• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ashwini Vaishnaw

Dharmendra Pradhan, Ashwini Vaishnaw
ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ । ଭୁବନେଶ୍ୱର ଏୟାରପୋର୍ଟ ରେ ଆସି ଦୁଇ ମନ୍ତ୍ରୀ ପହଂଚିଛନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ବିପୁଳ ପରିମାଣରେ ଲୋକ ଉପସ୍ଥିତ ହେବା ସହ ବିଭିନ୍ନ ମନ୍ତ୍ରୀ ମଧ୍ୟ ତାଙ୍କୁ ସ୍ୱାଗତ କରିବା ପାଇଁ ଆଗେଇ ଆସିଛନ୍ତି । ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ପରେ ଏହା ଶିକ୍ଷାମନ୍ତ୍ରୀଙ୍କ ପ୍ରଥମ ଓଡ଼ିଶାଗ୍ରସ୍ତ । ୪୧୯ କିଲୋମିଟର ଯାତ୍ରା କରି ୭ ଜିଲ୍ଲାର ୬ଟି ଲୋକସଭା ନିର୍ବାଚନମଣ୍ଡଳୀ ବୁଲି ୧୧୫ଟି ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ ଦୁଇ କେନ୍ଦ୍ରମନ୍ତ୍ରୀ ।

Ashwini Vaishnaw
ଥମୁନି ପେଗାସସ୍‌ ତାତି, ସଂସଦରେ ଅଶ୍ୱିନୀଙ୍କ ହାତରୁ ରିପୋର୍ଟ ଛଡ଼ାଇ ଚିରି ଫିଙ୍ଗିଦେଲେ TMC ସାଂସଦ

ପେଗାସସ୍ ଫୋନ୍ ହ୍ୟାକିଂ ଘଟଣାକୁ ନେଇ ରାଜ୍ୟସଭାରେ ହଟ୍ଟଗୋଳ । ପେଗାସସ ସ୍ନୁପିଂକୁ ନେଇ ଆଜି ରାଜ୍ୟସଭାରେ କେନ୍ଦ୍ର ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବିବୃତି ରଖୁଥିବାବେଳେ ବିରୋଧୀଙ୍କ ହଙ୍ଗାମା ।

Ashwini Vaishnaw
ମୋଦି ଯେଉଁ ଷ୍ଟେସନ୍‌ରେ ଚା’ ବିକିଥିଲେ, ସେହି ଷ୍ଟେସନ୍‌ ବୁଲିଲେ ଅଶ୍ୱନୀ ବୈଷ୍ଣବ

ପୂରା ଷ୍ଟେସନକୁ ବୁଲି ଦେଖିଲି, ଅତ୍ୟନ୍ତ ପରିଷ୍କାର ରହିଛି। ଭାରତୀୟ ରେଳ ବିଶ୍ୱର ସବୁଠୁ ବଡ଼ ରେଳ ନେଟ୍‌ୱାର୍କ। ତେଣୁ ଏହାର ବ୍ୟବହାର ଲୋକମାନେ କେମିତି ସୁରୁଖୁରୁରେ କରିବେ ସେନେଇ ଆମେ କରିବା ଦରକାର ବୋଲି ଅଶ୍ୱିନୀ କହିଛନ୍ତି। କେବଳ ଏତିକି ନୁହେଁ ବରଂ ନିଜେ ରେଳ ଇଞ୍ଜିନ୍‌ରେ ବସି ସେ ଯାତ୍ରା ମଧ୍ୟ କରିଥିଲେ। ଆଉ ଏହ୍ଲାଇବା ସମୟରେ ରେଳ ଷ୍ଟେସନ୍‌ରେ ତାଙ୍କୁ ଜୋରଦାର ସ୍ୱାଗତ ମଧ୍ୟ କରାଯାଇଥିଲା।

Ashwini Vaishnaw
ହଜ୍‌ଖସ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଅବସରରେ ପୂଜାର୍ଚ୍ଚନା କଲେ କେନ୍ଦ୍ର ରେଳମନ୍ତ୍ରୀ

ନୂଆଦିଲ୍ଲୀର ହଜ୍‌ଖସ୍ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ଅବସରରେ ପୂଜାର୍ଚ୍ଚନା କରାଯାଇଛି । କରୋନା କଟକଣା ଯୋଗୁଁ ରଥଯାତ୍ରା ହେଉନଥିବାରୁ କେବଳ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି ।

Union Minister
ଓଡ଼ିଆଙ୍କ ଆଶା ପୂରଣ କରିପାରିବେ ତ ଅଶ୍ୱିନୀ?

ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ହେବା ପରେ ବଢିଛି ରାଜ୍ୟର ଆଶା। ଏଠାରୁ ହିଁ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବାରୁ ତାଙ୍କ କାର୍ଯ୍ୟ କାଳରେ ରେଳ ଭିତ୍ତିଭୂମି ବିକାଶରେ ଓଡ଼ିଶା ଅଗ୍ରାଧିକାର ପାଇବ ବୋଲି ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳମାନେ ଆଶା ବାନ୍ଧିଛନ୍ତି।

Union Minister
ଓଡ଼ିଆଙ୍କ ଆଶା ପୂରଣ କରିପାରିବେ ତ ଅଶ୍ୱିନୀ?

ରେଳମନ୍ତ୍ରୀ ହେବାପରେ ଅଶ୍ୱିନୀଙ୍କଠାରୁ ବଢ଼ିଲା ଓଡ଼ିଶାର ଆଶା। କାରଣ ଅଶ୍ୱିନୀ ବୈଷ୍ଣବଙ୍କ କର୍ମଭୂମି ଓଡ଼ିଶା। ଏଠାରୁ ହିଁ ବିଜେପି-ବିଜେଡି ସମର୍ଥନରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି ସେ। ତେଣୁ ରାଜ୍ୟବାସୀଙ୍କ ଆଶା, ରେଳବାଇ କ୍ଷେତ୍ରରେ ବର୍ଷବର୍ଷ ଧରି ଓଡ଼ିଶା ଯେଉଁ ଅବହେଳାର ଶିକାର ହୋଇଆସିଛି ସେଥିରେ ଲାଗିବ ବ୍ରେକ୍

Ashwini Vaishnav
ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତକାଲି ସେ ରେଳ ମନ୍ତ୍ରାଳୟର ଦାୟିତ୍ୱ ନେବା ପରେ ସର୍ବ ପ୍ରଥମେ ନିଜ ଷ୍ଟାଫଙ୍କ ଅଫିସରେ କାର୍ଯ୍ୟ କରିବାର ସମୟରେ ପରିବର୍ତ୍ତନ କରିଛନ୍ତି।