• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ashok Panda

ଆଗଧାଡ଼ିଆଙ୍କୁ ‘ଧର୍ମପଦ’ ନିଶାନା !
Ashok Panda: ପୁଣି ପଦାରେ ବିଜେଡି କନ୍ଦଳ, ଧର୍ମପଦ ଉପାଖ୍ୟାନ ଶୁଣାଇ ଟାର୍ଗେଟ୍ କଲେ ଅଶୋକ ପଣ୍ଡା

ହୋଲିରେ ଧର୍ମପଦ ଉପାଖ୍ୟାନ ଶୁଣାଇଲେ ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା । ତଥାକଥିତ ଆଗଧାଡ଼ିର ବିଜେଡି ନେତାଙ୍କୁ କଲେ ଟାର୍ଗେଟ୍ । ବିପର୍ଯ୍ୟୟ ପାଇଁ ଦାୟୀ ନେତାଙ୍କୁ ପୁଣି ଦଳ ସମ୍ଭାଳିବା ଦାୟିତ୍ବ ମିଳିବାକୁ କଲେ କଡ଼ା ସମାଲୋଚନା ।

BJD In Trouble
BJD: ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ ଟାର୍ଗେଟ କଲେ ଅଶୋକ ପଣ୍ଡା, କହିଲେ...

ହୋଲିରେ ବରିଷ୍ଠ ବିଜେଡି ନେତା ଅଶୋକ ପଣ୍ଡାଙ୍କ `ଧର୍ମପଦ' ଉପାଖ୍ୟାନକୁ ନେଇ ପୁଣି ବଢ଼ିଲା ଚର୍ଚ୍ଚା । ଦଳର ବିପର୍ଯ୍ୟୟ ପରେ ବିଜେଡିର କଥାକଥିତ ଆଗଧାଡ଼ିର ନେତାଙ୍କୁ କଲେ ଟାର୍ଗେଟ୍ । ଅଶୋକ କହିଛନ୍ତି, ୧୨ଶହ ବଢେଇରେ ଦାୟ ନା ପୁଅରେ ଦାୟ ? ଆଗଧାଡ଼ିର ନେତାମାନେ ଦାୟିତ୍ବରୁ ଓହରିଯାଇ ଅନ୍ୟକୁ ସୁଯୋଗ ଦେବା ଦରକାର ।

Tensions Rise in Bhubaneswar BJD
ତେଜିଲା ଭୁବନେଶ୍ବର ବିଜେଡି କଳି, କାଲି ଶଙ୍ଖ ଭବନରେ ଗଣ୍ଡଗୋଳ... ଆଜି ପୂର୍ବତନ ମନ୍ତ୍ରୀଙ୍କୁ ଟାର୍ଗେଟ୍

ଗତକାଲି ଶଙ୍ଖ ଭବନରେ ଗଣ୍ଡଗୋଳ। ଆଉ ଆଜି ପାଲଟା ଅଭିଯୋଗ। ଭୁବନେଶ୍ବର ବିଜେଡିର ଗୋଷ୍ଠୀ କନ୍ଦଳ ସତେ ଯେମିତି ଥମିବାର ନାଁ ଧରୁନି। ଶଙ୍ଖ ଭବନରେ କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ମହାସୂପକାରଙ୍କୁ ବିରୋଧ ପରେ ଆଜି ଉଭୟ ମୁହଁ ଖୋଲିଛନ୍ତି।

Shreemayee Mishra
ସୁପ୍ରିମୋ ମୁହଁ ଖୋଲିନାହାନ୍ତି, ଅଶୋକ କହିଦେଲେ; ସତରେ ପ୍ରାର୍ଥୀ ହେବେ ତ ଶ୍ରୀମୟୀ ?

ଶ୍ରୀମୟୀ ହେବେ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ । ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ୫୬ ନମ୍ୱର ୱାର୍ଡ ଜନସମ୍ପର୍କ ପଦଯାତ୍ରାରେ ଖୋଲାଖୋଲି ଏହା ଘୋଷଣା କଲେ ମନ୍ତ୍ରୀ ଅଶୋକ ପଣ୍ଡା । ଖାଲି ଘୋଷଣା ନୁହେଁ ଭୋଟ୍ ଭିକ୍ଷା ବି କଲେ ।

shreemayee
ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ଲଢିବେ ଶ୍ରୀମୟୀ ମିଶ୍ର, ଘୋଷଣା କଲେ ମନ୍ତ୍ରୀ ଅଶୋକ ପଣ୍ଡା

ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ବିଜେଡି ପ୍ରାର୍ଥୀ ଘୋଷଣା କଲେ ଅଶୋକ