• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Archana Nag

Archana Nag
ଇଡି ପରେ ଏବେ ଏସ୍‌ଆଇଟି; ଖୋଲିବ କି ଅର୍ଚ୍ଚନା ସହ ପାୱାର କରିଡର୍ ଲିଙ୍କର ମହାଗୁମର ? 

ବ୍ଲାକମେଲିଂରୁ ବ୍ଲାକମନି ଅର୍ଜନର ମୂଳ କାଢ଼ିବାକୁ ଝାଳ ବୁହାଉଥିବା ଇଡ଼ି ଅଧିକାରୀ ହାତେଇବାରେ ଲାଗିଛନ୍ତି ଅର୍ଚ୍ଚନା ନାଗର ଧନ ଅର୍ଜନର କଳାଚିଠା ।

Archana Nag
ଟେର୍‌ ପାଉନଥିଲା ପୋଲିସ, ରେଡ୍‌ର ଦିନକ ପରେ ଖଗେଶ୍ୱରକୁ ଧରିଲା ED

ଗିରଫ ପରେ ଖଗେଶ୍ୱରଙ୍କୁ ରିମାଣ୍ଡରେ ଆଣିବ ଇଡି । କାଲି ଖଗେଶ୍ୱରଙ୍କ ଘର ଓ ସୋ ରୁମ୍‌ରେ ଚଢ଼ାଉ କରିଥିଲା ଇଡି ।

Archana Nag
ଅର୍ଚ୍ଚନାଙ୍କ ଘରେ ପଶିଲା ED, ମିଳିଲା ବଡ଼ ବଡ଼ିଆଙ୍କ ଲିଙ୍କ୍‌ ! ସମସ୍ତେ ସ୍କାନରରେ...

ବହୁଚର୍ଚ୍ଚିତ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ୍‌ଙ୍କ ଆର୍ଥିକ ସାମ୍ରାଜ୍ୟରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ହନିଟ୍ରାପ୍ ଓ ବ୍ଲାକ୍‌ମେଲିଂ କରି କାହାଠୁ କେଉଁ ଉପାୟରେ ବହୁ କୋଟିର ଧନସଂପତ୍ତି ହାସଲ କରିଥିଲେ ନାଗ-ଚାନ୍ଦ ଦମ୍ପତ୍ତି ? ତାର ଖୋଳତାଡ଼ ଆରମ୍ଭ କରିଛି ଇଡି । ଅର୍ଚ୍ଚନାଙ୍କ ବାପ ଘରଠୁ ଶାଶୁଘର, କଳାହାଣ୍ଡିରୁ କ୍ୟାପିଟାଲ୍ ଯାଏଁ ଏକକାଳୀନ ଇଡି ଛାପା ମାରିଛି

Archana Nag
ଅର୍ଚ୍ଚନାଙ୍କ ଘରେ ପଶିଲା ED, ମିଳିଲା ବଡ଼ ବଡ଼ିଆଙ୍କ ଲିଙ୍କ୍‌ ! ସମସ୍ତେ ସ୍କାନରରେ...

ବହୁ ବଡ଼ ବଡ଼ିଆଙ୍କ ସଂପୃକ୍ତିର ସୁରାଗ୍ ମିଳିଥିବାରୁ ଇଡି ସମସ୍ତଙ୍କୁ ସ୍କାନରରେ ରଖିଛି ।

ED Conducts Raid At Lady Blackmailer Archana Nag's House
ଲେଡି ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ଘରେ ED ରେଡ୍‌

ହନିଟ୍ରାପ୍ କ୍ୱିନ୍‌ ତଥା ଲେଡି ବ୍ଲାକ୍‌ ମେଲର୍‌ ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) ଟିମ୍‌ ଚଢ଼ଉ କରିଛି। ଅର୍ଚ୍ଚନାଙ୍କ ବିଜନେସ୍ ପାର୍ଟନର ଖଗେଶ୍ୱରଙ୍କ ବାଲିପାଟଣା ଘରେ ମଧ୍ୟ ଚଢ଼ାଉ ହୋଇଛି।

Dharmendra Pradhan
ନାଗଫାଶ ପ୍ରସଙ୍ଗ: ଧର୍ମେନ୍ଦ୍ରଙ୍କ ଇଶାରା ପରେ ହଇଚଇ, ବଢ଼ିଲା ବିଜେଡି ନେତା-ମନ୍ତ୍ରୀଙ୍କ ହାର୍ଟବିଟ୍

ଅର୍ଚ୍ଚନା ମାମଲାରେ କେନ୍ଦ୍ରୀୟ ଏଜେନ୍ସି ତଦନ୍ତ ନେଇ କାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇଶାରା ଆଉ ଆଜି ଇଡିରେ ମାମଲା ଘଟଣାକୁ ନେଇ ବଢିଛି ବଡବଡିଆଙ୍କ ହାର୍ଟବିଟ୍ । ED କେଉଁ ଦିଗରେ ତଦନ୍ତ କରିବ, ରାଡାର୍‌ରେ କେଉଁମାନେ ରହିଛନ୍ତି ? ତାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍ ଧରିଛି । ଇଡି ତଦନ୍ତ ଦ୍ୱାରା ଶାସକ ଦଳ ନେତାଙ୍କ ମୁଖା ଖୋଲିବ ବୋଲି ବିଜେପି କହିଥିବା ବେଳେ କଂଗ୍ରେସ କହିଛି ସତ୍ୟାସତ୍ୟ ପଦାକୁ ଆସିବା ଦରକାର । ଜବାବରେ ବିଜେଡି କହିଛି, ନିର୍ବାଚନ ସମୟରେ ଏଭଳି ଧମକ ନଦେଇ, ତଦନ୍ତ କରନ୍ତୁ

Dharmendra Pradhan
ନାଗଫାଶ ପ୍ରସଙ୍ଗ: ଧର୍ମେନ୍ଦ୍ରଙ୍କ ଇଶାରା ପରେ ହଇଚଇ, ବଢ଼ିଲା ବିଜେଡି ନେତା-ମନ୍ତ୍ରୀଙ୍କ ହାର୍ଟବିଟ୍

ବିଜେପି କହିଲା ଖୋଲିବ ଶାସକ ଦଳର ମୁଖା । ସତ୍ୟାସତ୍ୟ ପଦାକୁ ଆସିବା ଦରକାର କହିଲା କଂଗ୍ରେସ ।

Archana Nag
ଅର୍ଚ୍ଚନା ନାଗ କଳା ସାମ୍ରାଜ୍ୟର ପେଡ଼ି ଖୋଲିବ ଇଡି, ଧରାପଡ଼ିବ କିଏ ଦେଇଥିଲା କେତେ ଟଙ୍କା ?

ଅଭିଯୁକ୍ତଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟର ଖୋଳତାଡ଼ ବି କରାଯାଉଛି । ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ଇଡି ।

Archana Nag
ଏତେ ନେତାମନ୍ତ୍ରୀ ଚିହ୍ନା କାହାକୁ ଗୋଟେ ଫୋନ୍‌ କର, ଆମେ ବାହାରକୁ ବାହାରିବା

ଜଗୁ ଆମ ଘରକୁ ଏତେ ନେତା-ମନ୍ତ୍ରୀ ଆସୁଥିଲେ। ରାତିରେ ଡିନର କରୁଥିଲେ, କୋଉ ନେତା-ମନ୍ତ୍ରୀଙ୍କୁ ଫୋନ୍‌ ଟିକିଏ ଲଗାଉନ। ଆମକୁ ଏ ଜେଲରୁ ବାହାର କରିବେ...ଜଗବନ୍ଧୁ କହିଲେ, ବିରୋଧୀ ମାତିଛନ୍ତି...ଏବେ ବେଲ୍‌ ମିଳିବନି

cartoon poster depicts archana nag case
ଅର୍ଚ୍ଚନା ନାଗ କେଳେଙ୍କାରୀ ନେଇ କାର୍ଟୁନ ପୋଷ୍ଟର

ଅର୍ଚ୍ଚନା ନାଗ କେଳେଙ୍କାରୀ ମାମଲାରେ ଶାସକ ଦଳର ମାଳ ମାଳ ମନ୍ତ୍ରୀ, ବିଧାୟକ, ନେତା ସାମିଲ ଅଛନ୍ତି ବୋଲି ଏକ କାର୍ଟୁନ ପୋଷ୍ଟରରେ ଦର୍ଶାଯାଇଛି ।

Archana Nag
ଅର୍ଚ୍ଚନା ମାମଲାରେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କଲା କଂଗ୍ରେସ

ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଗିରଫ ଘଟଣା । ବିଜେଡି ସରକାରକୁ ଟାର୍ଗେଟ କଲେ ପିସିସି ସଭାପତି ।

Archana Case In ED
ଅର୍ଚ୍ଚନା ମାମଲାରେ ଇଡି ଆରମ୍ଭ କରିବ କି ତଦନ୍ତ ? ୨ଟି ଯାକ FIR ନେଇ କରୁଛି ତର୍ଜମା...

ଇଡିକୁ ଏଫ୍‌ଆଇଆର କପି ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନେଇ ବାଟ ଫିଟିଛି ।

Archana Nag
ସମୟ ଆସିଲେ ସବୁ କହିବି: ଅର୍ଚ୍ଚନା

ଏଥର ଆଉ ଭିଡିଓ କନ୍‌ଫରେନ୍ସ ନୁହେଁ ବରଂ ଅର୍ଚ୍ଚନାକୁ ସିଧାସଳଖ ସମସ୍ତଙ୍କ ସାମ୍ନାରେ କୋର୍ଟରେ ହାଜର କରାଇଛି ପୋଲିସ୍ ।

Archana Nag
ଅର୍ଚ୍ଚନା ପାଇଁ କଚେରୀ ଜାମ୍‌

ଅର୍ଚ୍ଚନାକୁ ନେଇ ଜାମ୍‌ ହେଲା କୋର୍ଟ ରାସ୍ତା...ମିଡିଆ ଉପରେ ବର୍ଷିଲା..କହିଲା, ମୋ ନାଁରେ ମିଛ ଖବର ପ୍ରସାରଣ କରୁଛି ଗଣମାଧ୍ୟମ

BJP
ଅର୍ଚ୍ଚନା ନାଗ-ଧର୍ମେନ୍ଦ୍ର ସାହୁ ମାମଲାରେ ବିଜେପିର କଡ଼ା ଆଭିମୁଖ୍ୟ, ୫୮ ସବ୍‌ଡିଭିଜନ୍‌ରେ ହେବ ଆନ୍ଦୋଳନ

ତଦନ୍ତ ପ୍ରକ୍ରିୟାକୁ ନେଇ ପୋଲିସ ଉପରକୁ ପ୍ରଶ୍ନ ଉଠାଇଲା ବିଜେପି । ବ୍ୟାପକ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ବିଜେପି  ।

Archan Nag
କୋର୍ଟରେ ହାଜର ପରେ ଏମିତି ପ୍ରତିକ୍ରିୟା ରଖିଲେ ଅର୍ଚ୍ଚନା

ଆଉ କିଛି ଅଧିକ କହିବା ପୂର୍ବରୁ ପୋଲିସ ତାଙ୍କୁ ନେଇଗଲା ।

Archana Nag
ଏତେ ସବୁ ସମ୍ପତ୍ତି କେମିତି କଲେ ଅର୍ଚ୍ଚନା ନାଗ ଓ ସ୍ୱାମୀ ଜଗବନ୍ଧୁ ଚାନ୍ଦ?

ହନିଟ୍ରାପ କୁଇନ ଅର୍ଚ୍ଚନା ନାଗ ଓ ତାଙ୍କ ସ୍ୱାମୀ ଜଗବନ୍ଧୁର ଅର୍ଥକାରବାର ତଦନ୍ତ କରିପାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ED) । ଏନେଇ ଇଡି ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି । କେଉଁଠୁ ଏହି ଦଂପତିଙ୍କ ପାଖକୁ ଆସିଛି ଟଙ୍କା ତାହାର ତଦନ୍ତ ହେବ । ଏଥିପାଇଁ ଇଡି ପକ୍ଷରୁ ଉଚ୍ଚ ଅଧିକାରୀ ସ୍ତରରେ ଆଲୋଚନା ହୋଇସାରିଛି ।

Archana Nag
ହନିଟ୍ରାପ୍‌ ଦମ୍ପତିଙ୍କ ଆକାଉଣ୍ଟକୁ ଖୋଳତାଡ଼ କରିବ ED

ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆକାଉଣ୍ଟକୁ ନେତା, ମନ୍ତ୍ରୀ ଏବଂ ବଡବଡିଆଙ୍କଠାରୁ ଆସିଛି କି ଟଙ୍କା ? ତେଣୁ କିଏ କାହିଁକି ଟଙ୍କା ଦେଇଛି, ସେନେଇ ତଦନ୍ତ କରିପାରେ ଇଡି । 

Archana Nag - Jagabandhu Chand
ଜେଲ୍‌ରେ ପ୍ରାୟ ୨୦ ମିନିଟ୍‌ କଥା ହେଲେ ନଗ୍‌-ଚାନ୍ଦ ଦମ୍ପତି

ଅର୍ଚ୍ଚନା ନାଗଫାଶ ପ୍ରସଙ୍ଗରେ ବିଜେପିର ରଣ ହୁଙ୍କାର ।

Archana Nag - Jagabandhu Chand
ଜେଲ୍‌ରେ କ’ଣ ଥିଲା ଅର୍ଚ୍ଚନା-ଜଗବନ୍ଧୁର କଥାବାର୍ତ୍ତା ? ଜାଣନ୍ତୁ...

୪୮ ଘଣ୍ଟାରେ କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ ଚେତାବନୀ । ଝାରପଡ଼ା ଜେଲ୍‌ରେ ନାଗ ଦମ୍ପତ୍ତିଙ୍କ ୨୦ ମିନିଟିଆ ଦେଖାସାକ୍ଷାତ ।

Archana Nag, Jagabandhu Chand
ଜେଲ୍‌ରେ ଜଗବନ୍ଧୁକୁ ଦେଖି କାନ୍ଦି ପକାଇଲେ ଅର୍ଚ୍ଚନା, କହିଲେ..

ହାଇପ୍ରୋଫାଇଲ୍ ସେକ୍ସ ସ୍କାଣ୍ଡାଲର ଏହି ଚର୍ଚ୍ଚିତ ଦମ୍ପତି ଆଜି ଜେଲ ପରିସରରେ ଥିବା କାର୍ଯ୍ୟାଳୟରେ କଥା ହୋଇଛନ୍ତି ।

Archana Nag
ଅର୍ଚ୍ଚନା ନାଗଫାଶକୁ ନେଇ ତେଜିଲା ରାଜନୀତି; ସିପି ଅଫିସ୍ ଆଗରେ ବିଜେପିର ଅହୋରାତ୍ର ଧାରଣା

ଅର୍ଚ୍ଚନା ନାଗଫାଶକୁ ନେଇ ତମ୍ବିତୋଫାନ ଯେତିକି, ତାକୁ ନେଇ ରାଜ୍ୟ ରାଜନୀତି ବି ସେତିକି ସରଗରମ । ମନ୍ତ୍ରୀ ଓ ବିଧାୟକଙ୍କ ବ୍ୟଭିଚାରକୁ ଘଣ୍ଟ ଘୋଡ଼ାଇବା ଅଭିଯୋଗରେ ଆଜି ପୋଲିସ କମିଶନର ଅଫିସ୍ ଆଗରେ ଗର୍ଜିଛି ବିଜେପି । ଦଳ ଦେଇଛି ୨୪ ଘଂଟିଆ ଅହୋରାତ୍ର ଧାରଣା । ସେପଟେ ବର୍ତ୍ତମାନ ଝାରପଡ଼ା ଜେଲ୍‌ରେ ଅଛନ୍ତି ନାଗ ଦଂପତ୍ତି

Archana Nag
ଅର୍ଚ୍ଚନା ନାଗଫାଶକୁ ନେଇ ତେଜିଲା ରାଜନୀତି; ସିପି ଅଫିସ୍ ଆଗରେ ବିଜେପିର ଅହୋରାତ୍ର ଧାରଣା

ଅର୍ଚ୍ଚନା ହନିଟ୍ରାପରେ ନେତାଙ୍କ ସଂପୃକ୍ତି ନେଇ ତେଜିଲା ରାଜନୀତି । ପୋଲିସ କମିଶନରଙ୍କ ଅଫିସ ସାମ୍ନାରେ ବିଜେପିର ହଲ୍ଲାବୋଲ ।

Archana Nag
ଏବେ ଜେଲ୍‌ରେ ନାଗ-ଚାନ୍ଦ ଦମ୍ପତି, ୱାର୍ଡରଙ୍କ ଉପସ୍ଥିତିରେ ହେବ ଭେଟାଭେଟି

ମହିଳା ୱାର୍ଡର ଏବଂ ପୁରୁଷ ୱାର୍ଡରଙ୍କ ଉପସ୍ଥିତିରେ ଅର୍ଚ୍ଚନା ଏବଂ ଜଗବନ୍ଧୁ ଦେଖା କରିପାରିବେ ବୋଲି ସୂଚନା ମିଳିଛି ।