ରାଜଧାନୀରେ ନିଦ ହଜାଇଥିବା ଏଟିଏମ ଲୁଟେରା ଗ୍ୟାଙ୍ଗକୁ କାବୁ କଲା କମିଶନରେଟ ପୋଲିସ। ଦୀର୍ଘ ଦେଢମାସର କସରତ ପରେ ଧରାପଡ଼ିଲେ ସମସ୍ତ ୮ ଅପରାଧୀ। ସବୁଠୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି, ଏହି ଗ୍ୟାଙ୍ଗକୁ ଚଳାଉଥିବା ୨ ମାଷ୍ଟରମାଇଣ୍ଡଙ୍କୁ ବି ରାଜ୍ୟ ବାହାରୁ ଆରେଷ୍ଟ କରିଛି ପୋଲିସ।
ଏଟିଏମ୍ ଲୁଟ୍ ନେଇ ଅଭିଯୋଗ ହେବା ପରେ କମିସନରେଟ୍ ପୋଲିସ୍ ତତ୍ପର ହୋଇଥିଲା। ଘଟଣାର ତଦନ୍ତ ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା। ପୋଲିସ୍ ଏଟିଏମ୍ କାଉଣ୍ଟରରେ ଲାଗିଥିବା ସିସିଟିଭିକୁ ଧରି ତଦନ୍ତ ଆରମ୍ଭ କରିଥିଲା। ଆଉ ଶେଷରେ ମୁଖ୍ୟ ଅଭିଯୁକ୍ତ ଦେବୀପାଖରେ ପହଞ୍ଚିଥିଲା ପୋଲିସ୍।
ଦେଢ ମାସ ତଳେ ରାଜଧାନୀ ଛାତି ଉପରେ ହୋଇଥିଲା ଏଟିଏମ୍ ଲୁଟ୍ । ଏଟିଏମ ତାଡ଼ି ଲୁଟି ନେଇଥିଲେ ଲୁଟେରା । ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ୍ ।
ଆଉ ତ୍ରାହି ମିଳୁନି ଏଟିଏମ୍ ଲୁଟେରାଙ୍କ ପାଖରୁ.... ଲକ୍ଷ ଲକ୍ଷ ଟଙ୍କାର ନୋଟ୍ ଭର୍ତ୍ତି ଥିବା ଏଟିଏମ୍ ଲୁଟ୍, ସତେଯେମିତି ପାଲଟିଛି ଲୁଟେରାଙ୍କ ବାଁ ହାତର ଖେଳ। ନା ସିସିଟିଭିର ଭୟ ରହୁଛି ନା ସାଇରନର। ଇଚ୍ଛା କଲେ ପଶିଯାଉଛନ୍ତି, ତଡ଼ାତଡ଼ି ନୁହଁ, ସିଧା ଟେକିନେଉଛନ୍ତି ପୁରା ଏଟିଏମ୍।
ଆଉ ତ୍ରାହି ମିଳୁନି ଏଟିଏମ୍ ଲୁଟେରାଙ୍କ ପାଖରୁ...ଲକ୍ଷ ଲକ୍ଷ ଟଙ୍କାର ନୋଟ୍ ଭର୍ତ୍ତି ଥିବା ଏଟିଏମ୍ ଲୁଟ୍, ସତେ ଯେମିତି ପାଲଟିଛି ଲୁଟେରାଙ୍କ ବାଁ ହାତର ଖେଳ। ନା ସିସିଟିଭିର ଭୟ ରହୁଛି ନା ସାଇରନର। ଇଚ୍ଛା କଲେ ପଶିଯାଉଛନ୍ତି, ତଡ଼ାତଡ଼ି ନୁହଁ, ସିଧା ଟେକିନେଉଛନ୍ତି ପୁରା ଏଟିଏମ୍।
ବ୍ୟାଙ୍କ କର୍ମଚାରୀ ବେଶରେ ଆସିଲେ, ତାଡିନେଲେ ATM । ଚୋରି ଅଟୋରେ ବୋହି ନେଲେ ଟଙ୍କା ଭର୍ତ୍ତି ଏଟିଏମ୍ ମେସିନ । ଟଙ୍କା ନେବା ପରେ ଗଙ୍ଗୁଆ ନାଳରେ ଭସାଇ ଚମ୍ପଟ୍ ଅଭିଯୁକ୍ତ ।
ଏଟିଏମକୁ ଟଙ୍କା ଉଠାଇବାକୁ ଗଲା ବେଳେ ମେସିନ୍ କାମ କରୁନି କି ? ଏଟିଏମ୍ ଭିତରେ କାର୍ଡ ଲାଖି ଯାଉଛି କି ? ଯଦି ଏମିତି ହେଉଛି, ତାହେଲେ ସାବଧାନ ହୋଇଯାଆନ୍ତୁ ।
ସ୍ପଷ୍ଟ ଦିବାଲୋକରେ ଏଟିଏମ୍ ଭ୍ୟାନରୁ ୧ କୋଟି ୬୭ ଲକ୍ଷ ଟଙ୍କା ଲୁଟି ନେଇଥିଲେ ୭ରୁ ୮ ଜଣ ମୁଖାପିନ୍ଧା ଡକାୟତ ।
ଅନ୍ଲାଇନ୍ ଗେମ୍ ଖେଳି ବିପୁଳ ଟଙ୍କା କ୍ଷତି ସହିଲେ, ଏହାର ଭରଣା ପାଇଁ ନିଜେ କାର୍ଯ୍ୟରତ ଏଟିଏମ୍ ଭ୍ୟାନ୍ ଲୁଟିବାକୁ ଚକ୍ରାନ୍ତ କଲେ ।
ATMରେ ଟଙ୍କା ଉଠାଇବା ବେଳେ ଆପଣ ଠାକାମୀର ଶିକାର ହୋଇପାରନ୍ତି । ଆପଣଙ୍କ ଟିକିଏ ଅସାବଧାନତା କାରଣରୁ ବ୍ୟାଙ୍କରୁ କଟିଯାଇପାରେ ଟଙ୍କା ।
ଆନ୍ତରାଜ୍ୟ ଲୁଟେରାଙ୍କ ଟାର୍ଗେଟରେ ବାଲେଶ୍ୱର । ଗୋଟିଏ ବର୍ଷ ଭିତରେ ୪ଟି ଏଟିଏମ ଲୁଟ କରି ପୋଲିସକୁ ଦେଇଛନ୍ତି ଖୋଲା ଚାଲେଞ୍ଜ ।
ଆମେ ଆଜି ଆପଣଙ୍କୁ ଯେଉଁ କାହାଣୀ କହିବୁ ତାହା କୌଣସି ଚୋରିର ନୁହେଁ, ବରଂ ଏଟିଏମ୍ ଚୋରମାନଙ୍କର ଏକ ଦୁର୍ଦ୍ଦଶାର କାହାଣୀ ।
ଦୁଇଟି ଯାକ ଲୁଟ୍ରେ ବାହାର ରାଜ୍ୟର ଲୁଟେରା ସାମିଲ ଥିବା ସନ୍ଦେହ କରାଯାଉଥିବା ବେଳେ ଏଯାଏଁ କିନ୍ତୁ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।
ମୁଖାପିନ୍ଧି ଆସିଲେ, ଟଙ୍କା ଟ୍ରଙ୍କ ଧରି ଚମ୍ପଟ ମାରିଲେ । ATM ଭ୍ୟାନ୍ କୁ ରାସ୍ତାରେ ଅଟକାଇ ନଗଦ ୧ କୋଟି ୭୩ ଲକ୍ଷ ଟଙ୍କା ଥିବା ଟ୍ରଙ୍କକୁ ଧରି ଦୁର୍ବୃତ୍ତ ସୀମାପାର୍ ଅଭିଯୋଗ ।
କଟକ ଜିଲ୍ଲା ତିଗିରିଆ ଥାନା ଗୋଡ଼ିଝରିଆ ନିକଟରେ ଆଜି କିଛି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଏଟିଏମ୍ରେ ଟଙ୍କା ଭରିବାକୁ ଯାଉଥିବା ଭ୍ୟାନ୍ରୁ ଟଙ୍କା ଭର୍ତ୍ତି ଟ୍ରଙ୍କ ଲୁଟି ନେଇଥିବା ଅଭିଯୋଗ ହୋଇଛି।
ନିଜେ ଜଗୁଆଳୀ ହିଁ ଲୁଟିନେଲେ ଟଙ୍କା । ନଭେମ୍ବର ୧୭ ତାରିଖ ସନ୍ଧ୍ୟା ୭.୫୦ରୁ ୮.୨୦ ମଧ୍ୟରେ ଅଭିଯୁକ୍ତ ଏଟିଏମରୁ ଟଙ୍କା ଚୋରି କରି ନେଇଛି ।
ଟଙ୍କା ଭର୍ତ୍ତି ATM ଭ୍ୟାନ୍କୁ ନେଇ ଫେରାର ହେଲା ଡ୍ରାଇଭର। ୫୭ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ନେଇ ଫେରାର ସୂଚନା।
ଭୁବନେଶ୍ୱର ଲିଙ୍ଗିପୁରରେ ଏଟିଏମ୍ ଉପାଡ଼ି ଲୁଟ୍ ଘଟଣାରେ ଗିରଫ ହୋଇଥିବା ୨ ଅଭିଯୁକ୍ତ ଖୋକନ ମୁଲ୍ଲା ଓ ମିଜାନୁର ରେହମାନ ମୁଲ୍ଲାଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ ପୋଲିସକୁ ଅନୁମତି ପ୍ରଦାନ କରିଛନ୍ତି ।
ଭୁବନେଶ୍ୱର ଲିଙ୍ଗିପୁରରେ ATM ଉପାଡ଼ି ଲୁଟ୍ ମାମଲାରେ ପୋଲିସ୍ର ଛାନ୍ଭିନ୍ ଜାରି ରହିଛି। ଗିରଫ ୨ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳରେ କ୍ରାଇମ୍ ରିକ୍ରିଏସନ୍ କରିଛି ପୋଲିସ। ସେମାନଙ୍କ ଲୁଟ୍ର ତରିକା ଜାଣିବାକୁ ଓ ଅଧିକ ପ୍ରମାଣ ଯୋଗାଡ଼ ପାଇଁ ଏହି ଡେମୋ ଚାଲିଛି।
ସିସିଟିଭି ସର୍ଭେଲାନ୍ସରେ ଥିବା ଏଟିଏମକୁ ଦୁର୍ବୃତ୍ତମାନେ କିଭଳି ଭାବେ ତାଡ଼ି ନେଇ ଲକ୍ଷାଧିକ ଟଙ୍କା ଲୁଟ୍ କରିବାରେ ସଫଳ ହେଲେ, ତାହା କମିଶନରେଟ୍ ପୋଲିସ୍ ପାଇଁ ଏକ ଖୋଲା ଚ୍ୟାଲେଞ୍ଜ ହୋଇଛି। ତେବେ ଏହି ଘଟଣାରେ ରାଜସ୍ଥାନରେ ହୋଇଥିବା ଏଟିଏମ୍ ଲୁଟ୍ ଘଟଣାର ଲିଙ୍କ୍ ଥିବା ସନ୍ଦେହ କରାଯାଉଛି।
ମଧ୍ୟରାତ୍ରୀରେ ଭୁବନେଶ୍ୱର ଲିଙ୍ଗିପୁର ଅଞ୍ଚଳରେ ଏକ SBI ଏଟିଏମ୍ରୁ ଏଭଳି ଲୁଟ୍ ହୋଇଛି । ମେସିନ୍ ଲୁଟ୍ ପରେ ସେଥିରୁ ସବୁ ଟଙ୍କା ନେଇ ଭଙ୍ଗା ମେସିନଙ୍କୁ ବି ଫିଙ୍ଗି ଦେଇଛନ୍ତି ଲୁଟେରା ।
ନୂଆ ତରିକାରେ ଶିଶୁପାଳଗଡ଼ ଇନ୍ଦିରାକଲୋନୀ ଏସବିଆଇ ଏଟିଏମ ଲୁଟ କରାଯାଇଛି । କେବଳ ଟଙ୍କା ନୁହେଁ ମେସିନ୍ ମଧ୍ୟ ନେଇ ପଳାଇ ଯାଇଛନ୍ତି ଲୁଟେରା ।
ବ୍ୟାଙ୍କ ଓ ଏଟିଏମ୍ ସୁରକ୍ଷାକୁ ନେଇ କମିଶନରେଟ ପୋଲିସକୁ ଚିନ୍ତା ଘାରିଛି। ଏଣିକି ବ୍ୟାଙ୍କ, ଏଟିଏମ୍ ସିକ୍ୟୁରିଟି ଅଡିଟ୍ କରିବା ପାଇଁ ପୋଲିସ ଆପଣାଇଛି ଷ୍ଟ୍ରାଟେଜି।
ଏଟିଏମ ଭ୍ୟାନରୁ ଲୁଟ ଘଟଣାର ପର୍ଦ୍ଦାଫାଶ । ଲୁଟେରାଙ୍କ ନାଁରେ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା କେନ୍ଦ୍ରାଞ୍ଚଳ ଆଇଜି ସୂଚନା ଦେଇଛନ୍ତି । ଏଥିସହ ଫେରାର ଲୁଟେରାଙ୍କୁ ଧରିବା ପାଇଁ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି ।
ଲୁଟେରାଙ୍କୁ ଫିଲ୍ମ ଷ୍ଟାଇଲରେ ଗୋଡ଼େଇ ଗୋଡ଼େଇ ଧରିଲା ପୋଲିସ। ପ୍ରାୟ ୪୦ ମିନିଟରେ ଚେଷ୍ଟା ପରେ ୩ ଜଣଙ୍କୁ କାବୁ ସହ କୋଟିଏରୁ ଅଧିକ ଟଙ୍କା ବି ଉଦ୍ଧାର କଲା। ଆଜି କଟକ ଆଠଗଡ଼ରୁ ତିଗିରିଆ ଯାଉଥିବା ଏକ ଏଟିଏମ୍ ଟଙ୍କା ବୋଝେଇ ସିଏମ୍ଏସ୍ ଭ୍ୟାନକୁ ୪ ଡକାୟତ ହାଇଜାକ୍ କରି ନେବା ପରେ ଟଙ୍କା ବାକ୍ସ ଧରି ଅନ୍ୟ ଏକ ଗାଡ଼ିରେ ଫେରାର ମାରୁଥିଲେ