ଗତକାଲି କେଜ୍ରିୱାଲଙ୍କୁ ଜାମିନ ମଞ୍ଜୁର କରିଥିଲେ ଦିଲ୍ଲୀ କୋର୍ଟ। ଦିଲ୍ଲୀ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚାଲେଂଜ କରିଥିଲା ଇଡି।
ଜାମିନ ବିରୋଧରେ ଇଡି ଜୋରଦାର ଯୁକ୍ତି ଉପସ୍ଥାପନ କରିଥିଲା। ଜାମିନ ନିର୍ଦ୍ଦେଶ ଉପରେ ୪୮ ଘଣ୍ଟାର ରୋକ ଲଗାଇବାକୁ ମଧ୍ୟ ତଦନ୍ତକାରୀ ସଂସ୍ଥା କହିଥିଲା।
ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ଅନ୍ତରୀଣ ଜାମିନ ୭ ଦିନ ବୃଦ୍ଧି କରିବାକୁ କେଜ୍ରିୱାଲ କରିଥିବା ଆବେଦନ ଉପରେ ଶୁଣାଣି କରିବେନି କୋର୍ଟ ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ PS ଗିରଫ । PS ବୈଭବ କୁମାରଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ । ସାଂସଦ ସ୍ୱାତୀ ମାଲିୱାଲଙ୍କୁ ଦୁର୍ବ୍ୟବହାର ମାମଲାରେ ଗିରଫ ହୋଇଛନ୍ତି ।
ଗତକାଲି ଦିଲ୍ଲୀ AIIMS ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଇଛନ୍ତି ସ୍ବାତୀ । ସ୍ୱାତୀ ମାଲିୱାଲ ନିଜ ସହ ଘଟିଥିବା ଘଟଣାର ପ୍ରଥମ ପ୍ରତିକ୍ରିୟା ଜାରି କରିଛନ୍ତି । ଆପ ସାଂସଦ ନିଜ ଏକ୍ସ ଆକାଉଣ୍ଟର ପୋଷ୍ଟରେ କହିଛନ୍ତି ଯେ, ପୋଲିସକୁ ସେ ବୟାନ ଦେଇଛନ୍ତି ।
ଜୁନ ୨ରେ ଜେଲ କର୍ତ୍ତୃପକ୍ଷଙ୍କ ପାଖରେ ସରେଣ୍ଡର କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ। ଜୁନ୍ ୧ ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି।
ଜଷ୍ଟିସ ସଞ୍ଜିବ ଖାନ୍ନା ଏବଂ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି, ଆସନ୍ତା ୭ ତାରିଖରେ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନ ଉପରେ ବିଚାର କରାଯିବ।
ଡାକ୍ତର ଯୋଗାଇବାକୁ AIIMSକୁ ଚିଠି ଲେଖିଲେ ଜେଲ କର୍ତ୍ତୃପକ୍ଷ । ଡାକ୍ତରଙ୍କ କାହିଁକି ଆବଶ୍ୟକତା ପଡିଲା, ଆପର ପ୍ରଶ୍ନ ।
ଲୋକଙ୍କୁ ଉଦବୋଧନ ଦେବା ସହ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ କଥା ମଧ୍ୟ ଉପସ୍ଥାପିତ କରିଛନ୍ତି। କେଜ୍ରିୱାଲ ଓ ହେମନ୍ତ ଉଭୟ ଦୋଷୀ ସାବ୍ୟସ୍ତ ନହୋଇ ମଧ୍ୟ ଜେଲରେ ଅଛନ୍ତି। ଏହାକୁ ସେ ଏକଛତ୍ରବାଦୀ ଶାସନ ବୋଲି କହିଛନ୍ତି।
ଦୀର୍ଘ ସମୟ ଧରି ଅମାନତୁଲାଙ୍କୁ ଇଡି କାର୍ଯ୍ୟାଳୟରୁ ନବାହାରିବା ଦେଖି ତାଙ୍କୁ ଗିରଫ କରାଯାଇଥିବା ନେଇ ଅଭିଯୋଗ ଆଣିଥିଲେ ଆପ୍ ବିଧାୟକ ଓ ମନ୍ତ୍ରୀ।
ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଜେଲରୁ ସରକାର ଚଳାଇବାକୁ ଅନୁମତି ଦେବାକୁ ଦାବି କରାଯାଇଛି ।
ଜେଲରେ ଥିବା ନିଜର ସ୍ୱାସ୍ଥ୍ୟ ଯାଞ୍ଚ ପାଇଁ ଡାକ୍ତରଙ୍କ ପରାମର୍ଶ ଚାହୁଁଥିବା ଦାବି କରି ଗୋଟିଏ ଆବେଦନ କୋର୍ଟରେ କରିଛନ୍ତି। ଏହାର ଶୁଶାଣି କୋର୍ଟ କରୁଥିବା ବେଳେ ଇଡି ଏପରି ଦାବି କରିଛି।
ରାଉଜ୍ ଆଭିନ୍ୟୁ କୋର୍ଟ ଅରବିନ୍ଦ କେଜ୍ରିୱାଲ ନ୍ୟାୟିକ ହେପାଜତର ଅବଧିକୁ ଏପ୍ରିଲ୍ ୨୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।
ହାଇକୋର୍ଟ କେଜ୍ରିୱାଲଙ୍କ ଆବେଦନକୁ ଖାରଜ କରି ଦେଇଥିବାରୁ ସେ ପୂର୍ବଭଳି ତିହାର ଜେଲରେ ରହିବେ।
ସଞ୍ଜୟଙ୍କୁ ନିର୍ବାଚନ ପ୍ରଚାରରେ ଭାଗ ନେବାକୁ ମିଳିଛି ଅନୁମତି । ତଦନ୍ତ ଉପରେ କୌଣସି ମନ୍ତବ୍ୟ ନରଖିବା ପାଇଁ ଚେତାବନୀ ।
ଜେଲରେ ବନ୍ଦୀ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁସ୍ଥ । କ୍ରମାଗତ ଭାବେ କେଜ୍ରିୱାଲଙ୍କ ଓଜନ ହ୍ରାସ ପାଉଥିବା ଜଣାପଡ଼ୁଛି । ଦଳୀୟ ସୂତ୍ରରୁ ମିଳିଥିବା ଖବର ଅନୁସାରେ ଗିରଫ ହେବା ପରଠାରୁ କେଜରିୱାଲଙ୍କ ଓଜନ ପାଖାପାଖି ୪ କେଜି ହ୍ରାସ ପାଇଗଲାଣି ବୋଲି କୁହାଯାଉଛି ।
ଜେଲରେ ବନ୍ଦୀ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅସୁସ୍ଥ । କ୍ରମାଗତ ଭାବେ କେଜରିୱାଲଙ୍କ ଓଜନ ହ୍ରାସ ପାଉଥିବା ଜଣାପଡ଼ୁଛି । ଦଳୀୟ ସୂତ୍ରରୁ ମିଳିଥିବା ଖବର ଅନୁସାରେ ଗିରଫ ହେବା ପରଠାରୁ କେଜରିୱାଲଙ୍କ ଓଜନ ପାଖାପାଖି ୪ କେଜି ହ୍ରାସ ପାଇଗଲାଣି ବୋଲି କୁହାଯାଉଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ୨ ନମ୍ବର ତିହାର ଜେଲରେ ରହିଛନ୍ତି । ତିହାର ଜେଲରେ କେମିତି କଟିଲା ପ୍ରଥମ ସକାଳ ? ଜାଣନ୍ତୁ...
୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଲେ କୋର୍ଟ । ଏପ୍ରିଲ ୧୫ରେ ଦିଲ୍ଲୀ ମଦ ଦୁର୍ନୀତି ମାମଲାର ପରବର୍ତ୍ତି ଶୁଣାଣି ।
ଏପ୍ରିଲ ୧୫ ତାରିଖରେ ପରବର୍ତ୍ତି ଶୁଣାଣି ହେବ। ସେ ଯାଏଁ ତିହାର ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ।
ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ରିମାଣ୍ଡ ସରିବା ପରେ ଆଜି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟରେ ହାଜର କରିଥିଲା ଇଡି । ମାମଲା ଶୁଣାଣି ହେବା ପରେ ଆସନ୍ତା ୧୫ ତାରିଖ ଯାଏଁ ତାଙ୍କୁ ଜେଲ୍ କୁ ପଠାଇଛନ୍ତି । ଏପ୍ରିଲ ୧୫ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ।
ଜେଲ୍ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ରିମାଣ୍ଡ ସରିବା ପରେ ଆଜି ଦିଲ୍ଲୀର ରୋଜ ଆଭିନ୍ୟୁ କୋର୍ଟରେ ହାଜର କରିଥିଲା ଇଡି । ମାମଲା ଶୁଣାଣି ହେବା ପରେ ଆସନ୍ତା ୧୫ ତାରିଖ ଯାଏଁ ତାଙ୍କୁ ଜେଲ୍ ପଠାଇଛନ୍ତି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପତ୍ନୀ ସୁନୀତା କେଜ୍ରିୱାଲଙ୍କୁ ଆଜି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଭେଟିଛନ୍ତି ।
କୋର୍ଟ ମାତ୍ର ୪ ଦିନ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ କେଜରିୱାଲଙ୍କୁ ୬ ଦିନିଆ ରିମାଣ୍ଡରେ ନେଇ ଦୁର୍ନୀତି ସଂପର୍କରେ ଖୋଳତାଡ଼ ଚଳାଇଥିଲା।