• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Asi

Puri Srimandir corridor row
ASI ଅଧିକ୍ଷକଙ୍କ ବଡ଼ ଖୁଲାସା- ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଯେବେ ବି ଖନନ କଲେ ମିଳିବ ଏହିସବୁ ଜିନିଷ...

ଶ୍ରୀମନ୍ଦିର ଆଖପାଖ ଅଞ୍ଚଳ ସାରା ପୁରାତନ କୀର୍ତ୍ତିରାଜି ଭରି ରହିଛି। ଯେବେ ବି ଆମେ ଏଠି ଖନନ କରିବା କୀର୍ତ୍ତିରାଜି ମିଳିବ ହିଁ ମିଳିବ ବୋଲି ASI ଅଧିକ୍ଷକ କହିଛନ୍ତି।

Srimandir Corridor Project
ଶୁକସାରୀ ମନ୍ଦିର ପାଇଁ ଗୋଟେ ନିୟମ, ଶ୍ରୀମନ୍ଦିର ପାଇଁ ଅଲଗା ?

ସିଂହମୂର୍ତ୍ତିଟି ଆଜି ବି ସେମିତି ବାଲିମାଟିରେ ଲୋଟୁଥିବାବେଳେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ନେତା ସମ୍ବିତ୍ ପାତ୍ର ।

Srimandir Corridor Project
ଭଙ୍ଗା ସିଂହ ମୂର୍ତ୍ତି ସେମିତି ପଡ଼ିଥିବ ନା ସଂରକ୍ଷଣ ପାଇଁ ASI ହେପାଜତକୁ ନେବ?

ପୁରୀ ଏମାର୍‌ ମଠ ପରିସରରେ ଖୋଳାପୋତାରେ ଲୋଟୁଥିବା ଭଙ୍ଗା ଐତିହ୍ୟ ସିଂହର ଭବିଷ୍ୟତ କଣ? ତାହା ଏବେ ବି ଅସ୍ପଷ୍ଟ ଥିବାବେଳେ ଗତକାଲି ଏଏସ୍‌ଆଇ ଅଧିକାରୀ ଏହାକୁ ଗଙ୍ଗବଂଶ ରାଜତ୍ୱ ସମୟର ବୋଲି କହିବା ପରଠୁ ସୃଷ୍ଟି ହୋଇଛି ଆଲୋଡ଼ନ ।

ASI
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା, ASI ଅଧୀକ୍ଷକଙ୍କ ନାଁରେ ଏତଲା

କର୍ତ୍ତବ୍ୟ ଠିକ ଭାବେ ତୁଲାଇ ନଥିବା ଅଭିଯୋଗ କରି ଏତଲା

Srimandir Corridor Project
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ; ASI ଡିଜିଙ୍କଠୁ ଅନୁମତି ପାଇଁ ଅବଗତ କରିଥିଲେ ଏଏସ୍‌ଆଇ ଅଧିକାରୀ

ଶ୍ରୀମନ୍ଦିର ନିଷୋଧାଞ୍ଚଳରେ ନିର୍ମାଣ ଅନୁମତି ଦେବା ପାଇଁ ASI ଡିଜି ହେଉଛନ୍ତି ପ୍ରାଧିକୃତ କର୍ତ୍ତପକ୍ଷ । ତେଣୁ ASI ଡିଜିଙ୍କଠାରୁ ଅନୁମତି ଆଣିବା ପାଇଁ ଆବେଦନ କରିବାକୁ ବର୍ଷେ ତଳୁ ଅବଗତ କରିଥିଲେ ଏଏସ୍ଆଇ ଅଧିକାରୀ ।

Srimandir
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ମୁହାଁମୁହିଁ ପିନାକୀ-ସମ୍ବିତ ! ପୁଣି ଆଇନ୍‌ ପଢ଼ାଇଲେ ପୁରୀ ସାଂସଦ

ଏଏସ୍ଆଇର ବିନା ଅନୁମତିରେ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ବାରମ୍ବାର ବଦଳିଛି ଡିପିଆର । ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରେ ଖନନ ଯୋଗୁଁ ନଷ୍ଟ ହୋଇଥାଇପାରେ ଐତିହ୍ୟ କୀର୍ତ୍ତିରାଜି ।

ASI Srimandir
ASI ଖୋଲିଲା ରାଜ୍ୟ ସରକାରଙ୍କ ପୋଲ୍

ଶ୍ରୀମନ୍ଦିର ଐତିହ୍ୟ କରି଼ଡର ପ୍ରକଳ୍ପ ନିର୍ମାଣ ପ୍ରସଙ୍ଗରେ ASIର ପୋଲ୍‌ଖୋଲ୍ । କରିଡର୍ ପ୍ରକଳ୍ପ ନିର୍ମାଣ ପାଇଁ ନାହିଁ ପରମିଶନ୍ କି ଏନ୍ଓସି । ଏଏସ୍ଆଇ କି ଏନ୍‌ଏମ୍‌ଏ, ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ କାହାରି ନାହିଁ ଅନୁମତି । ଆଜି ହାଇକୋର୍ଟରେ ASI ସତ୍ୟପାଠ ଦାଖଲ କରି ଏହା ସ୍ପଷ୍ଟ କରିଛି ।

ASI
ଶ୍ରୀମନ୍ଦିର ଚାରିପାଖ ଅନୁଧ୍ୟାନ କଲା ASI, ହେଲେ ଉତ୍ତର ଦେବାକୁ କୁନ୍ଥୁ କୁନ୍ଥୁ

ଐତିହ୍ୟ କରିଡର୍ କାମ ସବୁ ନିୟମ ମୁତାବକ ହେଉଛି କି ? ବୋଲି ପ୍ରଶ୍ନରେ କେହି ଜଣେ ହେଲେ କିନ୍ତୁ ମୁହଁ ଖୋଲିନଥିଲେ ।

Puri Srimandir
ପୁରୀ ଗସ୍ତରେ ଯିବ ASI ଟିମ୍‌, କରିବ ତଦନ୍ତ !

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଥା ୧୦୦ ମିଟର ପରିଧି ଭିତରେ ନିର୍ମାଣ କାମକୁ ନେଇ ଯେଉଁ ବିବାଦ ଉପୁଜିଥିଲା, ତାର ତଦନ୍ତ କରିବା ନେଇ ଏଏସ୍‌ଆଇ ଟିମ୍‌ ପୁରୀ ଯିବ

Srimandir Corridor Project
ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କୁ ଅନୁମତି ଦେଇନି ASI

ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଲାଗି ନିଷିଦ୍ଧାଞ୍ଚଳରେ ନିର୍ଣାଣ ପାଇଁ ରାଜ୍ୟ ସରକାରଙ୍କୁ ଅନୁମତି ଦେଇନି ASI । ଏନେଇ ସୂଚନା ଅଧିକାର ଆଇନ ବଳରେ ସାମ୍ନାକୁ ଆସିଛି ତଥ୍ୟ ।

Mahisamardini Idol Emerges During ASI Dig In Sari Temple
ଖନନ ବେଳେ ମନ୍ଦିର ଗର୍ଭଗୃହରୁ ମିଳିଲା ମହିଷାମର୍ଦ୍ଦିନୀଙ୍କ ମୂର୍ତ୍ତି

ଶୁକଶାରୀ ମନ୍ଦିରର ପାର୍ଶ୍ୱରେ ଖନନ ବେଳେ ପୁଣି ଦେବା ଦେବୀଙ୍କ ମୂର୍ତ୍ତି ମିଳିଛି। ଶାରୀ ମନ୍ଦିର ପରିସରରୁ ଗତକାଲି ଆଉ ଏକ ମୂର୍ତ୍ତିକୁ ପ୍ରତ୍ନତତ୍ତ୍ୱ ବିଭାଗ ଠାବ କରିଛି। ଖନନ ସମୟରେ ମନ୍ଦିରର ଗର୍ଭଗୃହରୁ ଚାରିଭୁଜ ଥିବା ମହିଷାମର୍ଦ୍ଦିନୀଙ୍କ ମୂର୍ତ୍ତି ବାହାରିଛି। 

Chausathi Jogini Peeth
ଚଉଷଠି ଯୋଗିନୀ ପୀଠରେ ଅଦୃଶ୍ୟ ବାବାଙ୍କ ହୋମଯଜ୍ଞ, ଲୋକ ଭୟଭୀତ

ଏହି ବାବା ବେଶ ଥିବା ଲୋକ ମାନେ କିଏ ? କେଉଁ ଠାରୁ ଆସି ଏହି ପୀଠରେ ଫୁଲରେ ସଜାଇ ଯଜ୍ଞ କରୁଥିଲେ?

Lingaraj Temple
ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରରେ ଲାଗିବ ରୁପା କବାଟ

ମନ୍ଦିରରେ କଣ ସୁବିଧା ଅସୁବିଧା ଅଛି, ତାର ଅନୁଧ୍ୟାନ କରିଥିଲେ। ମନ୍ଦିରର ସଂରକ୍ଷଣ ଓ ପୁନରୁଦ୍ଧାର କାମର ଅଗ୍ରଗତି ନେଇ ଆଲୋଚନା କରାଯିବ ବୋଲି ବିଏମ୍‌ସି କମିଶନର କହିଛନ୍ତି। ସେ ସୂଚନା ଦେଇଛନ୍ତି, ମନ୍ଦିର ଓ ପ୍ରଭୁ ଲିଙ୍ଗରାଜଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ। ନାଟ ମଣ୍ଡପରେ ପାଣି ଗଳିବା ନେଇ ଚିନ୍ତାଜନକ ସ୍ଥିତି ନାହିଁ, କିନ୍ତୁ ମରାମତି ପାଇଁ ଅନୁମତି ମିଳିଛି।