• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Arindam Roy

BJP\'s Arindam Roy Reveals Many Facts About BJD | Khola Katha | OTV
BJP\'s Arindam Roy Reveals Many Facts About BJD | Khola Katha | OTV

OdishaTV is Odisha\'s no 1 News Channel. OTV being the first private satellite TV channel in Odisha carries the onus of charting a course that behoves

Ollywood Star
ସିନେଷ୍ଟାର ଶୂନ୍ୟ ହୋଇଯିବ କି ବିଜେଡି ? ଚାରି ଦିନରେ ଦଳ ଛାଡ଼ିଲେଣି ୪ ଅଭିନେତା

ବିଜେଡିରୁ ଖାଲି ହୋଇଯିବେ କି କ୍ରାଉଡପୁଲର ? ଗତ ୪ ଦିନରେ ଶଙ୍ଖ ଦଳଠୁ ସଂପର୍କ ଛିନ୍ନ କଲେଣି ଚାରି ଚାରି ଜଣ ଓଲିଉଡ ଷ୍ଟାର। ଅରିନ୍ଦମ ଓ ସିଦ୍ଧାନ୍ତଙ୍କ ପରେ ଆଜି ବିଜେଡିକୁ ଅଲବିଦା କହିଛନ୍ତି ଅନୁଭବ ଓ ଆକାଶ।

Cuttack BJD
କଟକରେ କାନି ଖାଉଛି ବିଜେଡି ଗୁଡ଼ି, ଶଙ୍ଖ ଶିବିର ଛାଡ଼ୁଛନ୍ତି ଜଣକ ପରେ ଜଣେ କଟକିଆ ନେତା

କଟକରେ କାନି ଖାଉଛି ବିଜେଡି ଗୁଡି। ପୁରୁଖା ଓ ଦକ୍ଷ ନେତା ଦଳ ଛାଡୁଛନ୍ତି। ଖୋଜା ଚାଲିଛି ମଙ୍ଗୁଆଳ। ଗତକାଲି ସାଂସଦ ଭର୍ତ୍ତୃହରି ମହତାବଙ୍କ ଇସ୍ତଫା ପରେ କଟକ ରାଜନୀତି ବେଶ ସରଗରମ।

Actor Arindam Roy
ପଦ୍ମ ଶିବିରରେ ଅରିନ୍ଦମ...କିଛି ସମୟ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା

ବିଜେଡ଼ି ଛାଡ଼ି ବିଜେପିରେ ମିଶିଲେ ଅଭିନେତା ଅରିନ୍ଦମ ରାୟ । ଭୁବନେଶ୍ୱର ବିଜେପି ମୁଖ୍ୟାଳୟରେ ପହଞ୍ଚି ବିଜେପିରେ ମିଶିଛନ୍ତି ଅରିନ୍ଦମ ରାୟ ।

Arindam Roy quits BJD
BJDକୁ ଅରିନ୍ଦମଙ୍କ ବାଏ ବାଏ...କହିଲେ ‘ମୋ କାମକୁ ଦଳରେ ମିଳୁନି ମର୍ଯ୍ୟାଦା’...

ବିଜେଡିରୁ ଇସ୍ତଫା ଦେଲେ ଅଭିନେତା ଅରିନ୍ଦମ ରାୟ । ସାଧାରଣ ସଂପାଦକ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । 

Arindam Roy
ବିଜେପି ଆଡ଼କୁ ଢଳୁଛନ୍ତି କି ଅରିନ୍ଦମ ? ଫଟୋ ଭାଇରାଲ ପରେ ଚର୍ଚ୍ଚା ଜୋର୍‌..

ପୁଣି ଥରେ ଚର୍ଚ୍ଚାରେ ବିଜେଡି ନେତା ଅରିନ୍ଦମ ରାୟ। କଟକ ବିଜେପି ଜିଲ୍ଲା ସଭାପତି ପ୍ରକାଶ ବେହେରାଙ୍କ ସହ ତାଙ୍କର ଏକ ଫଟୋ ସୋସିଆଲ ମିଡ଼ିଆରେ ଭାଇରଲ ହେଉଛି।

Ollywood
ଆସିଲେନି ମନୋଜ ମିଶ୍ର, ଝୁଲି ରହିଲା ବିବାଦ

ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ।

Ollywood
ବୈଠକକୁ ଆସିଲେନି ମନୋଜ; ନିରାଶ ହେଲା OFDC

ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ। ତେଣୁ ସମାଧାନ ପ୍ରକ୍ରିୟାର ବଲ୍ ଏବେ ମନୋଜଙ୍କ କୋର୍ଟରେ ବୋଲି କହି ହାତ ଟେକି ଦେଇଛନ୍ତି OFDC ଅଧ୍ୟକ୍ଷ।

Manoj Mishra
'ମାଇଣ୍ଡ ଗେମ୍‌କୁ ସାରା ଓଡ଼ିଶାରେ ରିଲିଜ୍ କରାନ୍ତୁ, ତା’ପରେ ଆମେ ବସି ସମାଧାନ କରିବା': ମନୋଜ ମିଶ୍ର

ଟୁଟୁ ନାୟକ ଏକା ନୁହନ୍ତି, ସଂଘର ସହମତିରେ ମନୋଜ ମିଶ୍ରଙ୍କୁ ବ୍ୟାନ କରାଯାଇଛି। ବର୍ତ୍ତମାନ ସମୟରେ ମନୋଜ ମିଶ୍ରଙ୍କ ବ୍ୟାନ ଉଠିବ ନାହିଁ ବୋଲି କହିଛନ୍ତି ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି।

Ollywood Controversy
ତୁଟିବ କି ଓଲିଉଡ୍ କଳି ? ସମାଧାନ ପାଇଁ ଆଗକୁ ଆସିଲେ ଅରିନ୍ଦମ୍

ଅଭିନେତା ମନୋଜ ମିଶ୍ରଙ୍କୁ ଓଲିଉଡ୍ ଷ୍ଟାର ଅରିନ୍ଦମ୍ ରାୟଙ୍କ ଏ ଯୋଡ଼ହସ୍ତ ନିବେଦନ ପରେ ଓଡ଼ିଆ ସିନେ ଇଣ୍ଡଷ୍ଟ୍ରି ବିବାଦରେ ପଡ଼ିବ କି ଯବନିକା ?

Ollywood Controversy
ଓଲିଉଡ୍‌ କଳି ସମାଧାନ ପାଇଁ ଆଗକୁ ଆସିଲେ ଅରିନ୍ଦମ୍, ଘର କଳି ଘରେ ତୁଟାଇବାକୁ ମନୋଜଙ୍କୁ ନିବେଦନ

ଅଭିନେତା ମନୋଜ ମିଶ୍ରଙ୍କୁ ଓଲିଉଡ୍ ଷ୍ଟାର ଅରିନ୍ଦମ୍ ରାୟଙ୍କ ଏ ଯୋଡ଼ହସ୍ତ ନିବେଦନ ପରେ ଓଡ଼ିଆ ସିନେ ଇଣ୍ଡଷ୍ଟ୍ରି ବିବାଦରେ ପଡ଼ିବ କି ଯବନିକା ? କାଳାକାର ପରିବାର ଭିତରେ ତୁଟିବ କି କଳି?