ପୂର୍ବରୁ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ହାଜର ହୋଇନଥିଲେ କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେ । କେନ୍ଦୁଝର ଜିଲ୍ଲାପାଳଙ୍କ ନାଁରେ ଜନଜାତି କମିଶନଙ୍କ ପକ୍ଷରୁ ୱାରେଣ୍ଟ ଜାରି କରାଯାଇଥିଲା ।