ଏହି ସରକାରୀ ଯୋଜନା ଆପଣଙ୍କ ଓଠରେ ହସ ଫୁଟାଇବ । ଅଟଳ ପେନ୍ସନ୍ ଯୋଜନାରେ ଆପଣ ପ୍ରତିଦିନ ୭ଟଙ୍କା ସଞ୍ଚୟ କରି ମାସିକ ୫୦୦୦ ଟଙ୍କା ପେନ୍ସନ୍ ପାଇପାରିବେ ।
ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା ଶ୍ରମିକ ମାନଙ୍କୁ ନଜରରେ ରଖି ୧ ଜୁନ୍ ୨୦୧୫ ମସିହାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପେନସନ୍ ଯୋଜନା ଲାଗୁ କରିଥିଲେ ।