ଦିନିକିଆରେ ସ୍ୱଳ୍ପ ଅଭିଜ୍ଞତା ସତ୍ତ୍ୱେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଟିମ୍ରେ ସ୍ଥାନ ପାଇଛନ୍ତି ବାମହାତି ପେସର୍ ଅର୍ଶଦୀପ ସିଂହ ।ଏହି ବଡ଼ ସୁଯୋଗ ଜରିଆରେ ସେ ଟି-୨୦ ଭଳି ଦିନିକିଆ ଫର୍ମାଟ୍ରେ ବି ନିଜକୁ ସ୍ଥାପିତ କରିପାରିବେ ।
ବିଜୟର ଆଶା ରଖିଥିଲା ମୁମ୍ବାଇ ହେଲେ, ଯାହାକୁ ଧୂଳିସାତ୍ କରିଦେଇଥିଲେ ଅର୍ଶଦୀପ।
ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ମଧ୍ୟ ଶେଷ ଓଭରରେ ଯୁବ ବୋଲର ଅର୍ଶଦୀପ ସିଂ ବୋଲିଂ କରିଥିଲେ। ତାଙ୍କ ଉପରେ ୭ ରନ୍ ବଞ୍ଚାଇ ରଖିବାର ଦାୟିତ୍ୱ ଥିଲା।