଲା ରାଜନୀତି

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସମେତ ବିଜେପି ଭୁବନେଶ୍ୱର ଜିଲ୍ଲା ସଭାପତିଙ୍କ ନାଁରେ ମାମଲା ହୋଇଛି। କେବଳ ବିଜେପି ନୁହେଁ, କୋଭିଡ ପରିଚାଳନାରେ ସରକାରଙ୍କ ବିଫଳତାକୁ ପ୍ରସଙ୍ଗ କରି ରାସ୍ତାକୁ ଓହ୍ଲାଇଥିବା କଂଗ୍ରେସ ସମେତ ବାମ ଦଳର ନେତାଙ୍କ ବିରୋଧରେ ବି ମାମଲା ରୁଜୁ ହୋଇଛି। ଯାହାକୁ ନେଇ ତେଜିଛି ରାଜନୀତି। ବିଜେଡିର ମନ୍ତ୍ରୀ ଓ ବିଧାୟକ ମଧ୍ୟ କୋଭିଡ ଗାଇନ ଲାଇନ ଭାଙ୍ଗିଥିଲେ ବି ସେମାନଙ୍କ ନାଁରେ କାହିଁକି ମାମଲା […]

Khola Katha Ep 607 | 25 July 2019 | Exclusive Interview With Aparajita Sarangi - BJP MP, Bhubaneswar
Khola Katha Ep 607 | 25 July 2019 | Exclusive Interview With Aparajita Sarangi - BJP MP, Bhubaneswar

A unique chat show that probes our celebrities to face the facts and rumors about themselves and bring forth the truth for the audience. This show aims

Khola Katha Ep 624 | 21 Nov 2019 | ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହ ଖୋଲା କଥା
Khola Katha Ep 624 | 21 Nov 2019 | ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହ ଖୋଲା କଥା

A unique chat show that probes our celebrities to face the facts and rumors about themselves and bring forth the truth for the audience. This show aims

Khola Katha Ep 657 | 9th July 2020 | Khola Katha With Aparajita Sarangi - BJP MP, Bhubaneswar
Khola Katha Ep 657 | 9th July 2020 | Khola Katha With Aparajita Sarangi - BJP MP, Bhubaneswar

A unique chat show that probes our celebrities to face the facts and rumors about themselves and bring forth the truth for the audience. This show aims

Aparajita Sarangi
SDG ରିପୋର୍ଟ ଖୋଲିଲା ସରକାରଙ୍କ ପୋଲ, ୧୬ରୁ ଖସି ୨୧ରେ ପହଞ୍ଚିଲା ଓଡ଼ିଶା

ଭୁବନେଶ୍ୱର: ଏସଡିଜି ରିପୋର୍ଟକୁ ନେଇ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଢ଼ଙ୍ଗୀ । କହିଲେ ଓଡ଼ିଶାର ସ୍ଥିତି ଭଲ ନାହିଁ, ସରକାର ଏଥିପ୍ରତି ଗୁରୁତ୍ୱ ଦେବା ଉଚିତ୍ । ଏସଡିଜି ରିପୋର୍ଟ ଖୋଲିଦେଲା ସରକାରଙ୍କ ପୋଲ ।…