ଡ୍ରାମା କରୁଥିଲେ ଅରୁଣ ବୋଥ୍ରା ! ପୂର୍ବ ତଦନ୍ତ ଉପରେ ଉଠିଲାଣି ପ୍ରଶ୍ନ । ବଡ଼ ବଡ଼ିଆଙ୍କୁ ଦେଉଥିଲେ କି ସୁରକ୍ଷା ? ବୋଥ୍ରାଙ୍କୁ କାଠଗଡ଼ାକୁ ଟାଣିଲା ଜୟନାରାୟରଙ୍କ ମନ୍ତବ୍ୟ ।
ବୋଥ୍ରାଙ୍କୁ କାଠଗଡ଼ାକୁ ଟାଣିଲା ଜୟନାରାୟରଙ୍କ ମନ୍ତବ୍ୟ । ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ଘଟଣାରେ ଅରୁଣ ବୋଥ୍ରା ଡ୍ରାମା କରିଥିଲେ ।
ପୂର୍ବତନ କ୍ରାଇମବ୍ରାଞ୍ଚ ଆଇଜି ତଥା IPS ଅରୁଣ ବୋଥ୍ରାଙ୍କ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ଚର୍ଚ୍ଚା। ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତିଙ୍କୁ କ୍ଲିନ୍ ଚିଟ୍ ମିଳିବା ପରେ ଅରୁଣ X ରେ ଏକ ପୋଷ୍ଟ କରିଛନ୍ତି।
ଜାତୀୟ ଗଣମାଧ୍ୟମର ଖବରକୁ ରିପୋଷ୍ଟ କରି ବୋଥ୍ରା ଲେଖିଛନ୍ତି, ଚାରି ବର୍ଷ ପୂର୍ବେ, ମୁମ୍ବାଇ ପୋଲିସକୁ ଅନେକ ଟିଭି ଆଙ୍କର ଓ ଅଗଣିତ ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ଭିତ୍ତିହୀନ ଅଭିଯୋଗ ସହ ନିନ୍ଦିତ କରାଯାଇଥିଲା। ହେଲେ ଏବେ, ଏହା ସ୍ପଷ୍ଟ ଯେ ପୋଲିସ୍ ବୃତ୍ତିଗତ ଭାବେ ନିଜର ତଦନ୍ତ କରିଥିଲା । ଅପରାଧ ତଦନ୍ତ ବିଷୟରେ କୌଣସି ଧାରଣା ନଥିବା ଲୋକମାନେ ମିଛ ଏବଂ ଅପବାଦପୂର୍ଣ୍ଣ ମନ୍ତବ୍ୟ ଦେଇ ପ୍ରଚାର ସୃଷ୍ଟି କରିପାରିବେ ।
୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି ।
୧୯୯୬ ବ୍ୟାଚ୍ର ଆଇପିଏସ ଅରୁଣ ବୋଥ୍ରା କଟକ କ୍ରାଇମବ୍ରାଞ୍ଚର ମୁଖ୍ୟ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରୁଣ ବୋଥ୍ରା ।
ମହାଯୁଦ୍ଧକୁ ନେଇ ରିପୋର୍ଟିଂ କରୁଥିଲେ ମହିଳା ସାମ୍ବାଦିକ। ଭିଡ଼ିଓରେ ଉପସ୍ଥାପନା ଶୈଳୀ ଦେଖି ଫିଦା ହୋଇଗଲେ IPS ଅରୁଣ ବୋଥ୍ରା। ଟ୍ୱିଟ୍ର ପେଜ୍ରେ ସେୟାର କଲେ ଭିଡ଼ିଓ। କହିଲେ, ଅନେକ ବର୍ଷ ହେଲା ଟିଭି ଦେଖିବା ଛାଡି ଦେଇଥିଲି..ପୁଣି ଥରେ ଏଇ ଭିଡ଼ିଓ ପାଇଁ ଟିଭି ଦେଖିବା ଆରମ୍ଭ କରିବି..ଆପଣ ବି ଦେଖିନିଅନ୍ତୁ ଏହି ଭିଡ଼ିଓ