• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Atmanirbhar Bharat

President Draupadi Murmu
ରାଇସିନା ହିଲ୍ସ ଦେଖିଲା ଦେଶର ପଞ୍ଚଦଶତମ ରାଷ୍ଟ୍ରପତିଙ୍କୁ

ଆଜି ଶପଥ ନେଲେ ଦେଶର ପ୍ରଥମ ନାଗରିକ। ରାଇସିନା ହିଲ୍ସ ଦେଖିଲା ଦେଶର ପଞ୍ଚଦଶତମ ରାଷ୍ଟ୍ରପତିଙ୍କୁ। ଭାରତ ଇତିହାସରେ ଯୋଡ଼ିହେଲା ଏକ ନୂଆ ଅଧ୍ୟାୟ, ଜଣେ ଆଦିବାସୀ ମହିଳା ହେଲେ ମହାମହିମ ପଦର ଅଧିକାରୀ।