ଆଜି ଅରିନ୍ଦମଙ୍କ ଅବର୍ତ୍ତମାନରେ ତାଙ୍କୁ ଝୁରୁଛନ୍ତି ସମସ୍ତେ । ଅରିନ୍ଦମ ଚାଲିଯିବାର ୩ ବର୍ଷ ବିତିଛି ସତ, ହେଲେ ଏବେ ବି ତାଙ୍କ ସ୍ମୃତି ସମସ୍ତଙ୍କ ମନରେ ସତେଜ ।
ସାହସୀ ସାମ୍ବାଦିକ ଅରିନ୍ଦମଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ଜନ୍ମମାଟିରେ ଅରିନ୍ଦମଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି। କେନ୍ଦୁଝର ରାଇକଳାରେ ଅରିନ୍ଦମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ।