ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ପଚରାଉଚରା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କେଜ୍ରିୱାଲଙ୍କୁ ତୃତୀୟ ଥର ଲାଗି ସମନ କରିଛି । ପୂର୍ବରୁ ନଭେମ୍ବର ଓ ଡିସେମ୍ବର ୨୧ରେ ଇଡି ସମନ କରିଥିଲେ।
ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେରା ପାଇଁ କେଜ୍ରିୱାଲଙ୍କୁ ତୃତୀୟ ଥର ପାଇଁ ସମନ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
ବହୁ ଚର୍ଚ୍ଚିତ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆପ୍ ଦଳର ଦୁଇ ପ୍ରମୁଖ ନେତା ମନୀଶ ସିସୋଦିଆ ଏବଂ ସଞ୍ଜୟ ସିଂ ଗିରଫ ହୋଇସାରିଛନ୍ତି।
ସକାଳେ ସିସୋଦିଆଙ୍କ ଜାମିନ ନାମଞ୍ଜୁର କରିଦେଇଥିଲେ ସୁପ୍ରିମକୋର୍ଟ ।
ଯମୁନା ବନ୍ୟା ଯନ୍ତ୍ରଣାରୁ ଏବେବି ମୁକୁଳି ପାରିନି ଦିଲ୍ଲୀ । ନଦୀ ଜଳସ୍ତର ଖସିଥିଲେ ବି ଦୁର୍ଦ୍ଦଶା ହଟିନି । ଦିଲ୍ଲୀର ଯେଉଁଆଡେ ଅନାଇଲେ ଜଳାର୍ଣ୍ଣବ ସ୍ଥିତି । ଗତକାଲି ସନ୍ଧ୍ୟାରେ ପ୍ରାୟ ୩ ଘଣ୍ଟା ଧରି ମୂଷଳଧାରାରେ ବର୍ଷା ହେବାରୁ ସ୍ଥିତି ଆହୁରି ବିଗିଡିଛି ।
ଗୋଟିଏ କି ଦୁଇଟି ନୁହେଁ ବସ୍, ଟ୍ରକ, କାର୍ ସବୁ ଏବେ ପାଣି ଘେରରେ । କାଶ୍ମୀର ଗେଟରୁ ଆଇଟିଓକୁ ଯାଉଥିବା ବେଳେ ହଠାତ୍ ଫ୍ଲାଏଓଭର ତଳ ରାସ୍ତାରେ ପାଣି ଜମିବାରୁ ଏଭଳି ସ୍ଥିତି ଉପୁଜିଛି । କୌଣସି ବାଟ ନପାଇ ଶେଷରେ ନିଜ ନିଜ ଗାଡ଼ିକୁ ଏଠି ଥୋଇ ଲୋକେ ଆଶ୍ରୟ ନେଇଛନ୍ତି ।
ନୂଆ ସଂସଦ ଭବନ ଉଦଘାଟନୀ ପ୍ରସଙ୍ଗରେ ମନ୍ତବ୍ୟ ଦେଇଥିଲେ।
ଏହା ପଛରେ କେନ୍ଦ୍ରରେ କ୍ଷମତାସୀନ ବିଜେପିର ହାତ ଥିବା ଅଭିଯୋଗ କରି ଆସୁଛି AAP ।
ବିରୋଧ ପ୍ରଦର୍ଶନ ମଧ୍ୟରେ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ପୋଲିସ ପାଣି ମାଡ଼ କରିଛି ।
ପ୍ରାର୍ଥିତ୍ୱ ନେଇ ୧୬ ଲକ୍ଷ ଲୋକ ନିଜର ପସନ୍ଦ ବ୍ୟକ୍ତ କରିଥିଲେ । ଆଉ ତା’ପରେ ଇସୁଦାନଙ୍କୁ( Isudan Gadhvi) ବାଛିଛନ୍ତି ଅରବିନ୍ଦ କେଜ୍ରିୱାଲ ।
ଆମେ ଆମ ପରମ୍ପରାରେ, ବିଶ୍ୱାସରେ ଦୁଇ ଅଗ୍ର ଦେବଦେବୀ ଲକ୍ଷ୍ମୀ-ଗଣେଶଙ୍କୁ ଏତେ ଗୁରୁତ୍ୱ ଦେଉଛୁ ତେବେ ଭାରତୀୟ କରେନ୍ସିରେ ତାଙ୍କର ଫଟୋ ରଖାଯିବା ଉଚିତ ହେବନି କି ?
ଗରବା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ Arvind Kejriwalଙ୍କ ଉପରକୁ ବୋତଲ ମାଡ଼ ହୋଇଛି ।
ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କୁ ଜର୍ମାନର ଫ୍ରାଙ୍କଫର୍ଟ ବିମାନବନ୍ଦରରେ ବିମାନରୁ ଓହ୍ଲାଇ ଦିଆଯାଇଥିବା ଘଟଣାକୁ ନେଇ ବିବାଦ ତେଜିବାରେ ଲାଗିଛି। ଏହାକୁ ନେଇ ଆପ ସରକାର ଏବଂ ଆପ ଦଳକୁ ଟାର୍ଗେଟ କରିଛନ୍ତି ବିରୋଧୀ । ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ୍ ଅତ୍ୟଧିକ ମଦ୍ୟପାନ କରିଥିବାରୁ ତାଙ୍କୁ ବିମାନରୁ ଓହ୍ଳାଇ ଦିଆଗଲା ବୋଲି ଅଭିଯୋଗ ଆଣିଛି ବିରୋଧୀ।
ପ୍ରାୟ ୨୫ ଜଣ AAP ବିଧାୟକଙ୍କ ସହ ଯୋଗାଯୋଗ ହୋଇପାରୁନଥିବା ଜଣାପଡ଼ିଛି। ଏନେଇ ଦିଲ୍ଲୀ ସରକାରଙ୍କ ସଙ୍କଟ ବଢ଼ିଛି।
ଭାରତକୁ ୧ନଂ କରିବା ପାଇଁ କେଜ୍ରିଓ୍ୱାଲ ବିଜେପି ଓ କଂଗ୍ରେସ ଭଳି ରାଜନୈତିକ ଦଳକୁ ତାଙ୍କ ମିଶନରେ ସାମିଲ ହେବାକୁ ନିମନ୍ତ୍ରଣ କରଛନ୍ତିଁ ।
ଚଳିତ ବର୍ଷ ଗୁଜୁରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି । ଦିଲ୍ଲୀ ଏବଂ ପଞ୍ଜାବରେ କ୍ଷମତାରେ ଥିବା ଆମ୍ ଆଦମୀ ପାର୍ଟି ଗୁଜରାଟ ଅକ୍ତିଆର କରିବାକୁ ପ୍ରୟାସ ଆରମ୍ଭ କରିଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନ ସାମ୍ନାରେ ତଜିନ୍ଦର ପାଲ ସିଂ ବଗା ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ଙ୍କ ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ କେଜ୍ରିୱାଲ୍ ଦେଶରେ ବଢ଼ୁଥିବା କୋଭିଡ୍ ସଂକ୍ରମଣ ସମୀକ୍ଷା ବୈଠକରେ ମୋଦିଙ୍କ ବାର୍ତ୍ତାକୁ ଅଣଦେଖା କରିଥିବାର ଅଭିଯୋଗ କରିଛି ଦିଲ୍ଲୀ ବିଜେପି ।
ନିର୍ବାଚନ ଲଢ଼ିଥିଲେ, ଜିତିଲେ...ଏବେ ସମୟ କେବଳ ନିର୍ବାଚନ ପୂର୍ବରୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାର...
ଅରବିନ୍ଦ କେଜ୍ରିୱାଲ ଶନିବାର କାଶ୍ମୀରୀ ପଣ୍ଡିତଙ୍କ ଦେଶ ଛାଡିବା ନେଇ ବିଜେପି ରାଜନୀତି କରୁଥିବା ଅଭିଯୋଗ କରିଛନ୍ତି ଏବଂ ଗତ ୮ ବର୍ଷ ମଧ୍ୟରେ କେତେଜଣ ଲୋକଙ୍କୁ ଉପତ୍ୟକାକୁ ଫେରାଇ ଆଣିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି। କେବଳ କାଶ୍ମୀର ପଣ୍ଡିତ ଓ କାଶ୍ମୀର ନାମରେ ବିଜେପି ରାଜନୀତି କରୁଛି ବୋଲି କେଜ୍ରିୱାଲ ଅଭିଯୋଗ କରିଛନ୍ତି।
ଏକ୍ଜିଟ୍ ପୋଲ ରିପୋର୍ଟ କହିଥିଲା ୪ ରାଜ୍ୟରେ ବିଜେପି କରିବ ଶାସନ । ଆଉ ପଞ୍ଜାବରେ ଆପ୍ ଗଢ଼ିବ ସରକାର । ନିର୍ବାଚନ ଫଳାଫଳ ତାହା ହିଁ ହେଲା ।
୧୧୭ ଆସନ ବିଶିଷ୍ଟ ପଞ୍ଜାବରେ ଆମ୍ ଆଦ୍ମୀ ପାର୍ଟି ଏକାକି ୯୨ ଆସନ ଜିତିଥିବା ବେଳେ କଂଗ୍ରେସ ଚରମ ବିପର୍ଯ୍ୟୟ ସହ ମାତ୍ର ୧୮ଟି ସିଟ୍ ଜିତିପାରିଛି । ସେହିଭଳି ବିଜେପିକୁ ୨ଟି ଓ ଶିରୋମଣି ଅକାଳୀ ଦଳ ସପକ୍ଷରେ ଯାଇଛି ୩ଟି ସିଟ୍ ମିଳିଛି ।
ସମସ୍ତଙ୍କ ମନରେ ପ୍ରଶ୍ନ, ପଞ୍ଜାବରେ କେଉଁ କାରଣରୁ କଂଗ୍ରେସ ହାରିଲା ଆଉ ଆପ୍ ଜିତିଲା ? ବିଶେଷଜ୍ଞଙ୍କ ମତରେ ୧୦ଟି କାରଣ ହିଁ ମୁଖ୍ୟତଃ ପଞ୍ଜାବରେ ରାଜନୈତିକ ପଟ୍ଟ ପରିବର୍ତ୍ତନ ପାଇଁ ଦାୟୀ ।
କେଜରିଓ୍ୱାଲଙ୍କ ଦେଶ ବିରୋଧୀ ଚିନ୍ତାଧାରାକୁ ବରଦାସ୍ତ କରାଯିବନି।
୧୦ ବର୍ଷରେ ୩ବର୍ଷ ପାଇଁ କଂଗ୍ରେସ ସରକାର ଥିଲା , ୭ ବର୍ଷ ହେଲେ ବିଜେପି ସରକାର ରହିଛି । କାହିଁକି ଏତେ ବର୍ଷ ମଧ୍ୟରେ ସେମାନେ ମୋତେ ଗିରଫ କଲେ ନାହିଁ ? ସେମାନଙ୍କର ସୁରକ୍ଷା ଏଜେନ୍ସି କଣ କରୁଥିଲା । ଏବେ ସୁଦ୍ଧା ସେମାନେ କ’ଣ ଶୋଇଥିଲେ ବୋଲି ପ୍ରଶ୍ନ କରିଛନ୍ତି ।