ଡିସେମ୍ବର ମାସ ୧୧ ତାରିଖ, ଶନିବାର, କନ୍ୟା ୨୬ ଦିନ, ମାର୍ଗଶିର ମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ଚନ୍ଦ୍ର । ଆଜି ବୃଷ, ସିଂହ, କନ୍ୟା ରାଶିର ଘାତବାର ,ମିଥୁନ, ମୀନ ରାଶିର ଘାତଚନ୍ଦ୍ର ।
ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟପରାଗ। ଏଥର ବଳୟ ସୂର୍ଯ୍ୟପରାଗ ଦେଖିବାକୁ ମିଳିବ। ରାଜସ୍ଥାନ ଓ ହରିୟାଣାରେ ସମ୍ପୂର୍ଣ୍ଣ ସୂର୍ଯ୍ୟପରାଗ ଦେଖିବାକୁ ମିଳିବ। ଓଡ଼ିଶାରେ ଏହା ଆଂଶିକ ଭାବେ ଦେଖାଦେବ। ଓଡ଼ିଶାରେ ବଳୟ ସୂର୍ଯ୍ୟପରାଗ ସକାଳ ୧୦ଟା ୧୫ରୁ ଆରମ୍ଭ ହୋଇ ଅପରାହ୍ଣ ୨ଟା ୨୦ରେ ଶେଷ ହେବ। ସୁନ୍ଦରଗଡ଼ରେ ୭୨ ପ୍ରତିଶତ ପରାଗ ଦୃଶ୍ୟମାନ ହେବାକୁ ଥିବାବେଳେ ମାଲକାନଗିରିରେ ଏହା ୬୦ ପ୍ରତିଶତ ଦୃଶ୍ୟମାନ ହେବ। ରାଜଧାନୀ ଭୁବନେଶ୍ୱରରେ ଏହା ୬୫ ପ୍ରତିଶତ ଦୃଶ୍ୟମାନ […]