• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Astrology

Daily Horoscope
Daily Horoscope 20th June 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତ୍ତାରେ ଭଲ ପରାମର୍ଶ ପାଇବେ । ଖଣିଜ, ଧାତବ ଦ୍ରବ୍ୟ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।

Panchang
Today Panchang 20th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୨୦ ତାରିଖ ରବିବାର । ଚନ୍ଦ୍ର- ମେଷ ପ୍ରାତଃ ୦୬.୧୧ ଗତେ ବୃଷ । ତିଥି – ୧୦ମୀ ଦିବା ୧୨.୧୩ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର , ପ୍ରାତଃ ୦୬.୧୧ ଗତେ ବିଛା ରାଶିର । ଘାତବାର – ମେଷ ରାଶିର । ପୁଷ୍କର ଦୋଷ– ୨ପାଦ-କୃଷି ଓ ବଂଶ ହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୫୩ ଗତେ ୧ପାଦ-କୃଷିହାନି-ଭୂମିଦାନ ।

Daily Horoscope
Daily Horoscope 19th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ଚକ୍ଷୁରେ ସାମାନ୍ୟ କଷ୍ଟ ଅନୁଭବ କରିବେ । ନିଜ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଅନୁଜନଙ୍କ ଠାରୁ ଆଦର ସମ୍ମାନ ମିଳିବ । ଆଧ୍ୟାତ୍ମିକ ପଥର ପଥିକ ହେବେ ।

Panchang
Today Panchang 19th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୯ ତାରିଖ ଶନିବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ୯ମୀ ଦିବା ୦୨.୪୨ ଗତେ ୧୦ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର – ବୃଷ,ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ– ୧ପାଦ-କୃଷିହାନି-ଭୂମିଦାନ ରାତ୍ରି ୧୨.୩୭ ଗତେ ୨ପାଦ-କୃଷି ଓ ବଂଶ ହାନି-ଭୂମି ଓ ତିଳକାଞ୍ଚନ ଦାନ ।

Panchang
Today Panchang 18th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୮ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି – ୮ମୀ ସନ୍ଧ୍ୟା ୦୫.୦୨ ଗତେ ୯ମୀ । ଘାତଚନ୍ଦ୍ର- ମେଷ ରାଶିର ଅହୋରାତ୍ର । ଘାତବାର –  ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ– ନାସ୍ତି । 

Daily Horoscope
Daily Horoscope 17th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ବୃତ୍ତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

Panchang
Today Panchang 17th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୭ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୦୩.୩୮ ଗତେ ମେଷ । ତିଥି – ୭ମୀ ସନ୍ଧ୍ୟା ୦୭.୦୯ ଗତେ ୮ମୀ । ଘାତଚନ୍ଦ୍ର- ଧନୁ ରାଶିର, ରାତ୍ରି ୦୩.୩୮ ଗତେ ମେଷ ରାଶିର । ଘାତବାର – ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ– ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ସନ୍ଧ୍ୟା ୦୭.୦୯ ପର୍ଯ୍ୟନ୍ତ ।

Daily Horoscope
Daily Horoscope 16th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ଆର୍ଥିକ ସମସ୍ୟା ଦୂର ହୋଇଯିବ । ଆପଣଙ୍କ କାର୍ଯ୍ୟ ପାଇଁ ଅନ୍ୟମାନଙ୍କ ଉପରେ ଅଧିକ ନିର୍ଭର କରନ୍ତୁ ନାହିଁ । ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା ରହିଛି ।

Panchang
Today Panchang 16th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୬ ତାରିଖ ବୁଧବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି – ୬ଷ୍ଠୀ ରାତ୍ରି ୦୯.୦୨ ଗତେ ୭ମୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର । ଘାତବାର – କର୍କଟ ରାଶିର । ପୁଷ୍କର ଦୋଷ– ୧ପାଦ-କୁଟୁମ୍ବହାନି- ତିଳକାଞ୍ଚନ ଦାନ ପ୍ରାତଃ ୦୫.୪୬ ପର୍ଯ୍ୟନ୍ତ, ତା’ପରେ ରାତ୍ରି ୦୯.୦୨ ଗତେ ୧ପାଦ-ପଶୁସମ୍ପଦ ନାଶ-ଅନ୍ନଦାନ ।

Daily Horoscope
Daily Horoscope 15th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସନ୍ତାନଙ୍କ ପାଇଁ କୈାଣସି ମହତ୍ୱ ପୂର୍ଣ୍ଣ କାମ ହୋଇପାରେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ ।

Panchang
Today Panchang 15th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୫ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ରାତ୍ରି ୧୧.୫୭ ଗତେ ମୀନ । ତିଥି – ୫ମୀ ରାତ୍ରି ୧୦.୩୯ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର , ରାତ୍ରି ୧୧.୫୭ ଗତେ ଧନୁ ରାଶିର । ଘାତବାର – ମକର ରାଶିର । ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ପ୍ରାତଃ ୦୬.୧୬ ଗତେ ୨ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Weekly Horoscope
Weekly Horoscope From 14th July 2025 To 20th July 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ଆପଣ ନିଜର ଯୋଗ୍ୟତା ଓ କାର୍ଯ୍ୟ କୁଶଳତା ଦ୍ବାରା ଆଶାଠୁ ଅଧିକ ଲାଭ ପାଇବେ। ଛାତ୍ରମାନେ ଅଧ୍ୟୟନରେ ଆଗୁଆ ରହିବେ। ସ୍ବାସ୍ଥ୍ୟ ଭଲ ରହିବ। ଆୟର ଉତ୍ସ ବୃଦ୍ଧି ହେବାର ଯୋଗ ରହିଛି। ଯେଉଁ ଛାତ୍ରଛାତ୍ରୀ ବିଦେଶରେ ଉଚ୍ଚଶିକ୍ଷା ପାଇଁ ଇଚ୍ଛୁକ ସେମାନଙ୍କର ଆଶା ପୂରଣ ହୋଇପାରେ। ନୂଆ କାରବାରରେ ପୁଞ୍ଜି ଲଗାଇବା ପାଇଁ ଭାବି ପାରନ୍ତି।

Panchang
Today Panchang 14th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୪ ତାରିଖ ସୋମବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି – ୪ର୍ଥୀ ରାତ୍ରି ୧୨.୦୦ ଗତେ ୫ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର – ମିଥୁନ ରାଶିର । ପୁଷ୍କର ଦୋଷ – ନାସ୍ତି । 

Daily Horoscope
Daily Horoscope 13th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ବୈବାହିକ ଜୀବନ ପ୍ରେମ ପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା କରି ଆଶୀର୍ବାଦ ଲାଭକରିବେ । ବ୍ୟବସାୟୀ ମାନେ ବ୍ୟବସାୟ କ୍ଷେତ୍ରରେ ଅନେକ ଲାଭ ପାଇବେ ।

Panchang
Today Panchang 13th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୩ ତାରିଖ ରବିବାର । ଚନ୍ଦ୍ର- ମକର ସନ୍ଧ୍ୟା ୦୬.୫୩ ଗତେ କୁମ୍ଭ । ତିଥି – ୩ୟା ରାତ୍ରି ୦୧.୦୨ଗତେ ୪ର୍ଥୀ । ଘାତଚନ୍ଦ୍ର- ସିଂହ ରାଶିର , ସନ୍ଧ୍ୟା ୦୬.୫୩ ଗତେ ମିଥୁନ ଓ ମୀନ ରାଶିର । ଘାତବାର – ମେଷ ରାଶିର । ପୁଷ୍କର ଦୋଷ – ୧ପାଦ-କୃଷିହାନି-ଭୂମିଦାନ ।

Panchang
Today Panchang 12th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ। ଇଂରାଜୀ ୧୨ ତାରିଖ ଶନିବାର । ଚନ୍ଦ୍ର- ମକର ଅହୋରାତ୍ର । ତିଥି – ୨ୟା ରାତ୍ରି ୦୧.୪୬ ଗତେ ୩ୟା । ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର । ଘାତବାର – ବୃଷ , ସିଂହ ଓ କନ୍ୟା ରାଶିର । ପୁଷ୍କର ଦୋଷ – ୩ପାଦ - କୃଷି,ପଶୁ ଓ ବଂଶହାନି-ଭୂମି,ଅନ୍ନ ଓ ତିଳକାଞ୍ଚନ ଦାନ ପ୍ରାତଃ ୦୬.୩୬ ଗତେ ୨ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୬ ଗତେ ୧ପାଦ-କୃଷିହାନି-ଭୂମିଦାନ ।

Daily Horoscope
Daily Horoscope 11th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ – ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପ୍ରକଳ୍ପ ମିଳିବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ । ପ୍ରିୟଜନଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ ।

Panchang
Today Panchang 11th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୧ତାରିଖ ଶୁକ୍ରବାର ଚନ୍ଦ୍ର- ଧନୁ ଦିବା ୧୨.୦୭ ଗତେ ମକର ତିଥି- ପ୍ରତିପଦ ରାତ୍ରି ୦୨.୦୮ ଗତେ ୨ୟା ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର, ଦିବା ୧୨.୦୭ ଗତେ ସିଂହ ରାଶିର । ଘାତବାର- ବିଛା,ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ପ୍ରାତଃ ୦୫.୫୬ ଗତେ ୧ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୨.୦୮ ଗତେ ୨ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ।

Daily Horoscope
Daily Horoscope 10th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରମାଣ ଦେଇ ଆଗକୁ ବଢିବେ ।

Panchang
Today Panchang 10th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଆଷାଢ ଶୁକ୍ଳପକ୍ଷ । ଇଂରାଜୀରେ ୧୦ତାରିଖ ଗୁରୁବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ପୂର୍ଣ୍ଣିମା ରାତ୍ରି ୦୨.୦୬ ଗତେ ପ୍ରତିପଦ । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Daily Horoscope
Daily Horoscope 9th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

Panchang
Today Panchang 9th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଆଷାଢ ଶୁକ୍ଳପକ୍ଷ । ଇଂରାଜୀରେ ୦୯ତାରିଖ ବୁଧବାର । ଚନ୍ଦ୍ର- ଧନୁ ଅହୋରାତ୍ର । ତିଥି- ୧୪ଶୀ ରାତ୍ରି ୦୧.୩୭ ଗତେ ପୂର୍ଣ୍ଣିମା । ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର । ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ନାସ୍ତି

Daily Horoscope
Daily Horoscope 8th July 2025: ଆଜି ଏହି ରାଶିରେ ହେବ ବଡ଼ ପରିବର୍ତ୍ତନ, ମିଳିପାରେ ଶୁଭ ଖବର; ଜାଣନ୍ତୁ ଆପଣଙ୍କ ରାଶିଫଳ...

ଅଶ୍ୱନୀ- ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଅର୍ଥଲାଭର ଯୋଗ ରହିଥିଲେ ମଧ୍ୟ ଅର୍ଥଭାବକୁ ପୂରଣ କରିବାକୁ ଅସମର୍ଥ ହେବେ ।

Panchang
Today Panchang 8th July 2025: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ....

ସୈାର ମିଥୁନ ମାସ ଆଷାଢ ଶୁକ୍ଳପକ୍ଷ । ଇଂରାଜୀରେ ୦୮ତାରିଖ ମଙ୍ଗଳବାର । ଚନ୍ଦ୍ର- ବିଛା ରାତ୍ରି ୦୩.୧୪ ଗତେ ଧନୁ । ତିଥି- ୧୩ଶୀ ରାତ୍ରି ୧୨.୩୮ ଗତେ ୧୪ଶୀ । ଘାତଚନ୍ଦ୍ର- ରାତ୍ରି ୦୩.୧୪ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

Weekly Horoscope
Weekly Horoscope From 7th July 2025 To 13th July 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ଆର୍ଥିକ ସ୍ଥିତିରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା। ଘରର ସୁଖ ସମୃଦ୍ଧି ବୃଦ୍ଧି ହେବାର ସମ୍ଭାବନା। ଦାମ୍ପତ୍ୟ ଜୀବନରେ ସୁଖ ସୌହାର୍ଦ୍ଦ୍ୟ ବଢ଼ିବ। ପେସାଦାର ବ୍ୟବସାୟୀଙ୍କ ଲାଗି ବହୁତ ଭଲ ସୁଯୋଗ ଅପେକ୍ଷା କରି ରହିଛି। ଛାତ୍ରଛାତ୍ରୀଙ୍କୁ ଲେଖାପଢ଼ାରେ ଭଲ ପରିଣାମ ହାସଲ ହେବ। ପ୍ରାତଃ ଭ୍ରମଣ କରନ୍ତୁ ସ୍ବାସ୍ଥ୍ୟ ଭଲ ରହିବ।