ଅନ୍ୟପଟେ ବିଧାନସଭା କାର୍ଯ୍ୟସୂଚୀ ଅନୁସାରେ ୪ ତାରିଖରେ ଚଳିତ ଅଧିବେଶନ ଶେଷ ହେବାକୁ ଥିବା ବେଳେ, କୌଣସି ବେସରକାରୀ କାର୍ଯ୍ୟ ଦିବସ ରହିନଥିବାରୁ ଆଜି ବିଧାନସଭା ଶେଷ ହୋଇପାରେ ବୋଲି ଆଶା କରାଯାଉଛି ।
କାଲିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ। ସରକାରଙ୍କୁ ଘେରିବା ପାଇଁ ବିଜେପି -କଂଗ୍ରେସର ଷ୍ଟ୍ରାଟେଜୀ। ଶାସକ ଦଳ ବି ମୁକାବିଲା ପାଇଁ ପ୍ରସ୍ତୁତ।