ସବୁଦିନ ପରି ରେଡି ହୋଇ ଟିଫିନ ବକ୍ସ ନେଇ ସ୍କୁଲକୁ ଯାଇଥିଲେ ବିରେନ୍ । ଯେମିତି ପଢିବା କଥା ପାଠ ବି ପଢିଲେ । ମଧ୍ୟାହ୍ନ ବିରତିରେ ଘରୁ ଆଣିଥିବା ଟିଫିନ୍ ଖୋଲି ଖାଇବା ଆରମ୍ଭ କଲେ । ଠିକ୍ ସେତିକି ବେଳେ ତଳେ ପଡିଗଲେ। ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କଲେ ଡାକ୍ତର ।
ମୃତକଙ୍କ ମଧ୍ୟରେ ଜଣେ ୭ ବର୍ଷର ଶିଶୁ ରହିଥିବା ସୂଚନା ମିଳିଛି।
ହୋଟେଲରୁ ମୃତଦେହ ମିଳିବାକୁ ବିତିଲାଣି ୪ ଦିନ, ହେଲେ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ଉପରୁ ହଟୁନି ସସପେନ୍ସ। ଯଦି ଆତ୍ମହତ୍ୟା, ହୋଟେଲକୁ ଆସି ସୁଇସାଇଡର ରହସ୍ୟ କ'ଣ ?
କଳ୍ପନା ଛକ ନିକଟ ହୋଟେଲ୍ ଦୀପାଲି ଇଣ୍ଟରନ୍ୟାସନାଲରୁ ମିଳିଥିଲା ଶୁଭଲକ୍ଷ୍ମୀ ମୃତଦେହ । ଇତିମଧ୍ୟରେ ଘଟଣାକୁ ୪ ଦିନ ବିତିଯାଇଛି । କିନ୍ତୁ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ଉପରୁ ହଟୁନି ସସପେନ୍ସ ।