ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଘର ଭଙ୍ଗାଯିବା ନେଇ ଖବର ସଂଗ୍ରହ କରିବାକୁ ଯାଇଥିବା କୁକୁର ଆକ୍ରମଣର ଶିକାର ହେଲେ ଏକ ଘରୋଇ ଚ୍ୟାନେଲର ମହିଳା ସାମ୍ବାଦିକ।
ଗତକାଲି ନାମାଙ୍କନବେଳେ ଉପୁଜିଥିବା ମୁହାମୁହିଁ ସ୍ଥିତି କ୍ରମେ ଉଗ୍ରରୂପ ଧାରଣ କରି ମାଡ଼ପିଟ ହୋଇ ମେଡ଼ିକାଲରେ ଭର୍ତ୍ତି ହୋଇଛନ୍ତି ବିଜେଡି-ବିଜେପି କର୍ମୀ ।
ଏହି ଆକ୍ରମଣରେ ଉମାବଲ୍ଲଭଙ୍କ ମୁଣ୍ଡ ଫାଟିଥିବା ବେଳେ ମୁହଁରେ ବି ଆଘାତ ଲାଗିଛି।
ଓଟିଭି କ୍ୟାମେରା ଆଗରେ ଅଭିଯୁକ୍ତ ଖୋବା ଖୋଲିଛି ନନ୍ଦନକାନନରେ କେମିତି ହଉଛି ଭୋଜି ଆଉ ମଦ୍ୟପାନ । ଯେଉଁଥି ପାଇଁ ଗଣ୍ଡଗୋଳର ହୋଇଛି ସୁତ୍ରପାତ।
ମନ୍ତ୍ରୀ ସଞ୍ଜୟ ନିଷାଦ ତାଙ୍କ ଉପରେ ହୋଇଥିବା ଆକ୍ରମଣ ପାଇଁ ସମାଜବାଦୀ ପାର୍ଟିକୁ ଦାୟୀ କରିଛନ୍ତି। ଏହି ମାମଲାରେ ପୁଲିସ ଅନେକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି।
ଲରେନ୍ସ ବିଷ୍ଣୋଇ ଏବଂ ଗୋଲ୍ଡି ବରାରଙ୍କ ହତ୍ୟା ଧମକ ସାମ୍ନାକୁ ଆସିବା ପରେ ସଲମାନଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଛି।ତାଙ୍କୁ ବ୍ୟକ୍ତିଗତ ବନ୍ଧୁକ ଲାଇସେନ୍ସ ମଧ୍ୟ ପ୍ରଦାନ କରାଯାଇଛି ।ଗତବର୍ଷ ମାର୍ଚ୍ଚରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ସଲମାନଙ୍କୁ ଏକ ଧମକପୂର୍ଣ୍ଣ ଇ-ମେଲ୍ ମିଳିଥିଲା।
ଏହି ଘଟଣା ପରେ ପ୍ରଧାନମନ୍ତ୍ରୀ ମୋଦି ଟ୍ବିଟ୍ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।ସେହିପରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଏହି ଆକ୍ରମଣ ଘଟଣାକୁ କଡ଼ା ନିନ୍ଦା କରିବା ସହ ଜଗନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ମହିଳା ଜଣକ ମନ୍ଦିର ଆଡୁ ଦୌଡିଦୌଡି ଆସୁଛନ୍ତି। ତାଙ୍କ ପଛରେ ପୁଅ ଦୁର୍ଗେଶ ବାଡି ଧରି ତାଙ୍କୁ ପିଛା କରୁଛି। ଭୟରେ ସେ କାନ୍ଦୁଥିବା ବେଳେ ସାହାଯ୍ୟ ପାଇଁ ଚିତ୍କାର କରି ଲୋକଙ୍କୁ ଡାକୁଛନ୍ତି।
ଋଷ ସିଟି ମଲରେ ଗୁଳିମାଡ । ଭିଡ ଉପରେ ଅନ୍ଧାଧୁନ ଗୁଳି ଚଳାଇବା ସହ ବିସ୍ଫୋରଣ କରିଛନ୍ତି ଆତତାୟୀ । ଏଥିରେ ୬୦ ଜଣ ପ୍ରାଣ ହରାଇଛନ୍ତି । ଶତାଧିକ ଆହତ ହୋଇଛନ୍ତି ।
ବନ କର୍ମଚାରୀଙ୍କ ଉପରେ ଶିକାରୀଙ୍କ ଆକ୍ରମଣ ପରେ ଆକ୍ସନ ମୋଡରେ ବନ ବିଭାଗ । କୁଳଡିହା ଅଭୟାରଣ୍ୟରେ ବନ ବିଭାଗ ପକ୍ଷରୁ ରାତି ଅଧିଆ କମ୍ବିଂ ଅପରେସନ କରାଯାଇଛି । ଏହି ଅପରେସନ ବେଳେ ୬ ଜଣ ଶିକାରୀଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ୬ଟି ଦେଶୀ ବନ୍ଧୁକ ଜବତ କରାଯାଇଛି ।
ରକ୍ତମୁଖା ସ୍ୱାମୀ । ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ସ୍ତ୍ରୀକୁ ନିର୍ମମ ଭାବେ ହାଣିଲା ସ୍ୱାମୀ । ଏକ ଧାରୁଆ ଅସ୍ତ୍ରରେ ସ୍ତ୍ରୀକୁ ହାଣି ହତ୍ୟାକଲା ସ୍ୱାମୀ ।
ସୂଚନାନୁଯାୟୀ ଇସ୍ରାଏଲ-ହମାସ୍ ବିବାଦ ମଧ୍ୟରେ ଲୋହିତ ସାଗରରେ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣକୁ ଜୋରଦାର କରୁଥିବା ହାଉତି ବିଦ୍ରୋହୀଙ୍କ ଉପରେ ଚିନ୍ତା ବଢ଼ିବାରେ ଲାଗିଛି । ଗତକାଲି ଗଫ୍ ଅଫ୍ ଆଡେନରେ ବ୍ରିଟିଶ ଅଏଲ୍ ଟ୍ୟାଙ୍କର ମାର୍ଲିନ ଲୌଣ୍ଡା ଉପରକୁ ମିସାଇଲ ମାଡ କରାଯାଇଥିଲା ।
ତନ୍ମୟ ମହାନ୍ତିଙ୍କୁ ଛୁରାମାଡ଼ କରିଛନ୍ତି ଦୁଇ ଜଣ । ରେମୁଣା ବିଧାୟକ ସୁଂଧାଶୁ ପରିଡ଼ାଙ୍କୁ ଦାୟୀ କଲେ ।
ଫୁଲବାଣୀରେ ଏସିଡ ଆଟାକ୍ । ଟାଉନ ଥାନା ଅନ୍ତର୍ଗତ ଶଶୀ ପାନ ଦୋକାନ ଛକରେ ଏସିଡ ଆକ୍ରମଣରେ ୩ ଜଣ ଆହତ ହୋଇଛନ୍ତି । ଆହତ ମଧ୍ୟରେ ବାପା, ପୁଅ ଏବଂ ଜଣେ ଯୁବକ ଅଛନ୍ତି ।
ଗତକାଲି ଭୁବନେଶ୍ୱର ଏୟାରପୋର୍ଟ ଛକରେ ୨ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଦୁଇ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ୨ ଜଣ ଯୁବକ ଆହତ ହୋଇଥିଲେ ।
ଏୟାରପୋର୍ଟ ଛକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ କିଛି ଦୁର୍ବୃତ୍ତ ହାଣିଛନ୍ତି ।
ଜମ୍ମୁ କାଶ୍ମୀରର ପୁଂଚରେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ବଡ ଧରଣର ଆକ୍ରମଣ । ଏଥିରେ ୫ଜଣ ଯବାନ ସହିଦ ହୋଇଥିବା ବେଳେ ତିନିଜଣ ଆହତ ହୋଇଛନ୍ତି ।
ଜହ୍ଲାଦ ପ୍ରେମିକର ଜଘନ୍ୟ କାଣ୍ଡ ! ବିଚ୍ ରାସ୍ତାରେ ପ୍ରେମିକା ଉପରେ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ । ହସ୍ପିଟାଲ ବେଡରେ ଛଟପଟ ହେଉଛନ୍ତି ଯୁବତୀ । ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ମହାରାଷ୍ଟ୍ର ଥାନେରେ । ବିଡମ୍ବନାର କଥା, ଘଟଣା ଗତ ସୋମବାରର ହୋଇଥିଲେ ମଧ୍ୟ ପୋଲିସ ଏହି ମାମଲାରେ କାହାରିକୁ ଗିରଫ କରି ପାରିନାହିଁ ।
ଜାତୀୟ ଗଣମାଧ୍ୟମର ଖବର ଅନୁସାରେ, ସୋସିଆଲ ମିଡିଆରେ ବନ୍ଧୁତ୍ୱ ପରେ ୬ ଜଣ ଯାକ ୪ ବର୍ଷ ହେଲା ପରସ୍ପରକୁ ଜାଣିଥିଲେ । ସେମାନେ ଗୁରଗାଓଁର ଗୋଟିଏ ଘରେ ରହି ଗତ ୩ ମାସ ହେଲା ଏହାର ପ୍ଲାନିଂ କରୁଥିଲେ ।
କୌଣସି ବିବାଦରୁ ୨ ବର୍ଷ ହେଲା ମହିଳା ଜଣକ ତାଙ୍କ ଗାଁରେ ରହୁଥିଲେ । ପ୍ରତିପୋଷଣ ପାଇଁ ଗତ ସପ୍ତାହେ ହେଲା ସମ୍ପୃକ୍ତ ମହିଳା ଚାକିରି କରୁଥିଲେ ।
୩ ଯୁବକଙ୍କୁ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଯୁବତୀଙ୍କୁ କମେଣ୍ଟମରା ଘଟଣାକୁ ନେଇ ସଂଘବଦ୍ଧ ଆକ୍ରମଣ ।
ଦୁର୍ବୃତ୍ତଙ୍କ ଆକ୍ରମଣ ଯୋଗୁ ହସ୍ପିଟାଲ୍ରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିଲା। ଦୁର୍ବୃତ୍ତଙ୍କ ଆକ୍ରମଣ ବେଳର ଭିଜୁଆଲ ସିସିଟିଭିରେ କଏଦ ହୋଇଛି ।
ବିସ୍ଫୋରଣ ପାଇଁ ଧଳା ଫସଫରସକୁ ବ୍ୟବହାର କରୁଛି ଇସ୍ରାଏଲ ସେନା । ଏନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଦୃଶ୍ୟ । ବିଭିନ୍ନ ଫଟୋ, ଭିଡିଓରୁ ଏହି ତଥ୍ୟ ସାମ୍ନାକୁ ଆସିଛି ।
ଗତକାଲି କବିସୂର୍ଯ୍ୟନଗର ପଙ୍କଳବାଡି ଗାଁରେ ଦୁଇ ପରିବାର ମଧ୍ୟରେ ବିବାଦ ଉଗ୍ରରୂପ ନେଇଥିଲା। ଗୋଷ୍ଠୀ ସଂଘର୍ଷ ହେବାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି।
ବିବାହର ମାନ ରଖିଲାନି ସ୍ୱାମୀ । ପର ସ୍ତ୍ରୀ ପ୍ରେମରେ ପଡ଼ି ସ୍ତ୍ରୀର ନାକ କାଟି ଲହୁଲୁହାଣ କରିଦେଲା ..ପିଲାମାନେ ବି ତା’ ପାଇଁ ପର ହୋଇଗଲେ..