ପ୍ରଥମ ଥର ପାଇଁ ହର୍ଣ୍ଣ ବଜାଇ ଛୁକୁ ଛୁକୁ କରି ଦଶପଲ୍ଲାରୁ ଗଡ଼ିଛି ରେଳ।
ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ପିଏମ୍ଓ ଘୋଷଣା କରିଛି । ସେହିପରି ଆହତଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି ।
ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସେପଟେ ଟ୍ରେନ୍ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଗତ ବର୍ଷ ଅକଟୋବରରେ 5Gର ଉଦଘାଟନ କରାଯାଇଥିଲେ ମଧ୍ୟ ମାତ୍ର ବର୍ଷକ ମଧ୍ୟରେ ଦେଶରେ ୫ଲକ୍ଷ 5G ବେସ୍ ଷ୍ଟେସନ ନିର୍ମାଣ ହୋଇଛି ।
ପୂର୍ବରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଧଳାରଙ୍ଗରେ ଦେଖିବାକୁ ମିଳୁଥିଲା । ଧଳା ରଙ୍ଗ ସହ ସବୁଜ ରଙ୍ଗରେ ନଜର ଆସୁଥିଲା ବନ୍ଦେ ଭାରତ । ହେଲେ ବର୍ତ୍ତମାନ ଏହାର ରଙ୍ଗରେ ପରିବର୍ତ୍ତନ କରାଯାଇଛି ।
ସ୍ୱୟଂକୃତ, ଏକକ ନିୟନ୍ତ୍ରିତ ପ୍ରବେଶ ଦ୍ୱାର ରହିଛି । ମୁଖ୍ୟ ପ୍ରବେଶ ଦ୍ୱାର ବନ୍ଦ ନହେବା ଯାଏଁ ଗଡ଼ିବନି ଟ୍ରେନ୍ । ପ୍ରତି କୋଚରେ ୬ଟି ଲେଖାଏଁ କ୍ୟାମେରା ଲାଗିଛି । ସବୁ କ୍ୟାମେରାରେ ୨୪ ଘଣ୍ଟିଆ ଲାଇଭ୍ ରେକର୍ଡିଂ ।
ରେଲୱେ ବୋର୍ଡ ପକ୍ଷରୁ ସିବିଆଇ ତଦନ୍ତ ସୁପାରିସ କରାଯାଇଛି
ଉତ୍କଣ୍ଠା ଓ ପ୍ରତୀକ୍ଷାର ଅନ୍ତ ହେଲା ।ପୁରୀରୁ ଦୌଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଦିଲ୍ଲୀରୁ ଭର୍ଚୁଆଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଜ ପତାକା ଦେଖାଇବା ପରେ ଜଗନ୍ନାଥଙ୍କ ଧାମ ପୁରୀରୁ ପଶ୍ଚିମବଙ୍ଗର ହାୱଡ଼ା ଅଭିମୁଖେ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ ।
ରାଜ୍ୟ ସରକାର ମାଗିଥିଲେ ୮ ହଜାର ୪୦୦ କୋଟି, କେନ୍ଦ୍ର ସରକାର ଅଜାଡ଼ି ଦେଲେ ୧୦ ହଜାର ୧୨ କୋଟି ।
ପରୀକ୍ଷଣ କଲେ କେନ୍ଦ୍ର IT ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାର୍ ଓଏସ୍ ମାଧ୍ୟମରେ ୟୁଜର୍ସଙ୍କ ଗୋପନୀୟତା ଓ ସୁରକ୍ଷାକୁ ଗୁରୁତ୍ୱ ।
ଆଣ୍ଡ୍ରୋଏଡ୍ IOS ଭଳି ମୋବାଇଲ୍ ପାଇଁ ଆଉ ଏକ ଅପରେଟିଂ ସିଷ୍ଟମ୍
ଫାଇବର କେବୁଲ ବିଛାଇବା ପାଇଁ ପ୍ରଧାନମନ୍ତ୍ରୀ ୧୧ଶହ କୋଟି ଟଙ୍କା ଦେଇଛନ୍ତି ।
ଭୁବନେଶ୍ୱରର ରେଳ ଷ୍ଟେସନର ହେବ ନବୀକରଣ । ବିମାନ ବନ୍ଦର ଭଳି ଏଠାରେ ସମସ୍ତ ଅତ୍ୟାଧୁନିକ ସୁବିଧା ଉପଲବ୍ଧ ହେବ । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଷ୍ଟେସନ ନବକଳେବର ପ୍ରକଳ୍ପର ଶୁଭ ଦେଇଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ସହ ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ପ୍ରତାପ ଷଡଙ୍ଗୀ ମଧ୍ୟ ଏହି ଉତ୍ସବରେ ସାମିଲ ହୋଇଥିଲେ ।
ନବୀକରଣ ପ୍ରକଳ୍ପର ଶୁଭ ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ପଦ୍ମପୁର ଉପନିର୍ବାଚନ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଖୋଲା ଚ୍ୟାଲେଞ୍ଜ୍ ।
ବରଗଡ଼ରୁ ନୂଆପଡ଼ା ନୂଆ ରେଳ ଲାଇନ୍ ନେଇ ସରକାରଙ୍କୁ ଟାର୍ଗେଟ୍ କଲେ ରେଳମନ୍ତ୍ରୀ ଅଶ୍ୱିନୀ
ଯୁବଗୋଷ୍ଠୀଙ୍କ ପାଇଁ ଖୁସି ଖବର । ଦେଶରେ ୬୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟିହେବ । ସୂଚନା ଦେଲେ ଆଇଟି ମନ୍ତ୍ରୀ ।
୨୦୨୩ ବର୍ଷ ଶେଷ ସୁଦ୍ଧା ଓଡ଼ିଶାର ୮୦% ଅଞ୍ଚଳରେ 5G ସେବା ମିଳିବ ।
ଓଡ଼ିଶାର କଳା, ସଂସ୍କୃତି ଓ ପାରମ୍ପରିକ ନୌବାଣିଜ୍ୟ ପରମ୍ପରାର ଗାଥା ବହନ କରୁଥିବା ପ୍ରସିଦ୍ଧ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ କରିବାକୁ ଉଦ୍ୟମ କରିବେ କି ସରକାର?
ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗାଡି ଉପରେ ପଡ଼ିଲା ତୋରଣ
5Gର ପରବର୍ତ୍ତୀ ପର୍ଯ୍ୟାୟରେ ଓଡ଼ିଶାରେ 5-ଜି ସେବା ମିଳିବ ବୋଲି କହିଛନ୍ତି କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଭାରତରେ ସତ ହେବାକୁ ଯାଉଛି ଫାଇଭ୍-ଜି ଟେକ୍ନୋଲଜି । ଗତକାଲି କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦେଶରେ ପ୍ରଥମ ଫାଇଭ୍-ଜି କଲ୍ର ଟ୍ରାଏଲ କରିଛନ୍ତି । ଆଇଆଇଟି ମାଡ୍ରାସ ସ୍ଥିତ ଫାଇଭ୍ ଜି ଟେଷ୍ଟ ବେଡ୍ରେ ଏହାର ସଫଳ ଟ୍ରାଏଲ ହୋଇଛି ।
ଦେଶରେ ଆରମ୍ଭ ହୋଇଥିବା ନୂଆ କରି ଭିଷ୍ଟାଡୋମ୍ ଟ୍ରେନ୍ ବଗିକୁ ପରଖିଲେ ରେଳମନ୍ତ୍ରୀ । ଟ୍ରେନ୍ରେ ବୁଲି ନିଜେ ସ୍ଥିତି ପରଖିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ପୁରା ୫-ଜି ନେଟୱର୍କକୁ ଭାରତରେ ଡିଜାଇନ୍ କରାଯିବା ସହ ବିକଶିତ କରାଯାଇଥିବା ମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।
ସାଂସଦ ଅପରାଜିତାଙ୍କ ଅନୁରୋଧ କ୍ରମେ ଏହି ଦୁଇ ପ୍ରକଳ୍ପ କାମ ଖୁବ କମ ସମୟ ମଧ୍ୟରେ ହେବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଥିବା ଟ୍ୱିଟ୍ କରି କହିଛନ୍ତି ଅପରାଜିତା ।