ଦଳ ଭର୍ତ୍ତି, ପଚା ପାଣି । ପୁରୀର ପ୍ରବେଶ ପଥ ଅଠରନଳାର ଏ କି ଅବସ୍ଥା?
ଦଳ ଭର୍ତ୍ତୀ..ପଚା ପାଣି..ପୁରୀର ପ୍ରବେଶ ପଥ ଅଠରନଳାର ଏ କି ଅବସ୍ଥା ? ଜଗନ୍ନାଥ ଧାମର ଅନ୍ୟତମ ପରିଚୟ ସ୍ଥଳରେ ଚାଲିଛି କି ପ୍ରକାର ସୌନ୍ଦର୍ଯ୍ୟକରଣ ?