ବାଲେଶ୍ୱର ବାହାନଗା ଭଳି ଦୁର୍ଘଟଣା ଏଡ଼ାଇବା ପାଇଁ ନୂଆ ବ୍ୟବସ୍ଥା ଅଣାଯାଇଛି । ରେଳ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଉଥିବା କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ରେଳ ବିକାଶ ପାଇଁ ଓଡ଼ିଶାକୁ ୬ଟି ପ୍ରକଳ୍ପ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହା ଓଡ଼ିଶାର ବିକାଶ ଧାରାକୁ ଆଗକୁ ନେବ।
ଭାରତରେ ବନ୍ଦ ହୋଇଯିବ କି ହ୍ୱାଟ୍ସଆପ୍ ? ଏବେ ଏମିତି ଆଶଙ୍କାକୁ ନେଇ ଚିନ୍ତାରେ ଭାରତୀୟ ହ୍ୱାଟ୍ସଆପ୍ ୟୁଜର୍ସ ।
ଓଡ଼ିଶାରେ ରେଳ ସ୍ୱପ୍ନକୁ ବର୍ଷ ବର୍ଷ ଧରି ଗୁରୁତ୍ବ ଦିଆଯାଉ ନଥିଲା । କିନ୍ତୁ ଗତ ୧୦ ବର୍ଷ ଭିତରେ ନରେନ୍ଦ୍ର ମୋଦିଙ୍କ ପ୍ରଧାନମନ୍ତ୍ରୀ ସମୟରେ ଓଡ଼ିଶାକୁ ୩ ବର୍ଷ ହେଲା ପ୍ରତି ବର୍ଷ ୧୦ ହଜାର କୋଟିର ଅନୁଦାନ ମିଳୁଛି।
ଆଜି ଦାୟିତ୍ବ ଗ୍ରହଣ କରୁଛନ୍ତି କେନ୍ଦ୍ର ମନ୍ତ୍ରିମଣ୍ଡଳ। ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଆଜି ନିଜ କାର୍ଯ୍ୟାଳୟକୁ ଯାଇ ଦାୟିତ୍ବ ନେଇଛନ୍ତି। ସେହିପରି ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଦାୟିତ୍ବ ସମ୍ଭାଳିଛନ୍ତି।
ମୋଦି କ୍ୟାବିନେଟର ୩ ଓଡ଼ିଆ ମନ୍ତ୍ରୀଙ୍କୁ ମିଳିଲା ବଡ଼ ବିଭାଗ । ରେଳ ସହ ସୂଚନା ପ୍ରସାରଣ ମନ୍ତ୍ରାଳୟ ପାଇଲେ ଅଶ୍ବିନୀ ବୈଷ୍ଣବ । ଶିକ୍ଷା ବିଭାଗ ବଜାୟ ରଖିଲେ ଧର୍ମେନ୍ଦ୍ର ପ୍ରଧାନ ।
ଆଜି ଦିନ ୧୦ଟାରେ ଦଶପଲ୍ଲା ରେଳ ଷ୍ଟେସନ ଉଦଘାଟିତ ହେବା ପରେ, ସେଠାରୁ ୪ଟି ଟ୍ରେନ୍ ଚଳାଚଳ କରିବ ।
କିଛି ଦିନ ତଳେ ଅଭିନେତ୍ରୀ ରଶ୍ମିକା ମାନ୍ଧାନା, ସାରା ତେନ୍ଦୁଲକର, କାଜୋଲ, କ୍ୟାଟ୍ରିନା କୈଫଙ୍କ ଭିଜୁଆଲକୁ ନେଇ ଡିପ୍ ଫେକ୍ କରାଯାଇଥିଲା ।
ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଥିବା ବେଳେ ଗୁରୁତରଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି ।
ମୃତକଙ୍କ ସଂଖ୍ୟା ନେଇ କଥା କଟାକଟି ହେଲେ ଦୁଇ ନେତା ।
ରେଳ ମନ୍ତ୍ରାଳୟରୁ ହଟିବାକୁ ଯାଉଛି ଭିଭିଆଇପି ସଂସ୍କୃତି। ବିଭାଗର କୌଣସି ଅଧିକାରୀଙ୍କ ଅଫିସ ଟେବୁଲ୍ ଉପରେ ଆଉ କଲିଂବେଲ୍ ବା ଘଣ୍ଟି ରହିବନି।
ଆଜି ମାଲକାନଗିରି ଜିଲ୍ଲା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମାଲକାନଗିରି ଡିଆର୍ଡିଏ କନ୍ଫରେନ୍ସ ହଲରେ ସେ ବିଭିନ୍ନ ଯୋଜନାର ସମୀକ୍ଷା କରିବେ ।
ରେଲୱେ କ୍ଷେତ୍ରରେ ରାଜ୍ୟକୁ ରେକର୍ଡ ଅନୁଦାନ ଏଥର ମିଳିଛି। ଯେତିକି ଅନୁଦାନ ମାଗିଥିଲେ, ମିଳିଛି ତାଠାରୁ ଯଥେଷ୍ଟ ଅଧିକ ଟଙ୍କା। ରାଜ୍ୟ ସରକାର ୭ହଜାର ୬ଶହ କୋଟି ଅନୁଦାନ ଦାବି କରିଥିବା ବେଳେ କେନ୍ଦ୍ର ଦେଇଛି ୯, ୭୩୪ କୋଟି ଟଙ୍କା
USFO ଯୋଜନାରେ ୬ ହଜାର ୪୬୬ କୋଟି ଟଙ୍କା ମଂଜୁର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପହଞ୍ଚ ଜିଲ୍ଲାଗୁଡ଼ିକରେ 4G ଇଣ୍ଟରନେଟ୍ ସେବା ପାଇଁ କ୍ୟାବିନେଟ ନିଷ୍ପତ୍ତି ସଂପର୍କରେ ଟେଲିକମ୍ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ।