କୌଣସି ବିବାଦରୁ ୨ ବର୍ଷ ହେଲା ମହିଳା ଜଣକ ତାଙ୍କ ଗାଁରେ ରହୁଥିଲେ । ପ୍ରତିପୋଷଣ ପାଇଁ ଗତ ସପ୍ତାହେ ହେଲା ସମ୍ପୃକ୍ତ ମହିଳା ଚାକିରି କରୁଥିଲେ ।
୩ ଯୁବକଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଯୁବତୀଙ୍କୁ କମେଣ୍ଟମରା ଘଟଣାକୁ ନେଇ ସଂଘବଦ୍ଧ ଆକ୍ରମଣ ।
ଦୁର୍ବୃତ୍ତଙ୍କ ଆକ୍ରମଣ ଯୋଗୁ ହସ୍ପିଟାଲ୍ରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିଲା। ଦୁର୍ବୃତ୍ତଙ୍କ ଆକ୍ରମଣ ବେଳର ଭିଜୁଆଲ ସିସିଟିଭିରେ କଏଦ ହୋଇଛି ।
ବିସ୍ଫୋରଣ ପାଇଁ ଧଳା ଫସଫରସକୁ ବ୍ୟବହାର କରୁଛି ଇସ୍ରାଏଲ ସେନା । ଏନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଦୃଶ୍ୟ । ବିଭିନ୍ନ ଫଟୋ, ଭିଡିଓରୁ ଏହି ତଥ୍ୟ ସାମ୍ନାକୁ ଆସିଛି ।
ଗତକାଲି କବିସୂର୍ଯ୍ୟନଗର ପଙ୍କଳବାଡି ଗାଁରେ ଦୁଇ ପରିବାର ମଧ୍ୟରେ ବିବାଦ ଉଗ୍ରରୂପ ନେଇଥିଲା। ଗୋଷ୍ଠୀ ସଂଘର୍ଷ ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି।
ବିବାହର ମାନ ରଖିଲାନି ସ୍ୱାମୀ । ପର ସ୍ତ୍ରୀ ପ୍ରେମରେ ପଡ଼ି ସ୍ତ୍ରୀର ନାକ କାଟି ଲହୁଲୁହାଣ କରିଦେଲା ..ପିଲାମାନେ ବି ତା’ ପାଇଁ ପର ହୋଇଗଲେ..
ବିଚ୍ ରାସ୍ତାରେ ହାତରେ ଭୁଜାଲି ଧରି ଯୁବତୀଙ୍କୁ ଗୋଡ଼ାଇଲେ। ସୌଭାଗ୍ୟବଶତଃ, ଯୁବକଙ୍କ ମରଣାନ୍ତକ ଆକ୍ରମଣରୁ ଯୁବତୀ ଜଣକ ଅଳ୍ପକେ ବର୍ତ୍ତି ଯାଇଥିଲେ।
ପ୍ରଥମେ ବୟଫ୍ରେଣ୍ଡ୍କୁ ଡାକି କୋର୍ଟରେ ବାହା ହେଲେ, ଏହାପରେ ଉଭୟ ହୋଟେଲ୍ ଗଲେ। ହେଲେ ସେଠାରେ କୌଣସି କଥାକୁ ନେଇ ଯୁବକ ଓ ଯୁବତୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। କଥା ଏତେ ବାଟ ଚାଲିଗଲା ଯେ, ଯୁବତୀ ଜଣକ ଛୁରୀରେ ବୟଫ୍ରେଣ୍ଡ୍ର ପ୍ରାଇଭେଟ୍ ପାର୍ଟ କାଟି ଦେଇଥିବା ଅଭିଯୋଗ ହୋଇଛି।
କ୍ରିକେଟ ଖେଳକୁ ନେଇ ବିଜେବି କଲେଜ ଛାତ୍ରଙ୍କୁ ଛୁରାମାଡ଼। ଅଣଛାତ୍ରଙ୍କ ଛୁରାମାଡ଼ରେ ୩ ଛାତ୍ର ଆହତ ହୋଇଛନ୍ତି।
ଜଣେ ବ୍ୟକ୍ତିଙ୍କୁ ୫ ଜଣ ଲୋକ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ କରିଛନ୍ତି। ଲୋକମାନେ ଏହା ଦେଖୁଥିଲେ ମଧ୍ୟ ଭୟରେ ଚୁପ୍ ରହିଥିଲେ।
ପାରିବାରିକ ଗଣ୍ଡଗୋଳର ସମାଧାନ କରିବାକୁ ଯାଇଥିବା ପୋଲିସ୍କୁ ନିସ୍ତୁକ ମାଡ଼। ମୁଣ୍ଡ ଫାଟିଲା, ଚେତାଶୂନ୍ୟ ହେଲେ କନଷ୍ଟେବଲ।
ପୁରୀ ବଡ଼ଦାଣ୍ଡ ମାର୍କେଟ ଛକରେ ହଣାହଣି ହୋଇ ୫ ଜଣ ଆହତ ହୋଇଛନ୍ତି। ଖଡ଼ିପଦା ମେଲଣରେ ଜୁଆ ଖେଳରେ ଗଣ୍ଡଗୋଳକୁ ନେଇ ହଣାହଣି।
ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ। ଗଣ୍ଡଗୋଳ ଏତେ ଉଗ୍ରରୂପ ନେଇଛି ଯେ, ଉଭୟ ପକ୍ଷ ପରସ୍ପର ଉପରକୁ ଟେକାପଥର ମାଡ଼ କରିଛନ୍ତି। ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଯାଇ ପୋଲିସ୍ ଆକ୍ରମଣର ଶିକାର ହୋଇଛି।
ବୋହୂକୁ ଚାକିରି କରିବା ପାଇଁ ପ୍ରେରଣା ଦେବା ବଦଳରେ ପ୍ରତିବାଦ କରି ମରଣାତ୍ମକ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ଦିଲ୍ଲୀର ଜଣେ ବୟସ୍କ ଲୋକ । ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ବଲାଙ୍ଗିର ପୁଇଁତଳାର ଘଟଣାକୁ ନେଇ ସବୁଠି ଚର୍ଚ୍ଚା । ମୋବାଇଲ ମାଗିଥିବା ପତ୍ନୀଙ୍କୁ ଡାଟା ସରିଯିବ କହି ମନା କରିଥିଲେ ସ୍ୱାମୀ ।
ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଦମ୍ପତିଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏକ ଡ୍ୟାନ୍ସ ବାର୍ରେ କିଛି ଦୁର୍ବୃତ୍ତ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଗତ ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ୱରରେ ଏହି ଘଟଣା ଘଟିଛି।
ବାଇକ୍ରେ ଯିବା ପାଇଁ ଯୁବତୀଙ୍କୁ ଡାକିଲେ, ହେଲେ ରୋକ୍ଠୋକ୍ ମନା କରିଦେଲେ ଯୁବତୀ। ଏଥିରେ ଉତ୍କ୍ଷିପ୍ତ ହୋଇ ଜଣେ ବ୍ୟକ୍ତି ରାଗରେ ସମ୍ପୃକ୍ତ ଯୁବତୀଙ୍କୁ ହେଲ୍ମେଟ୍ ମାଡ଼ ମାରିଥିବା ଅଭିଯୋଗ ହୋଇଛି।
ପ୍ରେମିକ ସହ କଥାବାର୍ତ୍ତା ବନ୍ଦ କରି ଦେଇଥିଲା ପ୍ରେମିକା। ହେଲେ ବ୍ରେକ୍ଅପ୍କୁ ସହ୍ୟ କରିପାରି ନଥିଲେ ପ୍ରେମିକ।
ବିଚ୍ ରାସ୍ତାରେ ଭୁବନେଶ୍ୱରରେ ଜଣେ ମହିଳା ପୋଲିସ୍ଙ୍କୁ ଆକ୍ରମଣ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।
କନ୍ଧମାଳ ବଣ୍ଡାପିପିଲିରେ ଜଣକୁ ଗୁଳି କରି ହତ୍ୟା କଲେ ମାଓବାଦୀ । ହାଟପଦା ପଛପାଖ ଜଙ୍ଗରେ ପଡ଼ି ରହିଛି ମୃତଦେହ ।
୩ ଜଣ ବ୍ୟକ୍ତି ଅଫିସ୍ ଭିତରେ ପଶି ଝରିଗାଁ ବିଡିଓ ସତ୍ୟନାରାୟଣ ମେହେରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏନେଇ ବିଡିଓ ନିଜେ ଝରିଗାଁ ଥାନାରେ ଏତଲା ଦେଇଛନ୍ତି।
ଟିଡିପି ନେତାଙ୍କୁ ମରଣାନ୍ତକ ଆକ୍ରମଣ ! ନେତାଙ୍କ ଘରକୁ ପୂଜକ ବେଶରେ ଆସି ଆକ୍ରମଣ କଲା ଦୁର୍ବୃତ୍ତ ।
ଦାଶ ପରିବାରର କିଛି ସଦସ୍ୟ ପ୍ରଥମେ ପ୍ରଣବଙ୍କୁ ମାଡ ମାରିଥିଲେ । ଆଉ ମାଡ଼ ଭୟରେ ପ୍ରଣବ ଘରେ ପଶି ଯାଇଥିଲେ ।