ଗୁଣି ସନ୍ଦେହରେ ଦେହରେ ପାଳ ଦଉଡ଼ି ଗୁଡ଼ାଇ ନିଆଁ ଲଗାଇଲେ। ସିନାପାଲି ଥାନା ପୋର୍ଟିପଡ଼ା ଗାଁ ପ୍ରଜାକୋର୍ଟରେ ହତ୍ୟା ଉଦ୍ୟମ । ପୋଖରୀକୁ ଡେଇଁ ରାତି ସାରା ଲୁଚି ଜୀବନ ବଞ୍ଚାଇଲେ ବ୍ୟକ୍ତି
ବାପା ବ୍ୟୁରୋକ୍ରାଟ୍ ବୋଲି କ’ଣ ପୁଅ ଇନ୍ଦ୍ରଚନ୍ଦ୍ର ମାନିବନି....ପ୍ରେମିକାର ଜୀବନ ନେବାପାଇଁ ଉଦ୍ୟମ କଲାପରେ ମଧ୍ୟ ଖୋଲାରେ ବୁଲୁଛି ଅଭିଯୁକ୍ତ....
ପ୍ରେମ ପାଇଁ ଭୟଙ୍କର ସଜା । ସମ୍ପର୍କୀୟାଙ୍କୁ ପ୍ରେମ କରି ଏବେ ମୃତ୍ୟୁ ସହ ଲଢ଼େଇ କରୁଛନ୍ତି ନାବାଳକ । ତାଙ୍କ ଆକୁଳ ଚିତ୍କାରରେ ଫାଟି ପଡ଼ୁଛି ହସ୍ପିଟାଲ । ପରିବାର ସଦସ୍ୟଙ୍କ ଠାରୁ ଆରମ୍ଭ କରି ହସ୍ପିଟାଲ କର୍ମଚାରୀଙ୍କ ଆଖିରେ ଲୁହ ।
ଜଣେ ଯୁବକଙ୍କ ଶରୀରରେ ନିଆଁ ଲଗାଇ ତାଙ୍କୁ ଜୀବନରୁ ମାରି ଦେବାକୁ ଉଦ୍ୟମ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ପତ୍ନୀଙ୍କୁ ସାନିଟାଇଜର ଢାଳି ନିଆଁ ଲଗାଇ ସ୍ୱାମୀ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ପୂର୍ବରୁ ମଧ୍ୟ ମାରିବା ପାଇଁ ଉଦ୍ୟମ କରିଥିଲେ।
କାଳ ସାଜିଲା ପ୍ରେମ ବିବାହ । ବଇରୀ ସାଜିଲା ବାପା । ଝିଅକୁ ଜୀବନରୁ ମାରିଦେବାକୁ ଉଦ୍ୟମ । ଭଲ ପାଇ ବିବାହ କରିଥିବାରୁ ତାମିଲନାଡୁ ତିରୁପୁରରେ ଜଣେ ବାପା ନିଜ ଝିଅର ବେକ୍ କାଟି ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି । ହେଲେ ସୌଭାଗ୍ୟବଶତଃ ଝିଅଟି ବଞ୍ଚିଯାଇଛି । ପାଳିପୋଷି ବଡ଼ କରିଥିଲି, ପ୍ରତିବଦଳରେ ସମାଜରେ ବଦନାମ କଲା କହି ହିତାହିତ ହରାଇଥିଲେ ଅଭିଯୁକ୍ତ ବାପା