ତାଙ୍କୁ ତତ୍କାଳ ମୁକ୍ତି ଦେବାକୁ କେଜରିୱାଲ ଆବେଦନ କରିଥିଲେ। ତେବେ ହାଇକୋର୍ଟ ଏଥିପାଇଁମନା କରିଦେବା ସହ, ଇଡିକୁ ନିଜ ପକ୍ଷ ରଖିବା ପାଇଁ ଏପ୍ରିଲ ୨ ଯାଏଁ ସମୟ ଦେଇଛନ୍ତି।ଏପ୍ରିଲ ୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍କା । ଗିରଫଦାରି ଓ ରିମାଣ୍ଡ ଅର୍ଡରକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନର ତତ୍କାଳ ଶୁଣାଣିକୁ ଅଗ୍ରାହ୍ୟ କରିଛନ୍ତି ଦିଲ୍ଲୀ ହାଇକୋର୍ଟ ।
ଇଡି ପରେ କେଜରିୱାଲଙ୍କୁ ଘାଣ୍ଟିପାରେ ସିବିଆଇ। ଇଡିର ରିମାଣ୍ଡ ସରିବା ପରେ ସିବିଆଇ ତାଙ୍କୁ ରିମାଣ୍ଡରେ ନେବାକୁ କୋର୍ଟକୁ ଯାଇପାରେ ବୋଲି ସୂଚନା ମିଳିଛି।
କେଜ୍ରିୱାଲଙ୍କ ଗିରଫଦାରୀକୁ ନେଇ ହୋଇଥିବା ଏକ ପ୍ରଶ୍ନରେ ଜର୍ମାନୀ ବିଦେଶ ମନ୍ତ୍ରଣାଳୟ ମୁଖପାତ୍ର କହିଥିଲେ ଯେ, ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଆମେ ଆଶା କରୁଛୁ ଏହି ମାମଲାରେ ନ୍ୟାୟପାଳିକାର ସ୍ବତନ୍ତ୍ରତତା ଏବଂ ଗଣତାନ୍ତ୍ରିକ ସିଦ୍ଧାନ୍ତ ପ୍ରତି ଧ୍ୟାନ ରଖାଯିବ।
ଏହା ପୂର୍ବରୁ ଯେତେବେଳେ ଇଡି BRS ନେତା କେ. କବିତାଙ୍କୁ ଗିରଫ କରିଥିଲା ସେତେବେଳେ ମଧ୍ୟ ସୁକେଶ ଏମିତି ଏକ ମେସେଜ୍ ଦେଇଥିଲା । ଏହା ମାର୍ଚ୍ଚ ୧୧ ତାରିଖର ଘଟଣା ।
ଏହି ମାମଲାରେ ୯ ଥର ସମନ ପାଇବା ସତ୍ତ୍ୱେ ଇଡିରେ ହାଜର ହୋଇନଥିଲେ କେଜ୍ରିୱାଲ। ଫଳରେ ଗତକାଲି ରାତିରେ ତାଙ୍କୁ ତାଙ୍କ ବାସଭବନରୁ ଗିରଫ କରିଥିଲା ଇଡି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହିଁ ମଦ ନୀତି ଦୁର୍ନୀତିର କିଙ୍ଗପିନ । ଆଜି କୋର୍ଟରେ ହାଜର ପରେ ଇଡି ପକ୍ଷରୁ ଏହି ଦଲିଲ ଦିଆଯାଇଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହିଁ ମଦ ନୀତି ଦୁର୍ନୀତିର କିଙ୍ଗପିନ । ଆଜି କୋର୍ଟରେ ହାଜର ପରେ ଇଡି ପକ୍ଷରୁ ଏହି ଦଲିଲ ଦିଆଯାଇଛି ।
ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଜାଣନ୍ତୁ କେମିତି କଟିଲା କେଜ୍ରିୱାଲଙ୍କ ପ୍ରଥମ ରାତି...
କେଜ୍ରିୱାଲଙ୍କ ଗିରଫ ନେଇ ବଡ଼ ବୟାନ ଦେଇଛନ୍ତି ସମାଜସେବୀ ଆନ୍ନା ହାଜାରେ । ଆନ୍ନା ହାଜାରେ କହିଛନ୍ତି ଯେ, ସେ ମୋ କଥା ଶୁଣି ନ ଥିବାରୁ ମୁଁ ଦୁଃଖିତ ।
ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଗିରଫ ହେବା ପରେ, ଏବେ କିଏ ଚଳାଇବ ଦିଲ୍ଲୀ ସରକାର ? କାହା ହାତକୁ ଯିବ କ୍ଷମତାର ମଙ୍ଗ ? ଆପ୍ କହୁଛି ଯେ, ଜେଲ ଭିତରୁ ସରକାର ଚଳାଇବେ କେଜ୍ରିୱାଲ।
ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗିରଫ କଲା ଇଡି।
ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ହଠାତ୍ ସକ୍ରିୟ ହୋଇ ଉଠିଛି ଇଡି। ଆଜି ୱାରେଣ୍ଟ ଧରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚି ଯାଇଛି ଇଡି ଟିମ।
୨୧ ମାର୍ଚ୍ଚରେ ହାଜର ହେବାକୁ ନବମ ଥର ପାଇଁ ଅରବିନ୍ଦ କେଜ୍ରିୱାଲଙ୍କୁ ସମନ କରିଛି ଇଡି ।
ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସମନ ପଠାଇ ମାର୍ଚ୍ଚ ୮ରେ ଯାଞ୍ଚ ଏଜେନ୍ସି ସାମ୍ନାରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛି ଇଡି।
ମୁଁ ଯେଉଁ ପରିସ୍ଥିତିରେ ସରକାର ଚଳାଉଛି, ମୋତେ ନୋବେଲ ପୁରସ୍କାର ଦେବା ଉଚିତ୍। ମୁଁ ସରକାର ଚଳାଉଛି ଏବଂ ଅଧିକାରୀମାନେ ଉପରାଜ୍ୟପାଳଙ୍କ କଥା ଶୁଣୁଛନ୍ତି...
ଆସନ୍ତା ଫେବ୍ରୁଆରୀ ୨୬ରେ ହାଜର ହେବାକୁ ସମନରେ କୁହାଯାଇଛି। ପୂର୍ବରୁ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ଇଡି ୬ଥର ସମନ ପଠାଇଛି । କିନ୍ତୁ ସେ ଥରେ ହେଲେ ବି ହାଜର ହୋଇ ନାହାନ୍ତି।
ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱାଧୀନ ଖଣ୍ଡପୀଠ ଆଜି ନାକଚ ହୋଇଥିବା ୮ ବାଲଟ ପେପରର ପୁନଃ ଯାଞ୍ଚ କରିଥିଲେ। ବାଲଟ ପେପର ଗୁଡ଼ିକରେ ଅତିରିକ୍ତ ଚିହ୍ନ ଥିବା ଖଣ୍ଡପୀଠ ଜାଣିବା ପରେ ରିଟର୍ଣ୍ଣିଂ ଅଫିସରଙ୍କ ଉପରେ ବର୍ଷିଥିଲେ।
କେଜରିୱାଲଙ୍କ ବିରୋଧରେ କୋର୍ଟକୁ ଗଲା ଇଡି । ଜାଣିଶୁଣି ସମନ୍ କୁ ଅବମାନନା କରିଥିବାର ଅଭିଯୋଗ କରାଯାଇଛି ।
ଆପ୍ ପକ୍ଷରୁ କୁହାଯାଇଛି କି ‘ଅରବିନ୍ଦ କେଜ୍ରିୱାଲଙ୍କ ନିକଟକୁ ପଠାଯାଉଥିବା ସମନ ବେଆଇନ୍।
ଲୋକସଭା ନିର୍ବାଚନ ପୂର୍ବରୁ କାହିଁକି ତାଙ୍କୁ ଡକାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓଲଟା ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, 'ଯଦି ଦୁଇ ବର୍ଷ ଧରି ତଦନ୍ତ ଚାଲିଛି, ତେବେ ଲୋକସଭା ନିର୍ବାଚନ ପୂର୍ବରୁ କାହିଁକି ଡକାଯାଉଛି ?
କେଜ୍ରିୱାଲ ହଜାର ହେବେ କି ନାହିଁ ସେନେଇ AAP ନିରବତା ବଜାୟ ରଖିଛି । କିନ୍ତୁ ଦଳ ପକ୍ଷରୁ ବାରମ୍ୱାର ଇଡିର ଏହି ସମନକୁ ବେଆଇନ ବୋଲି କୁହାଯାଉଛି।
ଏହି ହେଉଛି କେଜରିୱାଲଙ୍କୁ ପଞ୍ଚମ ସମନ। ଆଗରୁ ୪ ଥର ନୋଟିସ୍ କରାଯାଇଥିଲେ ମଧ୍ୟ ସେ ଇଡିରେ ହାଜର ହୋଇ ନାହାନ୍ତି।
‘ରାମ ରାଜ୍ୟରୁ ପ୍ରେରଣା ନେଇ ଦିଲ୍ଲୀରେ ସରକାର ଚଳାଇବାକୁ ଚେଷ୍ଟା କରୁଛୁ। ଏହା ଅଧୀନରେ କେହି ଭୋକିଲା ରହିବେ ନାହିଁ ଏବଂ ସମସ୍ତଙ୍କୁ ଘର ଯୋଗାଇ ଦିଆଯିବ।’
ED କେଜ୍ରିୱାଲଙ୍କୁ ଗିରଫ କରିପାରେ ବୋଲି ଆଶଙ୍କା କରିଛି ଆମ ଆଦମୀ ପାର୍ଟି ବା ଆପ୍ ।