ଶ୍ରୀକ୍ଷେତ୍ରକୁ ଜଗା ଦର୍ଶନ ପାଇଁ ଆସିଥିବା ପର୍ଯ୍ୟଟକଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଦାଦାବଟି ନ ଦେବାରୁ ଦୁର୍ବୃତ୍ତମାନେ ସେମାନଙ୍କୁ ଛୁରୀ ଦେଖାଇ ଭୟଭୀତ କରାଇବା ସହ ମାଡ଼ ମାରି ଫେରାର ହୋଇଯାଇଥିଲେ।