ଗ୍ରାହକଙ୍କ ଲାଗି ବଡ଼ ଖବର : ଆଜିଠୁ ସମସ୍ତଙ୍କ ଘରକୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଜୁଳି ଯୋଗାଇ ଦେବେ ସରକାର । ଜାଣନ୍ତୁ କେଉଁ ସରକାର ଘୋଷଣା କଲେ ଏମିତି ଯୋଜନା
ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ସୋମବାର ମୁଖ୍ୟମନ୍ତ୍ରୀ ଗେହଲଟ ବିଧାୟକମାନଙ୍କ ସହ ୱାନ ଟୁ ୱାନ ବୈଠକ କରିଥିଲେ। ଦଳର ପ୍ରଭାରୀ ସୁଖଜିନ୍ଦର ସିଂହ ରନ୍ଧୱା ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ଗୋବିନ୍ଦ ସିଂହ ଦୋତାସ୍ର ମଧ୍ୟ ସାମିଲ ଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଉପରେ ବିରୋଧୀ ଠୋ-ଠୋ ହୋଇ ହସିବା ସହ ଗୃହରେ ହଙ୍ଗାମା କରିଥିଲେ ।
ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।
ଗୁଜରାଟରେ ଆଗକୁ ବିଧାନସଭା ନିର୍ବାଚନ ହେବ। ହେଲେ ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସରେ ଝଡ଼ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ତାଙ୍କର ପୂର୍ବତନ ଡେପୁଟି ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ଶୀତଳ ଯୁଦ୍ଧ ଆଜି ବିସ୍ଫୋରକ ରୂପ ନେଇଛି।
ଆଜି ନାମାଙ୍କନ ଦାଖଲ କରିପାରନ୍ତି ଉଭୟ ନେତା । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନର ଆଜି ନାମାଙ୍କନ ଦାଖଲର ଶେଷ ଦିନ ।
ସଚିନ୍ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରାଇ ନଦେବାକୁ ସମର୍ଥକ ବିଧାୟକଙ୍କୁ ଅସ୍ତ୍ର କରିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ମହଙ୍ଗା ପଡ଼ିପାରେ ।
ସୋନିଆଙ୍କୁ ଭେଟିବାକୁ ଦିଲ୍ଲୀରେ ପାଇଲଟ୍
କୌଣସି ପରିସ୍ଥିତିରେ ସଚିନ୍ ପାଇଲଟ୍ଙ୍କୁ ମୁଖ୍ୟମନ୍ତ୍ରୀ ହେବାକୁ ଦିଆଯିବ ନାହିଁ ବୋଲି ଗେହଲୋଟ୍ଙ୍କ ସମର୍ଥକମାନେ କହିଛନ୍ତି।
ରାହୁଲ ଓ ସୋନିଆ ଗାନ୍ଧି କଂଗ୍ରେସ ସଭାପତି ନିର୍ବାଚନ ଲଢ଼ିବାକୁ ମନା କରିବା ପରେ ଏବେ ନିର୍ବାଚନ ଲଢ଼ିବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ୍ ରାଜି ହୋଇଛନ୍ତି। ସେ କଂଗ୍ରେସର ସଭାପତି ନିର୍ବାଚନ ଲଢ଼ିବେ।
ବିରୋଧୀ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ନ କରିବାକୁ ଗେହଲଟ ମସୁଧା ଆରମ୍ଭ କରିଛନ୍ତି । ବାଚସ୍ପତି ସିପି ଯୋଶୀଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଗେହଲଟଙ୍କ ଗୋଟି ଚାଳନା କରୁଥିବା କୁହାଯାଉଛି ।
ଅଶୋକ ଗେହେଲଟ୍ ବନାମ ଶଶି ଥରୁର୍ । କଂଗ୍ରେସ ମଙ୍ଗୁଆଳକୁ ନେଇ ବିବାଦ ଆରମ୍ଭ ହେବାକୁ ଲାଗିଲାଣି । ଏବେ ହେବକି ଗୋଷ୍ଠୀ ଯୁଦ୍ଧ
ରାହୁଲ ସଭାପତି ପଦ ଲାଗି ଆଦୌ ଉଚ୍ଛୁକ ନଥିବା ତାଙ୍କ ନିକଟ ମହଲରୁ ସୂଚନା ମିଳିଛି ।
ନିକଟରେ ନୂଆଦିଲ୍ଲୀରେ ସୋନିଆ ଗାନ୍ଧିଙ୍କୁ ବରିଷ୍ଠ ନେତା ଶଶି ଥରୁର୍ ଭେଟି ଥିଲେ। କଂଗ୍ରେସର ଅଧ୍ୟକ୍ଷ ରେସ୍ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ନାଁକୁ ନେଇ ବି ଜୋରଦାର ଚର୍ଚ୍ଚା ହେଉଛି।
କିଏ ହେବ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ? କାହା ମୁଣ୍ଡରେ ବନ୍ଧାହେବ ଶିରପା ? ଅକ୍ଟୋବରରେ କଂଗ୍ରେସ ପାଇବା ତାର ନୂଆ ମୁଖିଆ। ଏଥର କଂଗ୍ରେସର ମଙ୍ଗ ଗାନ୍ଧି ପରିବାରର ସଦସ୍ୟ ଧରିବେ ନା ବାହାରର କାହା ହାତକୁ ଯିବ ? ଏ ନେଇ କଳ୍ପନାଜଳ୍ପନାର ଅନ୍ତ ନାହିଁ। ରାଜନୈତିକ ସ୍ଥିତି ବି ଗୋଳିଆ ଦିଶୁଛି।
ଗେହଲୋଟ୍ ଗାନ୍ଧୀ ପରିବାରର ଅତି ବିଶ୍ୱସ୍ତ ହୋଇଥିବା ବେଳେ ଦଳର ବି ଜଣେ ସର୍ବମାନ୍ୟ ନେତା । ତେଣୁ ତାଙ୍କୁ ଆଗରେ ରଖି ଦଳ ପରିଚାଳନା ଲାଗି ଗାନ୍ଧୀ ପରିବାର ଚିନ୍ତା କରୁଥିବା କୁହଯାଉଛି ।
ଗତ ଶୁକ୍ରବାର ୩ ଜଣ ମନ୍ତ୍ରୀ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧୀଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଥିଲେ। ପଦରୁ ଓହରି ଯାଇ ଦଳରେ ରହି କାମ କରିବାକୁ ଆଗ୍ରହ ଥିବା କଥା ଦର୍ଶାଇଥିଲେ ନିଜ ଇସ୍ତଫା ପତ୍ରରେ।
ରାଜସ୍ଥାନ ରାଜନୀତରେ ନୂଆ ସମୀକରଣ ସମ୍ଭାବନା ନେଇ ମିଳିଲା ସଙ୍କେତ। କାହିଁକି ବରିଷ୍ଠ ନେତାଙ୍କ ମଧ୍ୟରେ ଚାଲିଛି ଘନଘନ ଆଲୋଚନା ? କ’ଣ ହୋଇପାରେ ଏହାର ଉଦ୍ଦେଶ୍ୟ ?
ସୂଚନା ଅନୁସାରେ, ରାଜସ୍ଥାନର କଂଗ୍ରେସର ପ୍ରଭାରୀ ଅଜୟ ମାକେନ୍ ୨ ଦିନ ଧରି ପ୍ରତ୍ୟେକ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି। କିନ୍ତୁ ଉଭୟ ନେତାଙ୍କ ମଧ୍ୟରେ ଲାଗିରହିଥିବା ବିବାଦର ସମାଧାନ କେମିତି ହେବ ତାହା ଉପରେ ନଜର ରହିଛି। ଦଳୀୟ ନେତାଙ୍କ ସହ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ ଅଜୟ। ଏହାପରେ ଗେହେଲଟ୍ଙ୍କ ସହ ଦୀର୍ଘ ସମୟ ଧରି ରୁଦ୍ଧ ଦ୍ୱାର ବୈଠକ ମଧ୍ୟ କରିଥିଲେ। ଆଉ ଏହି ଆଲୋଚନା ସମୟରେ ଅଶୋକ କହିଥିଲେ ପୂର୍ବରୁ ଯାହା ହୋଇଛି ତାହାକୁ ଭୁଲିଯାଇ ବର୍ତ୍ତମାନ ସମୟରେ କେମିତି ଆଗକୁ ବଢି କାମ କରିବା ତାହା ଗୁରୁତ୍ୱପୂର୍ଣ୍ଣ।