ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ପଡ଼ିବ ଭୋଟ । ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହେବ ଭୋଟିଂ ।
ଛତୁଆ ଦୁର୍ନୀତି ନେଇ ବିଧାନସଭା ଗୃହରେ ବିଧାୟକଙ୍କ ଉଦବେଗ ପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ।
ବିଜେଡିର ୨ ବିଧାୟକ ବାଚସ୍ପତିଙ୍କ ପୋଡ଼ିୟମ ଉପରେ ଚଢ଼ିଯାଇଥିଲେ। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ସୋର ବିଧାୟକ ମାଧବ ଧଡ଼ା ଓ ଦେବଗଡ଼ ବିଧାୟକ ରୋମାଞ୍ଚ ବିଶ୍ବାଳ ଚଢ଼ିଯାଇଥିଲେ।
ମଞ୍ଚେଶ୍ୱର ଚାଉଳ ଗୋଦାମଠାରେ ଏହି ଏଟିଏମ୍କୁ ଉଦ୍ଘାଟନ କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଯଦି ଏବେ ସେମିତି କେହି ଦୁର୍ନୀତି କରନ୍ତି ସେମାନଙ୍କ ବିରୁଦ୍ଧରେ ହେବ କାର୍ଯ୍ୟାନୁଷ୍ଠାନ। ଯାହାକୁ ନେଇ ରାଜନୈତିକ ବୟାନ ବାଜି ଜୋର୍ ଧରିଛି।
୨୦୧୯ ବିଧାନସଭା ଶେଷ ହେଲା । ଏଥିସହିତ ଶେଷ ହେବାକୁ ଯାଉଛି କିଛି ବର୍ଷୀୟାନ ରାଜନେତାଙ୍କ ରାଜନୈତିକ କ୍ୟାରିୟର୍। ଏନେଇ ଭାବ ବିହ୍ୱଳ ହୋଇ ଯାଇଛନ୍ତି କିଛି ନେତା ।
ରାଜ୍ୟର ମହିଳା ଓ ଯୁବକ ବିଜେପି ସପକ୍ଷରେ ଅଛନ୍ତି । ଏଠି ଜଣେ ସୁପର୍ ସିଏମ୍ ସରକାର ଚଳାଉଥିବା ଲୋକେ ଜାଣିଲେଣି ବୋଲି କହିଛନ୍ତି ବିଜୟପାଲ ସିଂ ।
୨୬ଟି କାର୍ଯ୍ୟ ଦିବସ ବାକି ଥାଇ ସରିଗଲା । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କଂଗ୍ରେସ ଏହାକୁ ଦୁର୍ଭାଗ୍ୟ ବୋଲି କହିଛି ।
ନିର୍ଦ୍ୱନ୍ଦରେ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲିକ।
5T ସଚିବଙ୍କ ଗସ୍ତକୁ ଯଥାର୍ଥ ଦର୍ଶାଇ ବିରୋଧୀ ଉଠାଇ ଆସିଥିବା ଗୋଟି ଗୋଟି ପ୍ରଶ୍ନର ଉତ୍ତର ରଖିଥିଲେ ନବୀନ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଏ । କୋଭିଡ ପୂର୍ବରୁ ସିଏମ୍ଓ ଭୁବନେଶ୍ୱରରେ ଅଭିଯୋଗ ଶୁଣୁଥିଲା । କୋଭିଡ ଯୋଗୁ ପ୍ରାୟ ୨ ବର୍ଷ ହେବ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଲା ।
ଏଭଳି ନିୟମ କଥା ଶୁଣି ଆପଣ ଚମକି ପଡ଼ିଥିବେ । ଆଉ ଭାବୁଥିବେ ଯେଉଁଠି ସାରା ରାଜ୍ୟର ନେତା ଏକାଠି ହେବେ ସେଠି ହଙ୍ଗାମା କେମିତି ବା ନହେବ । ହୋହଲ୍ଲା କେମିତି ବା ନହେବ । ଆଜ୍ଞା ହଁ । ଆଶ୍ଚର୍ଯ୍ୟ ଲାଗିଲେ ବି ଆମ କଥା ସତ । ଉତ୍ତର ପ୍ରଦେଶ ବିଧାନସଭାରେ ଏଭଳି ଏକ ନିୟମ ଲାଗୁ କରାଯାଇଛି ।
ଆନ୍ଧ୍ର ସରକାରଙ୍କ ପକ୍ଷରୁ କୋଟିଆରେ ରାସ୍ତା ନିର୍ମାଣ ଭଳି କିଛି ଘଟଣା ଦୃଷ୍ଟି ଗୋଚର ହୋଇନି । ଏଭଳି କିଛି ଘଟିଲେ ସରକାରଙ୍କ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ରାଜସ୍ୱମନ୍ତ୍ରୀ ।
ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟିର ସୁପାରିଶ । ପୂର୍ବତନ ବିଧାୟକଙ୍କ ପେନ୍ସନ୍ ଲକ୍ଷେ କରିବାକୁ ବି କମିଟି ପକ୍ଷରୁ ପ୍ରସ୍ତାବ ।
ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।
ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।
ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ, ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।
ଖରାଦିନକୁ ପେଟେ ପଖାଳ ନାଦି ଦେଇ ବିଧାନସଭା ଭିତରେ ଶୋଇ ପଡ଼ିଲେ ଭାଲୁ ଭାଇ। ନାରଣ ଇଏ ପା’ ଇଲେକ୍ସନରେ ଖଟି ଖଟି ଥକି ପଡ଼ିଛନ୍ତି। ତେଣୁ ଟିକିଏ ଥଣ୍ଡାରେ ବସିଲେ ଆଖି ଖାଲି ଝାଙ୍କି ଦେଉଛି, ସେପଟେ ବିଷ୍ଣୁ ଭାଇ ଯେତେ ପାଟିକଲେ ବି ଭାଲୁ ଭାଇଙ୍କ ନିଦ ଭାଙ୍ଗୁନି, ଦେଖୁନାହାନ୍ତି କେତେ ନିଦରେ ଅଛନ୍ତି ଭାଲୁ ଭାଇ...
ଗୋଟିଏ ପଟେ ଶ୍ରୀମନ୍ଦିର ଚାରିପଟେ କାହା ଆଦେଶରେ ଖନନ କାର୍ଯ୍ୟ ଚାଲିଛି ବୋଲି ବିଜେପି ପ୍ରଶ୍ନ ଉଠାଇ ସରକାରଙ୍କୁ ଘାଇଲା କରିଥିବା ବେଳେ କଂଗ୍ରେସ ଖଣି ଦୁର୍ନୀତି କଥା ଉଠାଇଛି । ରାଜ୍ୟରୁ ଖଣି ଚୋରି ହୋଇଥିବା କହି ସରକାରଙ୍କୁ ଜୋରଦାର ଆଟାକ୍ କରିଛି କଂଗ୍ରେସ ।
ସର୍ବାଧିକ ୧ ହଜାର ଲୋକଙ୍କୁ ନେଇ ହୋଇପାରିବ ନିର୍ବାଚନୀ ସଭା । ସର୍ବାଧିକ ୫ ଶହ ଲୋକଙ୍କୁ ନେଇ ହୋଇପାରିବ ଇଣ୍ଡୋର ସଭା । ୨୦ ଜଣଙ୍କୁ ନେଇ କରାଯାଇ ପାରିବ ଘରକୁ ଘର ବୁଲି ପ୍ରଚାର ।
ତେବେ ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ବିଧାନସଭାରେ ବିରୋଧୀ ହୋ-ହଲ୍ଲା କରିଥିଲେ । ମମିତାଙ୍କୁ ନ୍ୟାୟ ଦାବି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଗୃହରେ ହୋ-ହଲ୍ଲା ଜାରି ରହିଥିଲା । ଗତକାଲି ଅଷ୍ଟମ ଦିନରେ ମଧ୍ୟ ବିରୋଧୀ ଘଣ୍ଟ ବାଡ଼େଇ ପ୍ରତିବାଦ କରିଥିଲେ ।
ଆଜିବି ଚାଲିପାରିଲାନି ବିଧାନସଭା ଗୃହ । ପ୍ଲାକାର୍ଡ ଧରି ବିରୋଧ କରିଛନ୍ତି ବିରୋଧୀ ।
ମମିତା ହତ୍ୟା ମାମଲାରେ ମୋହନ ମାଝୀଙ୍କ ପ୍ରଶ୍ନରେ ଦିବ୍ୟଶଙ୍କରଙ୍କ ଉତ୍ତର । ମୁଖ୍ୟମନ୍ତ୍ରୀଙ୍କୁ ପଚରାଯାଇଥିବା ପ୍ରଶ୍ନର ଲିଖିତ ଉତ୍ତର ଦେଲେ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ।
ପ୍ରଥମ ଦିନ ପ୍ରବେଶ ପଥରେ ତାଲା ମାରିଲେ । ଦ୍ୱିତୀୟ ଦିନ ବ୍ୟାନର୍ ଓ ପୋଷ୍ଟର ଦେଖାଇଲେ । ତୃତୀୟ ଦିନ ବିଜେପି ଗୋବର ଓ ଗଙ୍ଗା ପାଣି ଛିଞ୍ଚିଲା । ଆଉ ତାପରେ ମମିତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବିବୃତି ଦେଲେ ।