• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Assembly

Odisha Assembly
ଶେଷ ହେଲା ୨୦୧୯ ବିଧାନସଭା ଅଧିବେଶନ

୨୦୧୯ ବିଧାନସଭା ଶେଷ ହେଲା । ଏଥିସହିତ ଶେଷ ହେବାକୁ ଯାଉଛି କିଛି ବର୍ଷୀୟାନ ରାଜନେତାଙ୍କ ରାଜନୈତିକ କ୍ୟାରିୟର୍। ଏନେଇ ଭାବ ବିହ୍ୱଳ ହୋଇ ଯାଇଛନ୍ତି କିଛି ନେତା ।

Vijay Pal Singh Tomar
'ଓଡ଼ିଶାରେ ୮୦ ବିଧାନସଭା, ୧୬ ଲୋକସଭା ଆସନ ଜିତିବ ବିଜେପି'

ରାଜ୍ୟର ମହିଳା ଓ ଯୁବକ ବିଜେପି ସପକ୍ଷରେ ଅଛନ୍ତି । ଏଠି ଜଣେ ସୁପର୍ ସିଏମ୍ ସରକାର ଚଳାଉଥିବା ଲୋକେ ଜାଣିଲେଣି ବୋଲି କହିଛନ୍ତି ବିଜୟପାଲ ସିଂ ।

Assembly
ସରିଗଲା ବିଧାନସଭାର ଶୀତ ଅଧିବେଶନ, ବାକି ରହିଗଲା ୨୬ କାର୍ଯ୍ୟ ଦିବସ

୨୬ଟି କାର୍ଯ୍ୟ ଦିବସ ବାକି ଥାଇ ସରିଗଲା । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି କଂଗ୍ରେସ ଏହାକୁ ଦୁର୍ଭାଗ୍ୟ ବୋଲି କହିଛି ।

Saluga Pradhan became the vice-president
ସାଲୁଗା ହେଲେ ଉପବାଚସ୍ପତି, ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲ୍ଲିକ

ନିର୍ଦ୍ୱନ୍ଦରେ ଉପବାଚସ୍ପତି ହେଲେ ସାଲୁଗା ପ୍ରଧାନ । ଏନେଇ ବିଧିବଦ୍ଧ ଭାବେ ଘୋଷଣା କଲେ ବାଚସ୍ପତି ପ୍ରମିଳା ମଲିକ।

CM Naveen Patnaik
ବିଧାନସଭାରେ 5T ସଚିବ ଝଡ଼

5T ସଚିବଙ୍କ ଗସ୍ତକୁ ଯଥାର୍ଥ ଦର୍ଶାଇ ବିରୋଧୀ ଉଠାଇ ଆସିଥିବା ଗୋଟି ଗୋଟି ପ୍ରଶ୍ନର ଉତ୍ତର ରଖିଥିଲେ ନବୀନ।

Odisha Chief Minister
ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ; ବିରୋଧୀ କଲେ ହଟ୍ଟଗୋଳ

ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର ସର୍ବଦା ଲୋକଙ୍କ ସମସ୍ୟା ସମାଧାନକୁ ଗୁରୁତ୍ୱ ଦିଏ । କୋଭିଡ ପୂର୍ବରୁ ସିଏମ୍‌ଓ ଭୁବନେଶ୍ୱରରେ ଅଭିଯୋଗ ଶୁଣୁଥିଲା । କୋଭିଡ ଯୋଗୁ ପ୍ରାୟ ୨ ବର୍ଷ ହେବ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଲା ।

UP Assembly
ଏଣିକି ବିଧାନସଭାରେ ମୋବାଇଲ ମନା ! କାଗଜପତ୍ର ଫିଙ୍ଗିପାରିବେନି କି ହୋହଲ୍ଲା କରିପାରିବେନି

ଏଭଳି ନିୟମ କଥା ଶୁଣି ଆପଣ ଚମକି ପଡ଼ିଥିବେ । ଆଉ ଭାବୁଥିବେ ଯେଉଁଠି ସାରା ରାଜ୍ୟର ନେତା ଏକାଠି ହେବେ ସେଠି ହଙ୍ଗାମା କେମିତି ବା ନହେବ । ହୋହଲ୍ଲା କେମିତି ବା ନହେବ । ଆଜ୍ଞା ହଁ । ଆଶ୍ଚର୍ଯ୍ୟ ଲାଗିଲେ ବି ଆମ କଥା ସତ । ଉତ୍ତର ପ୍ରଦେଶ ବିଧାନସଭାରେ ଏଭଳି ଏକ ନିୟମ ଲାଗୁ କରାଯାଇଛି ।

Pramila mallick
କୋଟିଆରେ ଅନୁପ୍ରବେଶ କରୁଛି ଆନ୍ଧ୍ର, ହେଲେ ସରକାରଙ୍କ ପାଖରେ ନାହିଁ ଖବର

ଆନ୍ଧ୍ର ସରକାରଙ୍କ ପକ୍ଷରୁ କୋଟିଆରେ ରାସ୍ତା ନିର୍ମାଣ ଭଳି କିଛି ଘଟଣା ଦୃଷ୍ଟି ଗୋଚର ହୋଇନି । ଏଭଳି କିଛି ଘଟିଲେ ସରକାରଙ୍କ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ରାଜସ୍ୱମନ୍ତ୍ରୀ ।

MLA Salary
MLAଙ୍କ ଦରମା ଲକ୍ଷେରୁ ଅଢେଇ ଲକ୍ଷକୁ ବୃଦ୍ଧି ଦାବି, ଏହା କେତେ ଜରୁରୀ ?

ବିଧାନସଭା କାର୍ଯ୍ୟ ପରାମର୍ଶଦାତା କମିଟିର ସୁପାରିଶ । ପୂର୍ବତନ ବିଧାୟକଙ୍କ ପେନ୍‌ସନ୍ ଲକ୍ଷେ କରିବାକୁ ବି କମିଟି ପକ୍ଷରୁ ପ୍ରସ୍ତାବ ।

Bishnu Sethi
ପୁଣି ଗୃହରେ ଉଠିଲା କୋଟିଆ ପ୍ରସଙ୍ଗ, ବିଷ୍ଣୁ ସେଠି କହିଲେ ଆମ ସାହିତ୍ୟ-ସଂସ୍କୃତି ସୁରକ୍ଷିତ ନୁହେଁ

ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।

Truck Terminal
ଡ୍ରାଇଭରଙ୍କ ପାଇଁ ଖୁସି ଖବର ! ପ୍ରତି ଶହେ କିଲୋମିଟରରେ ହେବ ଟ୍ରକ୍‌ ଟର୍ମିନାଲ, ସରିଲାଣି ଜମି ଚିହ୍ନଟ

ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।

OdishaAssembly
କାଲିଠୁ ବିଧାନସଭା ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ, ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।

Bhalu Bhaina Dozing Off In Assembly - OTV News Fuse
ପେଟେ ପଖାଳ ନାଦି ଦେଇ ଗୃହରେ ଶୋଇ ପଡ଼ିଲେ ଭାଲୁ ଭାଇ...

ଖରାଦିନକୁ ପେଟେ ପଖାଳ ନାଦି ଦେଇ ବିଧାନସଭା ଭିତରେ ଶୋଇ ପଡ଼ିଲେ ଭାଲୁ ଭାଇ। ନାରଣ ଇଏ ପା’ ଇଲେକ୍ସନରେ ଖଟି ଖଟି ଥକି ପଡ଼ିଛନ୍ତି। ତେଣୁ ଟିକିଏ ଥଣ୍ଡାରେ ବସିଲେ ଆଖି ଖାଲି ଝାଙ୍କି ଦେଉଛି, ସେପଟେ ବିଷ୍ଣୁ ଭାଇ ଯେତେ ପାଟିକଲେ ବି ଭାଲୁ ଭାଇଙ୍କ ନିଦ ଭାଙ୍ଗୁନି, ଦେଖୁନାହାନ୍ତି କେତେ ନିଦରେ ଅଛନ୍ତି ଭାଲୁ ଭାଇ...

Taraprasad Bahinipati
ଖଣି-ପାଣିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ

ଗୋଟିଏ ପଟେ ଶ୍ରୀମନ୍ଦିର ଚାରିପଟେ କାହା ଆଦେଶରେ ଖନନ କାର୍ଯ୍ୟ ଚାଲିଛି ବୋଲି ବିଜେପି ପ୍ରଶ୍ନ ଉଠାଇ ସରକାରଙ୍କୁ ଘାଇଲା କରିଥିବା ବେଳେ କଂଗ୍ରେସ ଖଣି ଦୁର୍ନୀତି କଥା ଉଠାଇଛି । ରାଜ୍ୟରୁ ଖଣି ଚୋରି ହୋଇଥିବା କହି ସରକାରଙ୍କୁ ଜୋରଦାର ଆଟାକ୍‌ କରିଛି କଂଗ୍ରେସ ।

assembly odisha
୨୫ରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। 

VOTE
ପୁଣି ବଢ଼ିଲା କଟକଣା ଅବଧି, ହେବନି ରାଲି କି ରୋଡ୍‌ ସୋ

ସର୍ବାଧିକ ୧ ହଜାର ଲୋକଙ୍କୁ ନେଇ ହୋଇପାରିବ ନିର୍ବାଚନୀ ସଭା । ସର୍ବାଧିକ ୫ ଶହ ଲୋକଙ୍କୁ ନେଇ ହୋଇପାରିବ ଇଣ୍ଡୋର ସଭା । ୨୦ ଜଣଙ୍କୁ ନେଇ କରାଯାଇ ପାରିବ ଘରକୁ ଘର ବୁଲି ପ୍ରଚାର ।

Odisha Assembly
ଉତ୍ତର ରଖିପାରିଲେନି ସରକାର, ଶେଷରେ ୨୦ ଦିନ ଆଗରୁ ବିଧାନସଭା ବନ୍ଦ

ତେବେ ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ବିଧାନସଭାରେ ବିରୋଧୀ ହୋ-ହଲ୍ଲା କରିଥିଲେ । ମମିତାଙ୍କୁ ନ୍ୟାୟ ଦାବି ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଗୃହରେ ହୋ-ହଲ୍ଲା ଜାରି ରହିଥିଲା । ଗତକାଲି ଅଷ୍ଟମ ଦିନରେ ମଧ୍ୟ ବିରୋଧୀ ଘଣ୍ଟ ବାଡ଼େଇ ପ୍ରତିବାଦ କରିଥିଲେ । 

Ruckus In Assembly - Speaker SN Patro Adjourns House Till 4 PM
ମୁଁ ମମିତା ମେହେରର ହତ୍ୟାକାରୀ, ମୁଖ୍ୟମନ୍ତ୍ରୀ ମୋର ରକ୍ଷାକାର !

ଆଜିବି ଚାଲିପାରିଲାନି ବିଧାନସଭା ଗୃହ । ପ୍ଲାକାର୍ଡ ଧରି ବିରୋଧ କରିଛନ୍ତି ବିରୋଧୀ ।

Dibya Shankar Mishra
ମମିତା ହତ୍ୟା ଘଟଣା ନେଇ ଗୃହରେ ଉତ୍ତର ରଖିଲେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

ମମିତା ହତ୍ୟା ମାମଲାରେ ମୋହନ ମାଝୀଙ୍କ ପ୍ରଶ୍ନରେ ଦିବ୍ୟଶଙ୍କରଙ୍କ ଉତ୍ତର । ମୁଖ୍ୟମନ୍ତ୍ରୀଙ୍କୁ ପଚରାଯାଇଥିବା ପ୍ରଶ୍ନର ଲିଖିତ ଉତ୍ତର ଦେଲେ ଗୃହ ମନ୍ତ୍ରୀ ଦିବ୍ୟଶଙ୍କର ।

Assembly
୪ ଦିନ ହେଲା ଅଚଳ ବିଧାନସଭା, ସୋମବାର ଆସିବ ସୁପର ସାଇକ୍ଲୋନ୍‌

ପ୍ରଥମ ଦିନ ପ୍ରବେଶ ପଥରେ ତାଲା ମାରିଲେ । ଦ୍ୱିତୀୟ ଦିନ ବ୍ୟାନର୍ ଓ ପୋଷ୍ଟର ଦେଖାଇଲେ । ତୃତୀୟ ଦିନ ବିଜେପି ଗୋବର ଓ ଗଙ୍ଗା ପାଣି ଛିଞ୍ଚିଲା । ଆଉ ତାପରେ ମମିତା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବିବୃତି ଦେଲେ ।

Mamita meher Case
ଏତେ ସହଜରେ ବର୍ତ୍ତିପାରିବେନି ମନ୍ତ୍ରୀ ଦିବ୍ୟଶଙ୍କର, ଗୋଡ଼େ ଗୋଡ଼େ ଜଗିଛନ୍ତି ବିରୋଧୀ

ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିଜେପି ବିଧାୟକମାନେ କଳା ଗାମୁଛା ସହ ହାତରେ ପ୍ଲାକାର୍ଡ ଓ ବ୍ୟାନର୍ ଧରି ପ୍ରତିବାଦ କରିଥିଲେ । କଂଗ୍ରେସ ବିଧାୟକମାନେ ବି ଗୃହ ଭିତରେ ପୋଷ୍ଟର ଓ ବ୍ୟାନର୍ ଦେଖାଇ ହୋହଲ୍ଲା କରିଥିଲେ ।

bjp
ଏତେ ସହଜରେ ଲିଭିବନି ମମିତା ନିଆଁ ! DGPଙ୍କୁ ଭେଟିଲା କଂଗ୍ରେସ, BJP ଘେରିବ ବିଧାନସଭା

ମମିତା ମେହେର ହତ୍ୟା ମାମଲାରେ ଆନ୍ଦୋଳନକୁ ଜୋରଦାର କରିବ ବିଜେପି । ଆସନ୍ତା ୯ ତାରିଖରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିଧାନସଭା ଘେରାଉ ନିଷ୍ପତ୍ତି ନିଆଯାଇଛି

Mamita Meher Murder Case
ଦିବ୍ୟ ଶଙ୍କରଙ୍କୁ ଗୃହରେ ପୂରାଇ ନଦେବାକୁ ଦୁଆର ଜଗିଲା କଂଗ୍ରେସ୍, କଳା ଗାମୁଛା ଦେଖାଇଲା ବିଜେପି

ମମିତା ମାମଲାରେ ଦିବ୍ୟ ଶଙ୍କରଙ୍କୁ ଗୃହରେ ପୂରାଇ ନଦେବାକୁ ଦୁଆର ଜଗିଲା କଂଗ୍ରେସ୍ I କଳା ଗାମୁଛା ଓ ବ୍ୟାନର ଦେଖାଇ ବିଜେପିର ହୋହଲ୍ଲା I ଆବାସ୍ ସ୍କିମରେ କେନ୍ଦ୍ର ଅବହେଳା ଅଭିଯୋଗ ଆଣି ବିଜେଡିର କାଉଣ୍ଟର I

bishnu-sethi
ସର୍ବଦଳୀୟ ବୈଠକରେ ବିରୋଧୀଙ୍କୁ ଗୁରୁତ୍ୱ ନାହିଁ, ଅଧାରୁ ଉଠି ଆସିଲେ ବିଷ୍ଣୁ ସେଠି

ପ୍ରଥମ ଦିନ ଅପରାହ୍ନ ୫ଟାରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବ । ମୁଲତବୀ ପ୍ରସ୍ତାବ ୯୦ ମିନିଟର ରହିବ । ବିରୋଧୀଙ୍କ ପାଇଁ ୫୫ ମିନିଟ୍ ଥିବା ବେଳେ ମନ୍ତ୍ରୀଙ୍କ ଉତ୍ତର ସହ ଶାସକ ଦଳଙ୍କ ପାଇଁ ୩୫ ମିନିଟ୍ ସମୟ ଧାର୍ଯ୍ୟ କରାଯାଇଛି ।

No To Ruckus Inside Assembly
ବିଧାୟକଙ୍କୁ ବାରଣ: ନା ପାଟିତୁଣ୍ଡ କରିପାରିବେ, ନା କରିବେ ହଟ୍ଟଗୋଳ

ବିଧାନସଭା ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ପ୍ରସ୍ତୁତ କରାଯାଇଛି.. ପ୍ରଶ୍ନକାଳ ବେଳେ, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କୌଣସି ବିଧାୟକ ଗୃହରେ ପାଟିତୁଣ୍ଡ, ହୋହାଲ୍ଲା କି ହଟ୍ଟଗୋଳ କରିପାରିବେନି..