• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Astronaut

Indian Astronaut Shubhanshu Shukla
Indian Astronaut Shubhanshu Shukla: ମହାକାଶ ବିଜ୍ଞାନ କ୍ଷେତ୍ରରେ ଆଉ ପାଦେ ଆଗେଇବ ଭାରତ, ମହାକାଶରେ ଯୋଗକରିବେ ଭାରତୀୟ ମହାକାଶଚାରୀ

ମହାକାଶ ବିଜ୍ଞାନ କ୍ଷେତ୍ରରେ ଆଉ ପାଦେ ଆଗେଇବ ଭାରତ । ନାସାରେ(NASA) ରାଜ୍ କରିବେ ଭାରତୀୟ । ୱିଙ୍ଗ କମାଣ୍ଡର ରାକେଶ ଶର୍ମାଙ୍କ ପରେ ମହାକାଶ ଯିବାପାଇଁ ଦ୍ଵିତୀୟ ସୁଯୋଗ ପାଇଛନ୍ତି ଭାରତର ସୁନାପୁଅ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା ।

William Anders dies
ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ ଆପୋଲୋ-୮ର ମହାକାଶଚାରୀ ୱିଲିୟମ ଆଣ୍ଡର୍ସ

ଟାକୋମାରେ ଟେଲିଭିଜନ୍ ଷ୍ଟେସନ୍ KCPQ-TV ରିପୋର୍ଟ ଅନୁଯାୟୀ, ମହାକାଶଚାରୀ ୱିଲିୟମ ଆଣ୍ଡର୍ସ ନିଜର ୱିଣ୍ଟେଜ୍‌ ଏୟାର ଫୋର୍ସ ସିଙ୍ଗିଲ୍ ଇଞ୍ଜିନ ଟି-୩୪ରେ ଉଡାଣ ଭରିଥିଲେ। ହଠାତ୍ ଏହା ଭାରସାମ୍ୟ ହରାଇ ତଳକୁ ଖସିପଡିଥିଲା। ଏହା ଯାଇ ସମୁଦ୍ର ଭିତରେ ପଡିଗଲା।

Sunita Williams
ତୃତୀୟ ଥର ପାଇଁ ମହାକାଶ ଯାଇ ଇତିହାସ ରଚିବେ ସୁନୀତା, ନାସା ଦେଲା ସୂଚନା

ମହାକାଶ ଯିବେ ସୁନୀତା ୱିଲିୟମ୍ସ । ତୃତୀୟ ଥର ପାଇଁ ସୁନୀତାଙ୍କୁ ମହାକାଶ ପଠାଉଛି ନାସା । ସୂଚନାଯୋଗ୍ୟ ସୁନୀତା ୱିଲିୟମ୍ସ ହେଉଛନ୍ତି ଭାରତୀୟ ବଂଶୋଭବ । ତାଙ୍କର ଗୋଟେ ଅଜବ ଅଭ୍ୟାସ ରହିଛି ।

Gaganyaan
କିଏ ଯିବେ ମହାକାଶ: ଘୋଷଣା ହୋଇପାରେ ଭାରତୀୟ ମହାକାଶଚାରୀଙ୍କ ନାଁ !

ଗଗନଯାନ ମିଶନକୁ ନେଇ ବଡ଼ ଅପଡେଟ୍ । ଆଜି ସାମ୍ନାକୁ ଆସିପାରେ ମହାକାଶ ଯିବାକୁ ଥିବା ୪ ଭାରତୀୟଙ୍କ ନାଁ । ଗଗନଯାନ ମିଶନ ପାଇଁ ପ୍ରଶିକ୍ଷିତ ୪ ପାଇଲଟଙ୍କ ନାଁ ଘୋଷଣା କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Indian Food
ମହାକାଶଚାରୀଙ୍କୁ ମହାକାଶରେ ଦିଆଯିବ ଭାରତୀୟ ଖାଦ୍ୟ, ଜାଣନ୍ତୁ ମେନୁ...

ISRO ମୁଖ୍ୟ ଏସ୍‌ ସୋମନାଥଙ୍କ କହିବାନୁଯାୟୀ, ମହାକାଶଚାରୀଙ୍କୁ ମିଶନ ସମୟରେ ଭାରତୀୟ ଖାଦ୍ୟ ପରଷାଯିବ । ହେଲେ ଧିରେ ଧିରେ ଏଥିପ୍ରତି ଅଧିକ ଯତ୍ନବାନ ହେବା ସହ ଏହାର ବିକଳ୍ପ ଚିନ୍ତା ମଧ୍ୟ କରାଯାଉଛି ।