ସିଏମ୍ଓ ୱେବ୍ସାଇଟ୍ରେ ସମସ୍ତ ମନ୍ତ୍ରୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ତାଲିକା ଉପଲବ୍ଧ ହୋଇଛି। ୨୦୨୧ ମସିହା ଡିସେମ୍ବର ୩୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ମୋଟ୍ ସମ୍ପତ୍ତିର ପରିମାଣ ୬୪ କୋଟି ୯୭ ଲକ୍ଷ ୮୯ ହଜାର ୨୨୦ ଟଙ୍କା ବୋଲି ତାଲିକାରେ ଦର୍ଶାଯାଇଛି।