ଅଷ୍ଟ୍ରେଲିଆ ଜର୍ସି ପଛରେ ଥିବା ପୂରା କାହାଣୀ ଏହାର ଜାତୀୟ ଫୁଲ ସହ ଜଡ଼ିତ। ଅଷ୍ଟ୍ରେଲିଆର ଜାତୀୟ ଫୁଲ ହେଉଛି ’ଦି ଗୋଲ୍ଡେନ୍ ୱେଟଲ୍’। ’ଦି ଗୋଲ୍ଡେନ୍ ୱେଟଲ୍’ ଫୁଲର ପତ୍ର ସବୁଜ ରଙ୍ଗ ଓ ଏହାର ଫୁଲ ହଳଦିଆ ରଙ୍ଗର ହୋଇଥାଏ।
ଭାରତ ପକ୍ଷରୁ ରବିନ୍ଦ୍ର ଜାଡେଜା ୩ଟି ୱିକେଟ ନେଇଥିବାବେଳେ କୁଲଦୀପ ଯାଦବ ଓ ଯଶପ୍ରୀତ ବୁମ୍ରା ୨ଟି ଲେଖାଏଁ ୱିକେଟ ଅକ୍ତିଆର କରିଥିଲେ। ତେବେ ଏହି ମ୍ୟାଚ୍ରେ କଙ୍ଗାରୁ ଦଳକୁ ହରାଇ ବିଜୟ ସହ ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବାକୁ ଚେଷ୍ଟା କରିବ ଭାରତ।
ଆଜିର ମ୍ୟାଚରେ ଦଳର ଚୁଡ଼ାନ୍ତ ଏକାଦଶରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିବ। ପ୍ରଥମ ଦୁଇ ମ୍ୟାଚରେ ବିଶ୍ରାମ ନେଇଥିବା ଦଳର ଷ୍ଟାର ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲି ଆଜିର ମ୍ୟାଚ୍ରେ ଦଳକୁ ପ୍ରତ୍ୟାବର୍ତ୍ତନ କରିବେ।
ବର୍ଷା ଯୋଗୁ ମ୍ୟାଚ୍ ବାଧାପ୍ରାପ୍ତ ହେବା ପରେ ୩୩ ଓଭରକୁ ଖସାଇ ଦିଆଯାଇଥିଲା ମ୍ୟାଚ୍ । ଡିଏଲଏସ୍ ମେଥଡ ଲାଗୁ ହେବା ସହ ଅଷ୍ଟ୍ରେଲିଆକୁ ୩୩ ଓଭରରେ ୩୧୭ ରନର ଟାର୍ଗେଟ୍ ଦିଆଯାଇଥିଲା ।
ମଦ ପିଇ ଗାଡ଼ି ଚଳାଉଥିଲେ ୧୦ ହଜାର ଟଙ୍କା ଜୋରିମାନା ସହ ୬ ମାସ ଜେଲ ଦଣ୍ଡର ବ୍ୟବସ୍ଥା ମଧ୍ୟ ରହିଛି ।
ଅଷ୍ଟ୍ରେଲିଆରେ ଆୟୋଜିତ ଟି-୨୦ ବିଶ୍ୱକପ ପାଇଁ ଯଶପ୍ରୀତ ବୁମ୍ରାଙ୍କ ବଦଳ ଖେଳାଳି ଘୋଷଣା କରିଛି ବିସିସିଆଇ। ବୁମ୍ରାଙ୍କ ସ୍ଥାନରେ ମହମ୍ମଦ ଶାମି ବିଶ୍ୱକପର ୧୫ ଜଣିଆ ସ୍କ୍ୱାଡରେ ସ୍ଥାନ ପାଇଛନ୍ତି।
ମହାନ କ୍ରିକେଟରଙ୍କ ବିୟୋଗ କ୍ରିକେଟ ଜଗତ ପାଇଁ ବି ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି ।
ଅଷ୍ଟ୍ରେଲିଆ ପାଇଁ ୨୬ ଟେଷ୍ଟ, ୧୯୮ ଦିନିକିଆ ଓ ୧୪ ଟି-ଟ୍ୱେଣ୍ଟି ଖେଳିଥିଲେ ସାଇମଣ୍ଡସ୍ ।
ଭାରତକୁ ୨୯ଟି ପ୍ରାଚୀନ ମୂର୍ତ୍ତି, ଚିତ୍ର ଓ ଫଟୋ ଆଦି ଫେରାଇଲା ଅଷ୍ଟ୍ରେଲିଆ । ଶହ ଶହ ବର୍ଷ ପୁରୁଣା ଏହିସବୁ କିର୍ତ୍ତୀରାଜି ବେଆଇନ ଭାବେ ଭାରତ ବାହାରକୁ ଯାଇଥିଲା ।
ଟି-୨୦ ବିଶ୍ୱକପ୍ ଦ୍ୱିତୀୟ ସେମିଫାଇନାଲରେ ଆଜି ପାକିସ୍ତାନ-ଅଷ୍ଟ୍ରେଲିଆ ଟକ୍କର.. ଦୁବାଇ ଇଣ୍ଟରନେସନାଲ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ..
ଏକ ରୋମାଞ୍ଚକ ମ୍ୟାଚରେ ଅଷ୍ଟ୍ରେଲିଆର ମହିଳା କ୍ରିକେଟ୍ ଟିମ୍ ଭାରତକୁ ୫ ୱିକେଟରେ ପରାସ୍ତ କରିଛି । ଏହି ମ୍ୟାଚରେ ଆଷ୍ଟ୍ରେଲିଆକୁ ଶେଷ ଓଭରରେ ୧୩ ରନ୍ ଆବଶ୍ୟକ ଥିଲା ।
କୋଭିଡ ସଂକ୍ରମଣ ବଢିବା ଯୋଗୁଁ ଅଷ୍ଟ୍ରେଲିଆ ସରକାରଙ୍କ ପକ୍ଷରୁ ଅନେକ ସହରରେ ଲକଡାଉନ୍ ଘୋଷଣା କରାଯାଇଛି । ଏହି ସମୟରେ ଚୁକ୍ତିଭିତ୍ତିକ କର୍ମଚାରୀ ମାନଙ୍କୁ କାମକୁ ଯିବା ପାଇଁ ସରକାରଙ୍କ ପକ୍ଷରୁ ମନା କରାଯାଇଛି । ଦୁଇ ଡୋଜ୍ ଟିକାକରଣ ପରେ ମଧ୍ୟ ସେମାନଙ୍କୁ ସରକାରଙ୍କ ପକ୍ଷରୁ ଅନୁମତି ମିଳିନାହିଁ । ଏନେଇ କମ୍ପାନୀଗୁଡ଼ିକର ଚୁକ୍ତିଭିତ୍ତିକ କର୍ମଚାରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।
ଡ୍ରାଗନ୍ ବିରୋଧରେ ଏକଜୁଟ୍ ହେଲେ ଆମେରିକା,ବ୍ରିଟେନ ଓ ଅଷ୍ଟ୍ରେଲିଆ । ତିନି ଦେଶର କୂଟନୈତିକ, ସୁରକ୍ଷା ଏବଂ ପ୍ରତିରକ୍ଷା ବ୍ୟବସ୍ଥାକୁ ଶକ୍ତ କରିବାକୁ ତଥା ସୁରକ୍ଷା କ୍ଷେତ୍ରରେ ସହଭାଗିତା ବୃଦ୍ଧି ପାଇଁ ପ୍ରୟାସ କରୁଛନ୍ତି । ଆଉ ଏଥିପାଇଁ ଆମେରିକା,ବ୍ରିଟେନ ଓ ଅଷ୍ଟ୍ରେଲିଆ ଏକ ତ୍ରିପାକ୍ଷିକ ସୁରକ୍ଷା ସହଯୋଗ ତିଆରି କରିବାକୁ ଘୋଷଣା କରିଛନ୍ତି, ଯାହାର ନାମ 'AUKUS' ରଖାଯାଇଛି
ଏ ଗାନ୍ଧାରୀ ନା ଆଖିରେ କଳା ପଟି ବାନ୍ଧିଛନ୍ତି ନା ଶତ ପୁତ୍ରର ବର ପାଇଛନ୍ତି। ଏ ଗାନ୍ଧାରୀ ସ୍ୱାମୀଙ୍କ ପାଇଁ ବଞ୍ଚି ଥାଉ ଥାଉ ନର୍କକୁ ଆଦରି ନେଇଛନ୍ତି।
ମେଲବର୍ନ: ଅଷ୍ଟ୍ରେଲିଆରେ ସେଲ୍ଫି ନେବା ବେଳେ ଜଣେ ଭାରତୀୟ ଛାତ୍ର ସମୁଦ୍ର ସଂଲଗ୍ନ ଏକ ଛୋଟ ପାହାଡ ଉପରୁ ଖସି ପ୍ରାଣ ହରାଇଛନ୍ତି। ମୃତ ଛାତ୍ରଙ୍କ ନାମ ଅଙ୍କିତ। ସେ ପର୍ଥରେ ପଢୁଥିଲେ ବୋଲି ଜଣାପଡିଛି। ସୂଚନା ମୁତାବକ,ଅଙ୍କିତ ତାଙ୍କର କିଛି ବନ୍ଧୁଙ୍କ ସହ ପଶ୍ଚିମ ଅଷ୍ଟ୍ରେଲିଆରେ ଥିବା ଐତିହାସିକ ବନ୍ଦର ତଥା ସହର ଏଲବାନିକୁ ବୁଲିବାକୁ ଯାଇଥିଲେ। ଅଙ୍କିତ ସେଠାରେ ପାହାଡ ଉପରେ ଚଢି ପଛ ପଟରେ ସମୁଦ୍ରକୁ ରଖି ଏକ ସେଲ୍ଫି ନେବାକୁ ଉଦ୍ୟମ କରୁଥିଲେ […]
ଅକ୍ଟୋବର ୧୭ ରୁ ଆରମ୍ଭ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଆଇସିସି ଦୁଇଟି ଗ୍ରୁପ୍ ଘୋଷଣା କରିସାରିଛି । ସୁପର ୧୨ରେ ୨ଟି ଗ୍ରୁପ୍ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ଭାରତ-ପାକିସ୍ତାନ ଦ୍ୱିତୀୟ ଗ୍ରୁପରେ ରହିଛନ୍ତି ।
କେପଟାଉନ୍: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ୍ ମ୍ୟାଚରେ ବଲ୍ ଟ୍ୟାମ୍ପରିଂ ଅଭିଯୋଗକୁ ସ୍ୱୀକାର କରିଛି ଅଷ୍ଟ୍ରେଲିଆ ଦଳ। କେପଟାଉନରେ ଖେଳାଯାଇଥିବା ତୃତୀୟ ଟେଷ୍ଟର ତୃତୀୟ ଦିନରେ ବାନ୍କ୍ରଫଟ୍ ଏକ ହଳଦିଆ ରଙ୍ଗର ବସ୍ତୁ ଧରି ବଲ୍ ଟ୍ୟାମ୍ପରିଂ କରୁଥବା କ୍ୟାମେରାରେ କଏଦ୍ ହୋଇଥିଲା। ଅମ୍ପାୟାର୍ ନିଗେଲ୍ ଲଙ୍ଗ୍ ଓ ରିଚାର୍ଡ ଇଲିଙ୍ଗ ଓ୍ୱର୍ଥ ଏନେଇ ବାନ୍କ୍ରଫଟ୍ଙ୍କ ସହ ଆଲୋଚନା କରିଥିଲେ। ଏହାପରେ ବାନ୍କ୍ରଫଟ୍ ପକେଟରୁ ଏକ ଚଷମା ଖୋଳ ବାହାର କରି ଦେଖାଇଥିଲେ। ଫଳରେ ସେହି ସମୟରେ […]
ଅଷ୍ଟ୍ରେଲିଆ: ବିଶାଳ ବୁଢ଼ିଆଣୀ ଜାଲରେ ଆଚ୍ଛାଦିତ ହୋଇଛି ପଡ଼ିଆ । ଘାସ ଗାଲିଚା ସହ ପଡ଼ିଆର ଏକର ଏକର ଅଂଚଳ ବୁଢ଼ଇାଣୀ ଜାଲରେ ଢାଙ୍କି ହୋଇ ରହିଛି । ଏହି ଦୃଶ୍ୟ ଦେଖିବାକୁ ମିଳିଛି ଅଷ୍ଟ୍ରେଲିଆର ଗିପ୍ସଲ୍ୟାଣ୍ଡ ଭିକ୍ଟୋରିଆ ଅଞ୍ଚଳରେ ।…