ସାଂସଦ ଭାବେ ହେଉ ଅବା ବିରୋଧୀ ଦଳ ନେତା ଅବା ଦଳ ସଭାପତି କିମ୍ବା ପ୍ରଧାନମନ୍ତ୍ରୀ...ସବୁବେଳେ ସବୁ ପରିସ୍ଥିତିରେ ଅଟଳ ରହିବା ବି ତାଙ୍କୁ ଅନ୍ୟ ନେତାଙ୍କଠୁ ଭିନ୍ନ କରିଥିଲା।
ବାସ୍ତବରେ ଏହି ଭାଇରାଲ ଭିଡିଓ ୧୯୭୭ ମସିହା ଜନତା ପାର୍ଟିର ବିଜୟ ସମାବେଶର। ଏହି ଭିଡିଓରେ ବାଜପେୟୀ ଖୋଲାଖୋଲି ଭାବେ ପାଲେଷ୍ଟାଇନକୁ ସମର୍ଥନ କରୁଛନ୍ତି। ବାଜପେୟୀ କହୁଛନ୍ତି ’ ଆରବର ଯେଉଁ ଜମିକୁ ଇସ୍ରାଏଲ ଅଧିକୃତ କରି ରଖିଛି ତାହାକୁ ଖାଲି କରିବାକୁ ପଡ଼ିବ’।
ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂଣ୍ୟତିଥି। ସେ ତିନିଥର ଭାରତର ପ୍ରଧାନମନ୍ତ୍ରୀ ହୋଇଥିଲେ ।